Browsing Category

Regional

ଓଡ଼ିଶା : ଲକ୍‌ଡାଉନ୍‌ରେ ୬୪ % ଦୁର୍ଘଟଣା କମିଛି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭ : ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମଧ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ ବଳବତ୍ତର ରହିଥିଲା। କେବଳ ଅତ୍ୟାବଶ୍ୟକ ସେବା ଓ ସାମଗ୍ରୀ ପରିବହନ କରୁଥିବା ଗାଡ଼ିକୁ ଛାଡ଼ିଦେଲେ ବାକି ଗାଡ଼ି ଚଳାଚଳ‌‌ରେ କଟକଣା ରହିଥିଲା। କିନ୍ତୁ ଏତେ କମ୍‌ ଗାଡ଼ି

ମାଡ଼ିଚାଲିଛି କରୋନା : ରାଜଧାନୀରେ ଆଜି ପୁଣି ୧୯ ଜଣ ପଜିଟିଭ୍ ଚିହ୍ନଟ, ସୁସ୍ଥ ହୋଇଛନ୍ତି ୨୩ ଜଣ ।

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୦୫/୦୭ : ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍‌ ଯୋଧ୍ୟା ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ନେଇ

ସୁରୁଖୁରୁ ତଥା ନୀତିକାନ୍ତିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଘୋଷ ଯାତ୍ରା ସମାପ୍ତ ହୋଇଥିବାରୁ ଧନ୍ୟବାଦ ଜଣାଇଲେ…

ଭୁବନେଶ୍ୱର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୫/୦୭ : କରୋନା ମହାମାରୀର କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ, ଅଧର ପଣା ଓ ନିଳାଦ୍ରୀ ବିଜେ ନୀତି ଶାନ୍ତିଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଯାଇଛି । ଏ ସମସ୍ତ ନୀତିକାନ୍ତି ଭକ୍ତଶୂନ୍ୟ

ବେହାଲ କଟକ : ଆଜି ସହରାଞ୍ଚଳରୁ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ଛୁଇଁଲା ୧୯୦

କଟକ, (କଳିଙ୍ଗ ଜ୍ୟୋତି) ୦୫/୦୭ : କଟକ ସହରରୁ ଆଜି ଆଉ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ ସରକାରୀ କ୍ୱାରେଣ୍ଟାଇନରୁ ଅନ୍ୟ ୨୮ ଜଣ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣ ସଂଖ୍ୟାକୁ ମିଶାଇ କଟକ ସହରରେ

ଭୁବନେଶ୍ୱର ଏମ୍‌ସ ଲେବର ରୁମ୍ ସିଲ୍‌! ସଙ୍ଗରୋଧରେ ଗଲେ ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭: ଏମ୍‌ସରେ ଗତ ୨ ଦିନରେ ବହୁ ସଂଖ୍ୟାରେ ରୋଗୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପରିସ୍ଥିତି ଏପରି ହୋଇଛି ଯେ ଲେବର ରୁମ୍‌କୁ ସିଲ୍‌ କରି ଦିଆଯିବା ସହିତ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ସଙ୍ଗରୋଧରେ ଯିବା ଲାଗି କୁହାଯାଇଛି। ଦିନକୁ ଦିନ

ବରିଷ୍ଠ ନାଗରିକ ଘରୁ ବାହାରନ୍ତୁ ନାହିଁ: ବିଏମ୍‌ସି କମିସନର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭: ବିଏମ୍‌ସି ପକ୍ଷରୁ ଆଜି ସମସ୍ତ ବରିଷ୍ଠ ନାଗରିକମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି ଯେ, କେହି ଅଯଥାରେ ଘରୁ ନବାହାରନ୍ତୁ। ସେମାନଙ୍କର ଯାହା ସମସ୍ୟା ଅଛି ସେମାନେ ୧୯୨୯ ନମ୍ବରରେ ଜଣାନ୍ତୁ। ବିଏମ୍‌ସି ପକ୍ଷରୁ ସବୁ ପ୍ରକାରର ସହଯୋଗ ଯୋଗାଇ

ଭୁବନେଶ୍ୱର ବିମାନବନ୍ଦର କର୍ମଚାରୀଙ୍କୁ କରୋନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏଟିସି ବିଭାଗରେ କାମ କରୁଥିବା ଏହି କର୍ମଚାରୀଙ୍କ ପତ୍ନୀ ଦୁଇ ସପ୍ତାହ ତଳେ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଉକ୍ତ କର୍ମଚାରୀ ଜଣକ

ସ୍ୱାମୀ ବିବେକାନନ୍ଦଙ୍କ ପୁଣ୍ୟତିଥିରେ ଅମିତ ଶାହାଙ୍କ ଆହ୍ବାନ – ଯୁବକମାନେ ହିଁ ରାଷ୍ଟ୍ରର ବିକାଶ କରିପାରିବେ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୫/୦୭ : ସ୍ୱାମୀ ବିବେକାନନ୍ଦଙ୍କ ପୁଣ୍ୟତିଥି ଅବସରରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏକ ଟ୍ୱିଟରେ ଶାହା କହିଛନ୍ତି, ସ୍ୱାମୀ ବିବେକାନନ୍ଦ ଜଣେ ସନ୍ଥ, ମହାନ୍‍ ଚିନ୍ତାନାୟକ ଏବଂ ଜଣେ ଅସାଧାରଣ

ରାଜଧାନୀରେ ଚାଞ୍ଚଲ୍ୟ : ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭ : ରାଜଧାନୀରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଛି। ନୟାପଲ୍ଲୀ ଥାନାଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ଶିଶୁଟି ଗୁରୁତର ଅବସ୍ଥାରେ ଏକ ବସ୍ତି ଅଞ୍ଚଳରେ ପଡିଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୭: ଆଜି ଗୁରୁ ପୂର୍ଣ୍ଣିମା। ଏହାକୁ ବ୍ୟାସ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଆଷାଢ଼ ମାସ ପୂର୍ଣ୍ଣିମା ଦିନ ଏହା ପଡ଼ିଥାଏ। ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ,
error: Content is protected !!
Open chat