Browsing Category

Regional

ସାଂଘାତିକ ସ୍ଥିତିରେ ରାଜଧାନୀ : ୪ ଦିନରେ ସ୍ଥାନୀୟ ସଂକ୍ରମଣ ୨୬%ରୁ ବଢ଼ି ପହଞ୍ଚିଲା ୪୪%ରେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୧/୦୮:ଭୁବନେଶ୍ୱର : ରାଜଧାନୀରେ ସାଂଘାତିକ ପରିସ୍ଥିତିରେ ପହଞ୍ଚିଲାଣି ସ୍ଥାନୀୟ ସଂକ୍ରମଣ। ଗତ ୩ ଦିନର ସ୍ଥାନୀୟ ସଂକ୍ରମଣକୁ ଅନୁଧ୍ୟାନ କଲେ ଏଭଳି ପରିସ୍ଥିତି ଜଳ ଜଳ ହୋଇ ଦେଖାଗଲାଣି। ୨୭ତାରିଖରେ ରାଜଧାନୀରେ ଯେତିକି ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ନୂଆ ଶିକ୍ଷା ନୀତି ୨୦୪୦ – ଭାରତୀୟ ଭାଷା ଏବଂ ଅନଲାଇନ୍ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଗୁଗୁଲ ଭାରତ ସହ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮ : ବର୍ତ୍ତମାନ ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ତ୍ରିଭାଷୀ ସୂତ୍ର ଚାଲିବ | ଏଥିରେ ସଂସ୍କୃତ ସହିତ ଅନ୍ୟ ତିନୋଟି ଭାରତୀୟ ଭାଷାର ବିକଳ୍ପ ରହିବ | ଚୟନକର୍ତ୍ତା ନିଜେ ବିଦେଶୀ ଭାଷା ବାଛିବା ପାଇଁ ମଧ୍ୟ ସ୍ୱାଧୀନତା ରହିବ | ପ୍ରଥମ ଥର ପାଇଁ ଭାରତୀୟ

ବିରିୟାନୀ ଖାଇବାକୁ କେନ୍ଦ୍ର କରି ତୁମୁଳ କାଣ୍ଡ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ଧୂଷୁରି ୦୧/୦୮: ବିରିୟାନୀ ଖାଇବାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଉଭୟ ପକ୍ଷର 8 ଗୁରୁତର, 5 ମଟର ସାଇକେଲ ଭଙ୍ଗାରୁଜା. ଗୁରୁତର ମାନେ ମେଡିକାଲ ରେ ଭର୍ତ୍ତି. ଧୂଷୁରୀ ଥାନା ଅନ୍ତର୍ଗତ ଜଗନ୍ନାଥ ସାହି ଗ୍ରାମରେ ବିରିୟାନୀ ଖାଇବାକୁ କେନ୍ଦ୍ର କରି

ନୟାଗଡ ଜିଲ୍ଲାର ଏକତାଳ ଗ୍ରାମରେ ସ୍ଥାନୀୟ ପ୍ରଶାସନ ତଥା ସରକାରଙ୍କ କୋଭିଡ ପରିଚାଳନାଗତ ମନୋଭାବକୁ ନେଇ ପ୍ରଶ୍ନବାଚୀ ?

ନୟାଗଡ / ଚାନ୍ଦପୁର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ କେରନ୍ଦାଟାଙ୍ଗୀ ନିକଟସ୍ଥ ଏକତାଳ ଗ୍ରାମ ର ବରୁଣ କୁମାର ବଳିଆରସିଂ ହାଇଦ୍ରାବାଦରେ ରହି ଜୀବିକା ନିର୍ବାହ ପାଇଁ କାମ କରୁଥିଲେ । କୋଭିଡ-19 ଜନିତ ଲକଡାଉନ ଯୋଗୁଁ ନିଜ ଜୀବିକା ହରାଇ

ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ବିଜେପି , ମୋଦିଙ୍କୁ ଚିଠି ଲେଖିଲେ ସୁବ୍ରମଣିୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଦାବି କରାଯାଇଛି। ସିବିଆଇ ତଦନ୍ତ ପାଇଁ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କଳକୀ ପ୍ରିୟାଙ୍କ ଆବେଦନ

ଦେଶରେ ହୋଇନି ଗୋଷ୍ଠୀ ସଂକ୍ରମଣ :ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ : ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭: ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ଭାର ନେଇଛି କ୍ରାଇମ୍‌ବ୍ରାଞ୍ଚ। ପୁଲିସ ଡିଜି ଅଭୟ ଆଜି ନିର୍ଦ୍ଦେଶ ଦେବା ପରେ କ୍ରାଇମ୍‌ବ୍ରାଞ୍ଚ ତନାଘନା ଆରମ୍ଭ କରିଛି। ପୂର୍ବାହ୍ନ ୧୦ଟା ବେଳେ କ୍ରାଇମ୍‌ବ୍ରାଞ୍ଚର ତିନିଜଣିଆ ଟିମ୍‌ ରେଳବାଇ ଥାନାରେ

ଅଗଷ୍ଟ ୫ ତାରିଖରେ ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହେବ ପ୍ରଭୁ ଶ୍ରୀରାମଙ୍କ ଛବି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ଆସନ୍ତା ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ହେବ। ସମଗ୍ର ଭାରତ ବାସିନ୍ଦା ଏହି ଦିନରେ ଉତ୍ସବ ମନାଇବେ। ତେବେ ଖାଲି ଭାରତରେ କାହିଁକି ବିଦେଶରେ ମଧ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ

ବାଚସ୍ପତି ସିପି ଯୋଶୀଙ୍କ ଭିଡିଓ ଭାଇରାଲ୍‌ ପରେ ଘନେଇଲା ରାଜସ୍ଥାନ ରାଜନୈତିକ ସଙ୍କଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ରାଜସ୍ଥାନ ବାଚସ୍ପତି ସିପି ଯୋଶୀ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ପୁଅ ବୈଭବ ଗେହଲଟ୍‌ଙ୍କ ମଧ୍ୟରେ ରାଜସ୍ଥାନ ରାଜନୈତିକ ସଙ୍କଟ ପ୍ରସଙ୍ଗରେ ହୋଇଥିବା ଏକ ଆଲୋଚନାର ଭିଡିଓ ଏବେ ଭାଇରାଲ୍‌ ହୋଇଛି ଏବଂ ଏହାକୁ ନେଇ ବଡ଼ ବିବାଦ ମୁଣ୍ଡ

ମଣିପୁରରେ ସେନା ଉପରେ ଆକ୍ରମଣ: ୩ ଯବାନ ସହିଦ, ୬ ଗୁରୁତର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ :ମଣିପୁରରେ ସେନାର ଯବାନଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୩ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବୁଧବାର ରାତି ପ୍ରାୟ ୧.୧୫ରେ ରାଜଧାନୀ ଇମ୍ଫାଲଠାରୁ ୯୫ କିଲେମିଟର ଦୂରରେ ଥିବା ଚନ୍ଦୋଲ
error: Content is protected !!
Open chat