Browsing Category

Regional

ଇସ୍ରୋକୁ କରୋନା ସଂକ୍ରମଣ ଭୟ : ଶ୍ରୀହରିକୋଟା ମହାକାଶ କେନ୍ଦ୍ର ଲକଡାଉନ ଘୋଷଣା

ବାଙ୍ଗାଲୁରୁ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୧/୦୭ : ସାରା ଭାରତରେ କରୋନା ବ୍ୟାପିଚାଲିଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ଵନ ମହାକାଶ କେନ୍ଦ୍ରରେ କାର୍ଯ୍ୟରତ କେତେକ କର୍ମଚାରୀ ଓ ସୁରକ୍ଷା କର୍ମୀ କରୋନା

ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା

ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ସୂଚନା ଦେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ତାଙ୍କର ସୂଚନା ସ୍ଥାନୀୟ ଲୋକ ବିଏମ୍‌ସିର ଜୋନ୍‌ ଅଫିସ୍‌, ସର୍ଭେଲାନ୍ସ ଟିମ୍‌କୁ ଦେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି। ବିଏମ୍‌ସି ପକ୍ଷରୁ କୁହାଯାଇଛି ଯେ ଜଣେ

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୭ ଆକ୍ରାନ୍ତ…

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା

ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି

କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି

ଆଇଏଏସ୍‌ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍‌ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି । କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ

ଓଡିଶା ସରକାରଙ୍କ ବଡ ଘୋଷଣା : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

“ମୁଁ ବାଇଗଣ ବିକିବାକୁ ଆସିନି” : ପାଇଲଟଙ୍କୁ ଗେହଲଟଙ୍କ ନିଶାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଟାର୍ଗେଟରେ ପାଇଲଟ । ମରୁଭୂମି ରାଜନୀତିରେ ଝଡ ଥମିନଥିବା ବେଳେ ପାଇଲଟଙ୍କୁ ପୁଣି ଥରେ ସିଧା ନିଶାନା କରିଛନ୍ତି ଗେହଲଟ । କଂଗ୍ରେସ ପିଠିରେ ଛୁରୀ ଭୁଷିବା ଭଳି କାମ କରିଛନ୍ତି ପାଇଲଟ । ଏଭଳି ସାଂଘାତିକ
error: Content is protected !!
Open chat