Browsing Category
Regional
ସଂକ୍ରମଣ କମୁଥିଲେ ବି ସତର୍କ ରୁହ : ଜିଲ୍ଲା ଓ ମହାନଗର ନିଗମଗୁଡ଼ିକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ବର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଗତ କିଛି ଦିନ ହେଲା ନିୟମିତ ଭାବେ କମିଚାଲିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକଡାଉନକୁ କୋହଳ କରିବା ଆରମ୍ଭ କରିଛନ୍ତି । ତେବେ ଏହି ସମୟରେ ସତର୍କତା ଅବଲମ୍ବନ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ!-->…
ପରମ୍ପରା ଓ ବୈଷୟିକ ବିଦ୍ୟା ହେଉଛି ଭାରତର ସବୁଠୁ ବଡ଼ ସାମର୍ଥ୍ୟ: ‘ଟୟକ୍ୟାଥନ୍ ୨୦୨୧’ରେ କହିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ପରମ୍ପରା ଓ ବୈଷୟିକ ବିଦ୍ୟା ଭାରତର ସବୁଠୁ ବଡ଼ ସାମର୍ଥ୍ୟ ବୋଲି ଆଜି ‘ଟୟକ୍ୟାଥନ୍ ୨୦୨୧’ରେ ଅଂଶ ଗ୍ରହଣ କରିଥିବା ସଦସ୍ୟମାନଙ୍କ ସହ ଆଳାପ କରିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।
ଭାରତର ଇତିହାସ, ପୁରାଣ ଏବଂ ସାମ୍ପ୍ରତିକ!-->!-->!-->…
ଜୁଲାଇ ୩୧ ସୁଦ୍ଧା ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରିବା ଲାଗି ରାଜ୍ୟ ବୋର୍ଡମାନଙ୍କୁ ସୁପ୍ରିମ୍ କୋର୍ଟଙ୍କ…
ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୧୦ ଦିନ ମଧ୍ୟରେ ୧୨ଶ ଶ୍ରେଣୀ ନିମନ୍ତେ ମୂଲ୍ୟାୟନ ବ୍ୟବସ୍ଥା ସୂଚାଇ ଦେବା ସହ ଜୁଲାଇ ୩୧ ସୁଦ୍ଧା ଫଳାଫଳ ପ୍ରକାଶ କରିବା ଲାଗି ଆଜି ସୁପ୍ରିମ କୋର୍ଟ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି।
କିନ୍ତୁ, ଆନ୍ଧ୍ରପ୍ରଦେଶ କହିଛି ଯେ,!-->!-->!-->…
ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ
ଚାନ୍ଦିପୁର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏଥିରେ ୨୦୦ କିଲୋଗ୍ରାମ!-->…
ସ୍ନାନ ବେଦୀରେ ଚତୁର୍ଦ୍ଧା ମୂର୍ତ୍ତି ; ୧୦୮ ଗରା ସୁବାସିତ ଜଳରେ ସ୍ନାନକଲେ ମହାପ୍ରଭୁ; ଗଜାନନ ବେଶରେ ଦର୍ଶନ ଦେଉଛନ୍ତି
ପୁରୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗତକାଲି ରାତିରୁ ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ଶେଷ ହେବାପରେ ରତ୍ନବେଦୀରୁ ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀରେ ବିଜେ କରିଥିଲେ ଚତୁର୍ଦ୍ଧା!-->…
ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ବର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା କାଲି ଅର୍ଥାତ ଶୁକ୍ରବାରଦିନ ପ୍ରକାଶ ପାଇବ ଏ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆସନ୍ତା କାଲି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି!-->…
ଇଣ୍ଡିଗୋ ଏୟାର ଲାଇନ୍ସର ‘ଭ୍ୟାକ୍ସି ଫେୟାର’ଅଫର: ଟିକା ନିଅନ୍ତୁ, ଟିକେଟରେ ୧୦% ରିହାତି ପାଆନ୍ତୁ
ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ବଢିଚାଲିଥିବା କରୋନା ସଂକ୍ରମଣକୁ ରୋକିବାକୁ ଟିକା ହିଁ ଏକମାତ୍ର ମାଧ୍ୟମ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ହେଲେ ଟିକାକୁ ନେଇ ଅନେକ ଗୁଜବ ଉଠିବା ପରେ କିଛି ଲୋକଙ୍କ ମନରେ ଟିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଲୋକଙ୍କୁ ଟିକା!-->…
ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି ବୋଲି!-->…
ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ହେବନାହିଁ ରଥଯାତ୍ରା -ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଚଳିତ ବର୍ଷ ପୁରୀ ବ୍ୟତୀତ ଅନ୍ୟ କେଉଁଠାରେ ରଥଯାତ୍ରାକୁ ଅନୁମତି ଦେବା ପ୍ରସଙ୍ଗରେ ଏ ସମ୍ପର୍କିତ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ କାଏମ ରଖିଛନ୍ତି। ରାଜ୍ୟ ସରକାରଙ୍କ ଏ ସମ୍ପର୍କିତ ନିଷ୍ପତ୍ତିରେ ଓଡିଶା ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା!-->…
ଜୁଲାଇ ୧ରୁ ଆରମ୍ଭ ହେବ ଚାରଧାମ ଯାତ୍ରା
ଡେରାଡୁନ: ଚାରଧାମ ଯାତ୍ରା ଆଗାମୀ ଜୁଲାଇ ୧ ତାରିଖରୁ ଆରମ୍ଭ ହେବ। ଉତ୍ତରାଖଣ୍ଡ ସରକାର ହିମାଳୟ ପର୍ବତମାଳାରେ ଥିବା ପ୍ରସିଦ୍ଧ ଚାରିଟି ତୀର୍ଥସ୍ଥଳ ପାଇଁ ଯାତ୍ରା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ସ୍ଥାନୀୟ ଅଧିବାସୀଙ୍କୁ ଜୁଲାଇ ୧ରୁ ଏବଂ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳର!-->…