Browsing Category

Regional

ପୁଣି ବଢିଲା ଆୟକର ଦାଖଲ ଅବଧି : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା ରିଟର୍ଣ୍ଣ ତାରିଖ

ନୂଆଦିଲ୍ଲୀ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦେବାର ତାରିଖକୁ ପୁଣି ବଢାଇ ଦିଆଯାଇଛି। ଆୟକର ବିଭାଗ ପକ୍ଷରୁ କୁହାଯାଇଛି, କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆୟକରଦାତାଙ୍କ ସୁବିଧା ପାଇଁ CBDT (Central Board of Direct

ଶେଷରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭ : ଗେହଲଟ ସରକାରଙ୍କ ତିନୋଟି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଶେଷରେ ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ରାଜ୍ୟପାଳ କାଲରାଜ ମିଶ୍ରଙ୍କୁ ଅଶୋକ ଗେହଲଟ କ୍ୟାବିନେଟ

ଆଜି ଅଭିନେତା ସୋନୁ ସୁଦଙ୍କ ‘ଜନ୍ମଦିନ’ : ଜନ୍ମଦିନରେ ପ୍ରବାସୀଙ୍କୁ ୩ଲକ୍ଷ ଚାକିରୀ ଦେବାକୁ କଲେ…

ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ଅଭିନେତା ସୋନୁ ସୁଦ କରୋନା କାଳରେ ଯେଉଁଭଳି ଅଭାବୀ ଲୋକଙ୍କ ସାହାଯ୍ୟ କରିଛନ୍ତି, ଯେଉଁଭଳି ସଙ୍କଟ ସମୟରେ ଦେବତା ହୋଇ ଲୋକଙ୍କୁ ସମ୍ଭାଳିଛନ୍ତି, ତାଙ୍କ ପ୍ରଶଂସାର ଧାରା ଜାରି ରହିଛି। ଏବେ ଏହି ପ୍ରଶଂସା ପରେ ସୋନୁ ଅଟକି ଯାଇନାହାନ୍ତି।

ରାଜ୍ୟର ପ୍ରଥମ ମହିଳା ଭାବେ ଏସ୍‌ସିବି ମେଡିକାଲର ଜଣେ ଛାତ୍ରୀ ପ୍ଲାଜମା ଦେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: ଜୁଲାଇ ୨୯:କରୋନାରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ପାଇଁ ପ୍ଲାଜମା ଏବେ ବେଶ ଆବଶ୍ୟକୀୟ ଓ ଶକ୍ତିଦାୟକ ମାଧ୍ୟମ ହୋଇଥିଲାବେଳେ ଏଥିପାଇଁ ରାଜ୍ୟସରକାର ପ୍ଲାଜବା ବ୍ୟାଙ୍କ ମାନ ସ୍ଥାପନ କରିଛନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ

ଗୁଗଲ୍ କର୍ମଚାରୀ ୨୦୨୧ ଜୁଲାଇ ୩୧ପର୍ଯ୍ୟନ୍ତ ଘରୁ କାମ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁଗଲ୍ ବିଶ୍ୱବ୍ୟାପି ନିଜର କର୍ମଚାରୀଙ୍କୁ ୨୦୨୧ ଜୁଲାଇ ଯାଏଁ ଘରୁ କାମ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ତେବେ ଏନେଇ ଗୁଗଲ୍ ସିଇଓ ସମସ୍ତ କର୍ମଚାରୀଙ୍କୁ ଇମେଲ୍ ଜରିଆରେ ଏହି ବାର୍ତ୍ତା ପଠାଇଛନ୍ତି।

ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ : ଏଣିକି ୩ ବର୍ଷରୁ ନାମ ଲେଖା ; ଭାରତକୁ ଏକ ‘ଗ୍ଲୋବାଲ ନଲେଜ୍ ସୁପର ପାୱାର୍’ କରିବା…

ଅଙ୍ଗନବାଡ଼ି/ପ୍ରାକ୍ ବିଦ୍ୟାଳୟକୁ ବ୍ୟବସ୍ଥିତ ଓ ଦୃଢ଼ କରାଯିବମାତୃଭାଷା/ଆଞ୍ଚଳିକ ଭାଷାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ାଯିବସ୍କୁଲ୍‌ ଶିକ୍ଷାର ସବୁ ସ୍ତରରେ ସଂସ୍କୃତ ଭାଷା ବିକଳ୍ପ ଭାବେ ରହିବରାଜ୍ୟରେ ପ୍ରତିଷ୍ଠା ହେବ ଏସ୍‌ଏସ୍‌ଏସ୍‌ଏ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର

କରୋନା କଟକଣା ପାଇଁ ଏବର୍ଷ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ପାଳନ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: କରୋନା କଟକଣା ପାଇଁ ଏଥର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି

ରାଫେଲ ଯୁଦ୍ଧ ବିମାନ ଭାରତ ପାଇଁ ‘ଗେମ୍‌ ଚେଞ୍ଜର’ – ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଭାରତ ମାଟିରେ ଆଜି ଲଢୁଆ ଯୁଦ୍ଧ ବିମାନ ରାଫେଲର ଅବତରଣକୁ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ‘ଗେମ୍‌ ଚେଞ୍ଜର’ ଘଟଣା ବୋଲି କହିଛନ୍ତି । ରାଫେଲ ଜେଟ୍‌ ପହଞ୍ଚିବା ଆମର ଶକ୍ତିଶାଳୀ ବାୟୁସେନା ପାଇଁ ଏକ ଐତିହାସିକ ଦିବସ ଓ ଭାରତ ପାଇଁ ଗର୍ବ

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଗର୍ଲଫ୍ରେଣ୍ଡ ରିୟାଙ୍କ ବିରୋଧରେ ଏଫଆଇଆର କଲେ ପରିବାର ଲୋକେ ;ଫେରାର୍‌ ହେଲେ ରିୟା;…

ସୁଶାନ୍ତଙ୍କ ପିତା ରିୟାଙ୍କ ବିରୁଦ୍ଧରେ ଦେଲେ FIR, ଲଗାଇଲେ ଅନେକ ଗମ୍ଭୀର ଆରୋପ ବିହାର ପୁଲିସକୁ ଅଙ୍କିତା କହିଲେ, ସୁଶାନ୍ତଙ୍କୁ ନିର୍ଯାତନା ଦେଉଥିଲେ ରିୟା ରିୟା ଚକ୍ରବର୍ତ୍ତୀ ଛାନିଆ, କେସ୍ ଲଢ଼ିବାକୁ ସତୀଶ୍ ମାନସିଂଦେଙ୍କୁ କଲେ ଓକିଲ ମୁମ୍ବାଇ ୨୯/୦୭ : ସୁଶାନ୍ତ ସିଂହ

ଅନଲକ 3.0 ରେ ଜାରୀ ହେଲା : ଅଗଷ୍ଟ 31 ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ କଲେଜ ସ୍କୁଲ ବନ୍ଦ , ହଟିଲା ନାଇଟ୍‌ କର୍ଫ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବାରେ ଲାଗିଛି। ସବୁ ପ୍ରୟାସ ପରେ ସଂକ୍ରମଣ ଥମିବାର ନା ନେଉନି। ତେଣୁ ୪ ପର୍ଯ୍ୟାୟ ଲକ୍‌ଡାଉନ୍ ଶେଷ ପରେ ଦେଶ ସଂମ୍ପ୍ରତି ଅନଲକ୍‌ ପର୍ଯ୍ୟାୟ ଦେଇ ଗତି କରୁଛି। ଜୁଲାଇ ୩୧ ତାରିଖରେ ଅନଲକ୍‌-୨ ସରୁଥିବା ବେଳେ ଏହି
error: Content is protected !!
Open chat