Browsing Category

Regional

ଅଶ୍ୱିନୀ ହସ୍ପିଟାଲରେ ଗୁରୁତର କରୋନା କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜ୍‌ମା ଥେରାପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ବ୍ୟବସ୍ଥା କଟକ ଏସ୍‌ସିବି ମେଡିକାଲଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟିତ୍‌ ହୋଇଛି। ଏହାପରେ ପରେ SCBରେ ୪ ପ୍ଲାଜମା ସଂଗୃହୀତ ହୋଇଛି।

ଆରମ୍ଭ ହେଲା ପ୍ଲାଜମା ଥେରାପି, ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି : ମୁଖ୍ୟମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭:ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍‌ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଅପରାହ୍ନ ପ୍ରାୟ ୫.୩୦ରେ ଭିଡିଓ

କରୋନା ଭ୍ୟାକସିନ୍ ତିଆରି କରୁଥିବା ଭାରତୀୟ କମ୍ପାନୀ Zydus ଆରମ୍ଭ କରିଛି ମାନବ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : ଭାରତୀୟ ଔଷଧ କମ୍ପାନୀ Zydus Cadilla ବୁଧବାର ଦିନ କହିଛି ଯେ ,ଭ୍ୟାକସିନ ପାଇଁ ମାନବ ପରୀକ୍ଷଣ ଆରମ୍ଭ କରିଛି | କମ୍ପାନୀ କହିଛି ଯେ ZYCoV-D, ପ୍ଳାସମିଡ୍ ଡିଏନଏ ଭ୍ୟାକସିନକୁ ପ୍ରି-କ୍ଲିନିକାଲ୍ ଟକ୍ସିସିଟି ଅଧ୍ୟୟନରୁ ସୁରକ୍ଷିତ ବୋଲି

କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍‌ଲାଇନ୍‌ କ୍ଲାସ୍‌ର ସମୟ ସୀମାନେଇ ମାର୍ଗଦର୍ଶିକା ଜାରି : ଛୋଟ ପିଲା ଅଧଘଣ୍ଟାରୁ ଅଧିକ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ କ୍ଲାସ୍‌

କରୋନା ପାଇଁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସ୍କୁଲ ଆଡମିଶନ ତାରିଖ ବଢିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : କରୋନା ପାଇଁ ସ୍କୁଲରେ ଆଡମିଶନ ତାରିଖ ବଢାଇଲେ ସରକାର । ଆଡମିଶନ ତାରିଖ ଅଗଷ୍ଟ ୧୪ ଯାଏଁ ବୃଦ୍ଧି କରିଛି ଗଣଶିକ୍ଷା ବିଭାଗ । ପୂର୍ବରୁ ଜୁନ ୮ ‌ଆଡମିଶନ୍‌ ଆରମ୍ଭ ହୋଇ ଜୁଲାଇ 15 ତାରିଖ ଭିତରେ ସାରିବାକୁ ନିର୍ଦ୍ଦେଶ ଥିଲା । ସେହିପରି

ରାଜ୍ୟ କଂଗ୍ରେସ ନେତୃତ୍ୱ ଏବେ ପରିବର୍ତ୍ତନ ହେବାର ନାହିଁ : ରଂଜୀବ ବିଶ୍ୱାଳ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ରାଜ୍ୟରେ ପିସିସି ନେତୃତ୍ୱ ପରିବର୍ତ୍ତନକୁ ଚାଲିଛି ଚର୍ଚ୍ଚା। ହେଲେ ଏପରି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ରଂଜୀବ ବିଶ୍ୱାଳ । ସେ କହିଛନ୍ତି, ତାଙ୍କ ପାଖରେ ଥିବା ତଥ୍ୟ ଅନୁସାରେ ରାଜ୍ୟର କଂଗ୍ରେସ ମଙ୍ଗୁଆଳ ଏବେ ବଦଳିବାର ନାହିଁ କିମ୍ବା

ବଦଳିଲା କମିସନରେଟ୍‌ ପୁଲିସର କଳେବର : ଉମାଶଙ୍କର ଦାଶ ହେଲେ ଭୁବନେଶ୍ୱର ଡିସିପି, ସୌମ୍ୟା ମିଶ୍ର ଟ୍ରାଫିକ ଡିସିପି…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୭ : ସମସ୍ତ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇ ଆଜି ରାଜ୍ୟ ସରକାର ଭୁବନେଶ୍ୱରର ୫ମ ଡିସିପି ଭାବରେ ତାଙ୍କ ନାମ ଘୋଷଣା କରିଛନ୍ତି। କମିସନରେଟ୍‌ ପୁଲିସର ଭୁବନେଶ୍ୱର ଡିସିପି ଭାବରେ ଉମାଶଙ୍କର ଦାଶଙ୍କୁ ଦାୟିତ୍ବ ଦିଆଯାଇଛି। ଖୁବ୍‌ଶୀଘ୍ର ସେ

କରୋନା ପାଇଁ ଭୁବନେଶ୍ୱରରେ ୪୦ ପ୍ରତିଶତ ‌ରେସ୍ତୋରାଁ ଓ ଢାବାରେ ତାଲା ଝୁଲିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭: କରୋନା ପାଇଁ ହୁଗୁଳି ଗଲାଣି ବ୍ୟାବସାୟିକ ଭିତ୍ତିଭୂମି। ଦେବାଳିଆ ହୋଇଗଲାଣି ବ୍ୟବସାୟ। ଏପରିକି ରାଜଧାନୀ ଭଳି ସ୍ଥାନରେ ମଧ୍ୟ କିଛି ରେସ୍ତୋରାଁ ଓ ଢାବାରେ ସବୁଦିନ ପାଇଁ ତାଲା ଠୁଙ୍କି ଦିଆଯାଇଛି। କେବଳ ପାର୍ସଲ ଦେବା ପାଇଁ ଅନୁମତି ଥିଲେ ହେଁ

କରୋନା ରେସରେ ଆଗେଇ ଚାଲିଛି ଭୁବନେଶ୍ୱର : ଆଜି ଗୋଟିଏ ଦିନରେ ରାଜଧାନୀରୁ ୯୦ ପଜିଟିଭ ଚିହ୍ନଟ,୨୭ ଲୋକାଲ୍‌ କେସ୍…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି),୧୫/୦୭ : ରାଜ୍ୟରେ ଆଜି ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୦ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୯୦ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୭ଜଣ ଚିହ୍ନଟ ହୋଇଛନ୍ତି । ଏଥିସହିତ

ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ! ଆଜି ଆଉ ୬୧୮ ଜଣ ପଜିଟିଭ‌ ଚିହ୍ନଟ, ସୁସ୍ଥ ହେଲେ ୬୧୨ ଜଣ, ୩ ମୃତ : ଗଞ୍ଜାମ…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୫/୦୭ : ଆଜି ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ
error: Content is protected !!
Open chat