Browsing Category

Regional

କରୋନାରେ ପ୍ରାଣ ହରାଇଲେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ଉପ ଜିଲାପାଳ ଦେବଦତ୍ତା ରାୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଲକାତା ୧୫/୦୭: କରୋନା ସଂକ୍ରମଣରେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ସବଡିଭିଜନର ଉପଜିଲାପାଳ ଦେବଦତ୍ତା ରାୟ (୩୮)ଙ୍କର ମୃତ୍ୟୁ ହୋଇଛି। ଦେବଦତ୍ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବାବେଳେ ସେ ହୋମ୍ କ୍ବାରେଣ୍ଟାଇନରେ ଥିଲେ। ରବିବାର ତାଙ୍କ

କୋଭିଡ ରୋଗୀଙ୍କ ସୁବିଧା,ନିରାପତ୍ତା ଏବଂ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବା ପାଇଁ ବିଶେଷ ଗୁରୁତ୍ବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବା

ଓଡ଼ିଶାରେ କରୋନା ଆରୋଗ୍ୟହାର ବଢ଼ୁଛି : ରାଜେଶ ଭୂଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭: କରୋନା ଅପଡେଟ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ରାଜେଶ ଭୂଷଣଙ୍କ ସୂଚନା। ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ବଢୁଥିବା କହିଲେ ରାଜେଶ। ଜୁଲାଇ ୧୨ ସୁଦ୍ଧା ଦେଶରେ କରୋନା ଆରୋଗ୍ୟ ହାର ୬୩% ରହିଛି। ଯାହା ଜାତୀୟ ହାର ଠାରୁ ୨୦ଟି ରାଜ୍ୟର

ଆଜି ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟା ରେ ଭିସି ଜରିଆରେ ଓଡ଼ିଶାରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ପ୍ଲାଜମା ଥେରାପି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। SCB ମେଡିକାଲରେ ଅପରାହ୍‌ଣ ୫ଟା ୧୫ରେ ଭିସି ଜରିଆରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ @Naveen_Odisha

ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍‌ କାଟ, ଘନଉଛି ଜନ ଅସନ୍ତୋଷ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭:ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍ କାଟ ରାଜଧାନୀବାସୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେଉଁଠି ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍‌ ହେଉଛି ତ କେଉଁଠି ପ୍ରତି ପାଞ୍ଚ ମିନିଟ୍‌ରେ ବିଜୁଳି ଲୁଚକାଳି ଖେଳୁଛି। ମରାମତି ବାହାନାରେ ଏଭଳି

ବିହାରରେ ଜୁଲାଇ ୧୬ରୁ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୧୫/୦୭ : କୋଭିଡ୍-୧୯ ବିସ୍ତାର ଦମନ କରିବାକୁ ଜୁଲାଇ ୧୬ରୁ ୩୧ ତାରିଖଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ହେବ ବ‌ୋଲି ମଙ୍ଗଳବାର ଦିନ ଉପ-ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭାରତରେ ପ୍ରସ୍ତୁତ ଦୁଇଟି ଭ୍ୟାକ୍ସିନ୍ ର ମାନବ ପରୀକ୍ଷଣ ଆରମ୍ଭ : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ଭାରତରେ ଏବେ ଦୁଇଟି କରୋନା ଟୀକା ଉପରେ ପରୀକ୍ଷଣ ଚାଲିଛି । ପଶୁମାନଙ୍କ ଉପରେ ସେଗୁଡ଼ିକର ପରୀକ୍ଷଣ ସଫଳର ରହିବା ପରେ ମାନବ ପରୀକ୍ଷଣ ଆରମ୍ଭ ହୋଇଛି ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର) ପକ୍ଷରୁ କୁହାଯାଇଛି । ସ୍ୱାସ୍ଥ୍ୟ

ଜୁଲାଇ ୨୨ ପରେ ଭାରତକୁ ପୁଣି ଫେରିପାରେ ଟିକ୍‌ଟକ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ଗତ କିଛି ଦିନ ତଳେ ଜାତୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବାରୁ ଭାରତ ସରକାର ଲୋକପ୍ରିୟ ଟିକଟକ ଆପ୍‌ ସମେତ ୫୯ଟି ଚାଇନିଜ ଆପ୍‌କୁ ଦେଶରେ ବ୍ୟାନ୍‌ କରିଥିଲେ। ଆପ୍‌ଗୁଡ଼ିକ ବ୍ୟାନ୍‌ ହେବାପରେ କେନ୍ଦ୍ରୀୟ ଇଲୋକଟ୍ରୋନିକ୍ସ ଓ ସୂଚନା

ବାୟୁମାଧ୍ୟମରେ କରୋନା ବ୍ୟାପୁଥାଇପାରେ : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : କରୋନା ସଂକ୍ରମଣ ଡ୍ରପଲେଟ ମାଧ୍ୟମରେ ବ୍ୟାପିଥାଏ । ତେବେ କେତେକ ବୈଜ୍ଞାନିକ କହୁଛନ୍ତି ଯେ ଏହା ବାୟୁମାଧ୍ୟମରେ ମଧ୍ୟ ବ୍ୟାପୁଥାଇପାରେ । ବାୟୁରେ ଥିବା ମାଇକ୍ରୋ ଡ୍ରପଲେଟ (୫ ମାଇକ୍ରନରୁ କମ ଆକାରର) ମାଧ୍ୟମରେ ଏହା ବ୍ୟାପୁଥାଇପାରେ । ତେବେ

ଆସନ୍ତାକାଲି ଠାରୁ ବିହାର, ଓଡ଼ିଶା, ଆନ୍ଧ୍ର‌ପ୍ରଦେଶ ଏବଂ ଗୋଆରେ ଅତି ପ୍ରବଳ ବର୍ଷା ସମ୍ଭାବନା: ଭାରତୀୟ ପାଣିପାଗ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହାଛଡ଼ା ଉତ୍ତର ପ୍ରଦେଶ,
error: Content is protected !!
Open chat