Browsing Category
Regional
‘ଓଡ଼ିଶା ୱାନ’ – ରାଜ୍ୟ ସରକାରଙ୍କ ଦ୍ୱାରା ସବୁ ନାଗରିକ ସେବା ପାଇଁ ‘ସିଙ୍ଗଲ-ୱିଣ୍ଡୋ ୱେବ…
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୨/୦୭ : ରାଜ୍ୟ ସରକାର ଯୋଗାଇଦେଉଥିବା ସମସ୍ତ ନାଗରିକ ସେବା ଗୋଟିଏ ଓ୍ବେବ୍ ପୋର୍ଟାଲ୍ ଓଡ଼ିଶା ଓ୍ବାନ୍ରେ ଉପଲବ୍ଧ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି!-->…
ଭାରତରେ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ବିଶ୍ୱ ହାର ଠାରୁ କମ – କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଓଏସଡି ରାଜେଶ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଭାରତରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢିଚାଲିଥିଲେ ମଧ୍ୟ ପ୍ରତି ନିୟୁତ ଜନସଂଖ୍ୟା ପିଛା ଏହା ସମଗ୍ର ବିଶ୍ୱର ସର୍ବନିମ୍ନ ସ୍ତରରେ ରହିଛି । ବିଶ୍ୱରେ ହାରାହାରି ପ୍ରତି ନିୟୁତ ଲୋକଙ୍କ ମଧ୍ୟରୁ ୭୭ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ!-->…
କରୋନା ପଜିଟିଭ ରେଟ୍ ୫% ହ୍ରାସ କରିବାକୁ ଭାରତ ସରକାରଙ୍କ ଲକ୍ଷ୍ୟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଦେଶରେ ହୁହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ପ୍ରତିଦିନ ପ୍ରାୟ ୪୦ ହଜାର ପଜିଟିଭ ଚିହ୍ନଟ ହେବା ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏସବୁ ଭିତରେ ଭାରତ ସରକାର କରୋନା ପଜିଟିଭ ରେଟ୍ ୫% ହ୍ରାସ କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି।
!-->!-->…
ଦେଶରେ ଗୋଟିଏ ଦିନରେ ୩୭,୭୨୪ଟି ପଜିଟିଭ୍ କେସ୍ , ୬୪୮ ମୃତ :ସଂକ୍ରମିତ ସଂଖ୍ୟା ୧୨ ଲକ୍ଷ ନିକଟତର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଭାରତରେ କରୋନା ସଂକ୍ରମିତ ସଂଖ୍ୟା ବୁଧବାର ୧୨ ଲକ୍ଷ ନିକଟତର ହୋଇଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୭୨୪ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୯୨ ହଜାର ୯୧୫କୁ ବୃଦ୍ଧି ପାଇଛି। ରାତି ସୁଦ୍ଧା ଏହା ୧୨ ଲକ୍ଷ ଅତିକ୍ରମ!-->…
ରାଜ୍ୟରେ ସବୁ ରେକର୍ଟ ଭାଙ୍ଗିଲା କରୋନା : ଗୋଟିଏ ଦିନରେ ୧୦୭୮ ଚିହ୍ନଟ, ୫ ମୃତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : ରାଜ୍ୟରେ କରୋନା ସବୁ ରୋକର୍ଟ ଭାଙ୍ଗିଛି। ଦିନକରେ ଅର୍ଥାତ୍ ବୁଧବାର ପୁଣି ୧୦୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ!-->…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କରୋନା ସଂକ୍ରମଣ ଏବଂ ତଦ୍ଜନିତ ଲକ୍ଡାଉନ ଓ ସଟ୍ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର!-->…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ ଘୋଷଣା : ଡାକ୍ତରଙ୍କ ଅବସର ବୟସ ୬୨ ରୁ ୬୫ବର୍ଷକୁ ବୃଦ୍ଧି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କୋଭିଡ୍ ମହାମାରୀ ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଥିବା ଡାକ୍ତରମାନଙ୍କର ଅବସର ବୟସସୀମାକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । କରିଛନ୍ତି। କଟକ ଓ ଭୁବନେଶ୍ୱରରେ କରୋନା ସ୍ଥିତିର ସମୀକ୍ଷା କରିବା ଅବସରରେ ଓଡ଼ିଶା ସ୍ୱାସ୍ଥ୍ୟ ସେବା!-->…
ଅଯୋଧ୍ୟାର ରାମ ମନ୍ଦିର ବିଶ୍ୱର ତୃତୀୟ ବୃହତ୍ତମ ହିନ୍ଦୁ ମନ୍ଦିର ହେବ : ନୂଆ ପରିବର୍ତ୍ତିତ ନକ୍ସା ପ୍ରସ୍ତୁତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିରର ଆକାର ଏବଂ ଡିଜାଇନ୍କୁ ପରିବର୍ତ୍ତନ କରିବା ପାଇଁ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷର ସବୁଜ ସଙ୍କେତ ମିଳିଛି। ଅଯୋଧ୍ୟାରେ ପ୍ରସ୍ତାବିତ ରାମ ମନ୍ଦିର ଯଦି ନୂଆ ଆକାର ଓ ଡିଜାଇନ୍ରେ ନିର୍ମାଣ ହୁଏ ତେବେ!-->…
ସରକାରୀ ବ୍ୟାଙ୍କ ସଂଖ୍ୟା ୨୭ରୁ ୫ କରିବାକୁ ସରକାରଙ୍କ ଯୋଜନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଦେଶରେ ସରକାରୀ ବ୍ୟାଙ୍କର ସଂଖ୍ୟାକୁ କମାଇ ୫ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏକ ରିପୋର୍ଟ ମୁତାବକ ସରକାର ବ୍ୟାଙ୍କକୁ ନ ମିଶାଇ ଏହାର ଘରୋଇକରଣ କରିବାକୁ ଚାହୁଁଛନ୍ତି। ଯଦି ଏପରି ହୁଏ ତେବେ!-->…
ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର ସଭାପତି ମହନ୍ତ ନୃତ୍ୟଗୋପାଲଦାସ କହିଛନ୍ତି, ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ସହାୟତା ନିଆଯିବ।!-->…
