Browsing Category

Regional

ରାଜ୍ୟର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର / ବାଲେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ବାଲେଶ୍ୱର ଜିଲ୍ଲାର ଆଉ ଜଣେ ବିଧାୟକଙ୍କୁ କରୋନା। ବିଜେଡିର ଜଣେ ବିଧାୟକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସଂପୃକ୍ତ ବିଧାୟକଙ୍କ ସୂଚନା ଦେଇଛନ୍ତି।ଏହି ବିଧାୟକ ହେଲେ ବାଲେଶ୍ୱର

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୩୭ କୋଭିଡ୍ ଯୋଦ୍ଧାଙ୍କ ସମେତ ୫୨ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ / ରାଉଲକେଲା, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ସୁନ୍ଦରଗଡ଼ ଆଜି ଜିଲ୍ଲାରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ କରୋନା ଯୋଦ୍ଧା ଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ ସୂଚନା ଦେଇଛନ୍ତି। ଏହି କରୋନା ଯୋଦ୍ଧାଙ୍କ

ଓଡ଼ିଆ ମନୋରଞ୍ଜନ ଶିଳ୍ପରେ ଖୁସିର ଲହରି : ଏସ୍‍ଓପି ଅନୁସରଣ ସହ ସୁଟିଂ ପାଇଁ ସରକାରଙ୍କ ସବୁଜ ସଂକେତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଚଳଚ୍ଚିତ୍ର ସୁଟିଂ ନେଇ ରାଜ୍ୟ ସରକାର ସବୁଜ ସଂକେତ ଦେବା ପରେ ଓଲିଉଡରେ ଖୁସିର ଲହରି ଖେଳିଯାଇଛି। ସୁଟିଂ ସମୟରେ କରୋନା କଟକଣା ମାନିବାକୁ ନିର୍ଦେଶ ଦିଆଯାଇଛି। ଏହାର ଗୁରୁଦାୟିତ୍ୱ ରହିଛି ପ୍ରଡକ୍ସନ ସଂସ୍ଥା ଉପରେ। ଚଳିତ ମାସ ୭

ଆଇପିଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ : ବଦଳିଲେ ଭୁବନେଶ୍ୱର ଓ କଟକ ଡିସିପି

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆଜି ରାଜ୍ୟରେ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ ହୋଇ ଯାଇଛି। ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ ହୋଇଛନ୍ତି।  ପୁରୀ ଏସପି ଉମାଶଙ୍କର ଦାଶ ଭୁବନେଶ୍ୱର ଡିସିପି ଦାୟିତ୍ୱ ନେଇଥିବାବେଳେ କଟକ ଡିସିପି ହେଲେ

ଅଭିନେତ୍ରୀ ସାରା ଅଲୀ ଖାନଙ୍କ ଡ୍ରାଇଭରଙ୍କୁ କରୋନା : ପରିବାରର ସମସ୍ତ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ

ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୪/୦୭ : ଫିଲ୍ମ ଅଭିନେତ୍ରୀ ସାରା ଅଲୀ ଖାନ ସୋମବାର ବିଳମ୍ବିତ ରାତିରେ ଇନଷ୍ଟାଗ୍ରାମରେ ଏକ ମ୍ୟାସେଜ କହିଛନ୍ତି ଯେ ତାଙ୍କ ଡ୍ରାଇଭରର କରୋନା ରିପୋର୍ଟ ପଜିଟିଭ ଆସିଛି। ପରେ ଡ୍ରାଇଭରଙ୍କୁ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇ ଦିଆଯାଇଛି। ସାରା

ସିବିଏସଇ ଦଶମ ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବା ନେଇ ସୂଚନା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୱାଲ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି । ଏହା ସହ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଶୁଭେଚ୍ଚା ଜଣାଇଛନ୍ତି । ଚଳିତ ବର୍ଷ

କଂଗ୍ରେସରେ ନିଷ୍ଠା ମାନେ ଗେହଲଟଙ୍କ ଗୁଲାମି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ସକାଳେ ହେବାକୁ ଥିବା ରାଜସ୍ଥାନ କଂଗ୍ରେସ ବିଧାୟକର ଦଳ ବୈଠକରେ ଯୋଗ ଦେବେନି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ। ବିଳମ୍ୱିତ ରାତ୍ରିରେ ତାଙ୍କ ଅଫିସ ତରଫରୁ ଏହି ସୂଚନା ମିଳିଛି। ଅନ୍ୟପଟେ ରାଜସ୍ଥାନ କଂଗ୍ରେସ ଦାୟିତ୍ୱରେ ଥିବା ଦଳର ମୁଖପାତ୍ର

ଆଗାମୀ ଦିନରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍‌ଓ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜେନେଭା ୧୪/୦୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଏଡ଼ନୋମ୍‌ ଗେବ୍ରିୟେସସ୍‌ କହିଛନ୍ତି ଯେ, ଲୋକ ସଚେତନ ହେଉ ନ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା କୋଭିଡ-୧୯ର ମୁକାବିଲା କରୁଥିବା ସ୍ଵାସ୍ଥ୍ୟକର୍ମୀଙ୍କ ପାଇଁ ପିଏମଜିକେପି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା (ପିଏମଜିକେପି) ଅନ୍ତର୍ଗତ କୋଭିଡ-୧୯ର ମୁକାବିଲା କରୁଥିବା ସ୍ଵାସ୍ଥ୍ୟକର୍ମୀଙ୍କ ପାଇଁ ଘୋଷଣା

ନେପାଳ ପ୍ରଧାନମନ୍ତ୍ରୀଙ୍କ ବିବାଦୀୟ ବୟାନ :ପ୍ରଭୁ ଶ୍ରୀରାମ ଭାରତୀୟ ନୁହେଁ ନେପାଳି ଥିଲେ,ନେପାଳରେ ରହିଛି ପ୍ରକୃତ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭: ଭଗବାନ ଶ୍ରୀରାମଙ୍କ ଜନ୍ମଭୂମି ନେପାଳରେ ଓ ଶ୍ରୀରାମ ନେପାଳୀ। ପ୍ରକୃତ ଅଯୋଧ୍ୟା ଭାରତରେ ନୁହେଁ ବରଂ ନେପାଳରେ ରହିଛି ଏବଂ ଭଗବାନ ରାମଚନ୍ଦ୍ର ଭାରତୀୟ ନୁହଁନ୍ତି, ସେ ଜଣେ ନେପାଳୀ । ଏଭଳି ବିବାଦୀୟ ବୟାନ ରଖିଛନ୍ତି ନେପାଳ ପ୍ରଧାନମନ୍ତ୍ରୀ
error: Content is protected !!
Open chat