Browsing Category

Regional

ଦ୍ୱେତ ନଗରୀ କରୋନା ଅପଡେଟ : ଆଜି ରାଜଧାନୀରୁ ୩୮ ଓ କଟକରୁ ୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର / କଟକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୭ : ଆଜି ରାଜଧାନୀ ଭୁବନେଶ୍ଵରରୁ ଶନିବାର ୩୮ ଜଣ ଏବଂ କଟକରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ଵରରୁ ଚିହ୍ନଟ ୩୮ ଜଣଙ୍କ ମଧ୍ୟରୁ ୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରର ହୋଇଥିବାବେଳେ ୧୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି

ହୋମ୍ ଆଇସୋଲେସନ୍ ନେଇ ଭୁବନେଶ୍ୱର ମହାନଗର ନିଗମ ନୂଆ SOP ଜାରି କଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୧/୦୭: ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ହୋମ୍ ଆଇସୋଲେସନ୍‌ରେ ରହିବାକୁ ଚାହୁଁଥିଲେ ସେମାନଙ୍କ ପାଇଁ SOP ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। ଏହି SOPରେ କୁହାଯାଇଛି, ହୋମ୍ ଆଇସୋଲେସନରେ ରହିବାକୁ

ସାରା ଦେଶରେ ଖୁବ୍‍ଶୀଘ୍ର ସେରୋସର୍ଭିଲାନ୍ସ ସର୍ଭେ : ଆଇସିଏମ୍‍ଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭:: କୋଭିଡ୍‍-୧୯ ସଂକ୍ରମଣର ଗତି ନିର୍ଦ୍ଧାରଣ କରିବା ପାଇଁ ଭାରତୀୟ ଭେଷଜ ଗବେଷଣା ପରିଷଦ(ଆଇସିଏମ୍‍ଆର) ସାରା ଦେଶରେ ଖୁବ୍‍ଶୀଘ୍ର ସେରୋସର୍ଭିଲାନ୍ସ ସର୍ଭେ ଆରମ୍ଭ କରିବାକୁ ଯୋଜନା କରୁଛି। ଲୋକମାନଙ୍କ ମଧ୍ୟରେ କୋଭିଡ୍‍-୧୯ ସଂକ୍ରମଣର ଗତି

ଆସନ୍ତା ସପ୍ତାହରୁ ୧୦ କରୋନା ନମୂନା ଟେଷ୍ଟ ହେବ: ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ବର ୧୧/୦୭: ଆସନ୍ତା ୧୦ରୁ ୧୨ ଦିନ ଭିତରେ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । କଟକ ଏସସିବିରେ ପ୍ଲାଜମା ଥେରାପି ହବ୍ । ୧୦ ଦିନ ଭିତରେ ସରକାର ଏହାର ଉଦଘାଟନ କରିବେ । ସମ, କିମ୍ସ,ଏସସିିବି, ଆଉ ଅଶ୍ୱିନୀ ହସ୍ପିଟାଲରେ ଏହା ଆରମ୍ଭ ହେବ ବୋଲି ସୂଚନା

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ : କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ରାଜ୍ୟରେ ରେକର୍ଡ ୫୬୫ ଜଣ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକଟ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶ୍ୱାସନା : ବଢୁଛି କରୋନା ସୁସ୍ଥ ହାର, କମୁଛି ମୃତ୍ୟୁ ହାର, ଭୟ ନ କରିବାକୁ କହିଲେ…

ନୂଆଦିଲ୍ଲୀ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଦେଶରେ ସାଂଘାତିକ ଭାବେ ବିଶେଷ କରି ଜୁଲାଇ ମାସରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢୁଥିବାରୁ ଲୋକଙ୍କ ମନରେ ଭୟ ସୃଷ୍ଟି ହେବା ସହ ଏହାକୁ ନେଇ ନାନା ଆଶଙ୍କା ପ୍ରକାଶ ପାଉଛି। କରୋନାକୁ ଭୟ ବଢୁଥିବା ବେଳେ କେନ୍ଦ୍ର

ରାଜଧାନୀରେ ବୋଲ ମାନୁନି କରୋନା : ଭୁବନେଶ୍ୱରରୁ ଆଉ ୪୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ

ଆସନ୍ତାକାଲି ସକାଳ ୯ଟା ରୁ ୪୮ ଘଣ୍ଟା ପାଇଁ ‘କମିସନରେଟ୍‌ ପୋଲିସ ସେବା ଭବନ’ ବନ୍ଦ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ରାଜଧାନୀ ଭୁବନେଶ୍ୱରରେ ଲଗାତର ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ୍‌ ପୋଲିସର ପୋଲିସ ସେବା ଭବନ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏନେଇ କମିସନରେଟ୍‌ ପୋଲିସ ପକ୍ଷରୁ ଟୁଇଟ

ଆଜି ICSE ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ଅପରାହ୍ଣ ୩ଟା ବେଳେ CISCE ନୋଟିଫିକେସନ୍ ଜାରି କରି ରେଜଲ୍ଟର ଘୋଷଣା କରିଛି। କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍‌ଜାମିନେସନ୍ (CISCE) ପକ୍ଷରୁ ଦଶମ (ICSE) ଓ ଦ୍ୱାଦଶ (ISC) ପରୀକ୍ଷା ଫଳ ଆଜି

ଚୀନ୍‌ ଉପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଶୁଣାଇଲା ଆମେରିକା

ନୁଆଦିଲ୍ଲୀ / ୱାସିଂଟନ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଖୁବ ଶୀଘ୍ର ଚୀନ୍‌ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ଚୀନ୍‌ ଉପରେ କେଉଁ ଧରଣର କାର୍ଯ୍ୟାନୁଷ୍ଠାନ ହେବ ତାହା ସ୍ପଷ୍ଟ କରାଯାଇନାହିଁ। କୋଭିଡ-୧୯
error: Content is protected !!
Open chat