Browsing Category
Regional
ମଧ୍ୟପ୍ରଦେଶର ରେୱାଠାରେ ଏସିଆର ବୃହତମ ସୌର ପ୍ରକଳ୍ପକୁ ରାଷ୍ଟ୍ର ପାଇଁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ / ରେୱା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ମଧ୍ୟପ୍ରଦେଶର ରେୱାଠାରେ ଏସିଆର ବୃହତ୍ତମ ସୌର କାରଖାନାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହାକୁ ଶୁଭାରମ୍ଭ କରିଛନ୍ତି। ରାଜ୍ୟରେ ଶିବରାଜ ସିଂ ଚୌହାନଙ୍କ!-->…
ଓଡ଼ିଶାର ଆଉ ୫ ଜିଲ୍ଲା ମାଓବାଦୀ ମୁକ୍ତ ହେଲା : ଡିଜିପି ଅଭୟ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ମାଓବାଦୀ ମୁକ୍ତ ହେଲା ଓଡ଼ିଶାର ଆଉ ୫ ଜିଲ୍ଲା। ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାକୁ ରାଜ୍ୟ ସରକାର ମାଓବାଦୀ ମୁକ୍ତ ବୋଲି ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ!-->!-->!-->…
ବ୍ରହ୍ମପୁରର ସବ୍-ଇନ୍ସପେକ୍ଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭ : ବ୍ରହ୍ମପୁରର ଜଣେ ସବ୍-ଇନ୍ସପେକ୍ଟରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ନାଁ ବି.ବି ସେଠୀ। ସେ କୋରନାରେ ଆକ୍ରାନ୍ତ ହୋଇଥିଲେ। ତେବେ ସୁସ୍ଥ ହେବା ପରେ ସଙ୍ଗେ ସଙ୍ଗେ ଆସି କାର୍ଯ୍ୟରେ ଯୋଗ ଦେଇଛନ୍ତି।!-->!-->!-->…
ବଢୁଛି କରୋନା ସଂକ୍ରମଣ : ଚୌଦ୍ୱାର ଜେଲରେ ୮ କଏଦୀ ପଜିଟିଭ୍ ଚିହ୍ନଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଜେଲକୁ ବ୍ୟାପିଲା କରୋନା । କଟକ ଚୌଦ୍ୱାର ଜେଲରେ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏକାସଙ୍ଗେ ୮ ଜଣ କଏଦୀଙ୍କ ଦେହରେ ଭୂତାଣୁ ଚିହ୍ନଟ ହୋଇଛି । ଏହାପରେ ଆକ୍ରାନ୍ତ କଏଦୀଙ୍କୁ କଟକର ସ୍ୱତନ୍ତ୍ର କୋଭିଡ୍ ହସପିଟାଲକୁ ପଠାଇଦିଆଯାଇଛି!-->!-->!-->…
ବିଧାନସଭାକୁ ଦିନକ ପାଇଁ ସଟଡାଉନ୍ ଘୋଷଣା କରାଗଲା, ସୂଚନା ଦେଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଓଡ଼ିଶା ବିଧାନସଭାକୁ ଆଜି ଦିନକ ପାଇଁ ସଟଡାଉନ୍ ଘୋଷଣା କରାଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି!-->!-->!-->…
କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାବ ରିପୋର୍ଟ ନେଗେଟିଭ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୭: ବାଲେଶର ଏମ୍ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ!-->!-->!-->…
ଦେଶରେ ଗତକାଲି ଥିଲା ୨୫ ହଜାର, ଆଜି ୨୬ ହଜାର କରୋନା ପଜିଟିଭ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୭: ଭାରତରେ କରୋନା ମାମଲା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୁରୁବାର ପ୍ରଥମ ଥର ପାଇଁ ପ୍ରାୟ ୨୫ ହଜାର ମାମଲା ରୁଜୁ ହୋଇଥିଲା। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୫୦୬ ମାମଲା ସାମ୍ନକୁ ଆସିଛି। ଏହାକୁ ମିଶାଇ ଦେଶରେ କରୋନା!-->!-->!-->…
ଆଜି ରେକର୍ଡ ପାର୍ କଲା ଆକ୍ରାନ୍ତଙ୍କ ସଂଖ୍ୟା;ଦିନକରେ ରେକର୍ଡ଼ ସଂଖ୍ୟକ ୭୫୫ ପଜିଟିଭ ଚିହ୍ନଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା!-->…
ଯାଜପୁର ର ବିକାଶ ପାଇଁ ମୋଦୀ ସରକାର ପ୍ରତିଶ୍ରୁତିବଦ୍ଧ : ଧର୍ମେନ୍ଦ୍ର ପ୍ରଧାନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଯାଜପୁର ୧୦/୦୭: ମହାମାରୀ କରୋନା ପାଇଁ ସଭା, ସମିତି ଆୟୋଜନ ହୋଇପାରୁନାହିଁ । ଏପରି ସ୍ଥଳେ ବିଜେପି ଡ଼ିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଜନ ସମ୍ବାଦ ରାଲି ଆୟୋଜନ କରି ଲୋକଙ୍କୁ ଏକାଠି କରିବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ!-->!-->!-->…
ରାଜଧାନୀର ଜମି ହଡପକାରୀ ସାବଧାନ !! ନଜର ରଖିଛି ବ୍ଲୁଇସ ଆପ୍ ।
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୭ : ରାଜଧାନୀର ସରକାରୀ ଜମିକୁ ହଡପ କରୁଥିଲେ ଏଥର ସାବଧାନ ହୋଇଯାଆନ୍ତୁ, ଆପଣଙ୍କ ଉପରେ ନଜର ରଖିଛି ବ୍ଲୁଇସ ଆପ୍। ନାସା ସହ ସମ୍ପର୍କ ରଖି ସରକାରୀ ଜମି ଉପରେ ନଜର ରଖିଛି ଏହି ଆପସ। ସରକାରୀ ସ୍ତରର ଏଭଳି ଆପସ ଜରିଆରେ ଜମି ତଦାରଖ କରିବା!-->…
