Browsing Category
Regional
କଟକରେ ମାଡିଚାଲିଛି କରୋନା : ଆଜି ସହରାଞ୍ଚଳରୁ ଆଉ ୭ ଆକ୍ରାନ୍ତ ଚିହ୍ନଟ
କଟକ, (କଳିଙ୍ଗ ଜ୍ୟୋତି) ୦୧/୦୭ : କଟକ ଜିଲ୍ଲାରେ ଆଜି ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଅଛନ୍ତି କଟକ ମହାନଗର ନିଗମ ଅଞ୍ଚଳର । କଟକ ସହରରୁ ଚିହ୍ନଟ ସମସ୍ତ ୭ଟି ଯାକ କେସ୍ ଲୋକାଲ ସଂକ୍ରମଣ ବୋଲି ସୂଚନା ମିଳିଛି ।
୭ଜଣଙ୍କ ମଧ୍ୟରୁ ୬ଜଣ!-->!-->!-->!-->!-->…
ମାଡିଚାଲିଛି କରୋନା : ଆଜି ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୭ : ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୧!-->…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ବାହୁଡ଼ାଯାତ୍ରାର ଅଭିନନ୍ଦନ ଜଣାଇଲେ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୦୧/୦୭ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ବିନା ଭକ୍ତ ଓ କଟକଣା ଭିତରେ ଗୁଣ୍ଡିଚାଯାତ୍ରା କରିବା ଭଳି ବାହୁଡ଼ା ଯାତ୍ରା ମଧ୍ୟ କରାଯାଉଛି । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ବାହୁଡ଼ାଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି!-->…
ନାବାଳିକା ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର / ବୀରମିତ୍ରପୁର, (କଳିଙ୍ଗ ଜ୍ୟୋତି), ୦୧/୦୭ : ବୀରମିତ୍ରପୁରର ପୂର୍ବତନ ଆଇଆଇସିି ଆନନ୍ଦ ମାଝି ଚାକିରୀରୁ ବହିଷ୍କୃତ କରାଯାଇଛି । ନାବାଳିକା ଗଣଦୁଷ୍କର୍ମ ମାମଲାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଥିଲା । ତାଙ୍କ!-->…
ଶ୍ରୀକ୍ଷେତ୍ରରୁ ଆଉ ୧୨ କରୋନା ପଜିଟିଭ ଚିହ୍ନଟ
ପୁରୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୧/୦୭ : ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।!-->…
ଅନ୍ତରାଷ୍ଟ୍ରୀୟ ତୈଳ ବଜାରରେ ଅଶୋଧିତ ତୈଳ ଉତ୍ପାଦନ ହ୍ରାସ : ଆହୁରି ବଢିପାରେ ପେଟ୍ରୋଲ-ଡିଜେଲ୍ ଦର
ଲଣ୍ଡନ / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୧।୦୭ : ପେଟ୍ରୋଲ ରପ୍ତାନୀ କରୁଥିବା ୧୩ ସଦସ୍ୟ ବିଶିଷ୍ଟ ତୈଳ ଉତ୍ପାଦନକାରୀ ସଂଗଠନ(OPEC)ଜୁନ ମାସରେ ପ୍ରତିଦିନ ହାରାହାରି ୨୨.୬୨ ମିଲିୟନ ତୈଳ ଉତ୍ପାଦନ କରିଛନ୍ତି। ଏପ୍ରିଲ ମାସରେ ଓପେକ୍ ଓ ଏହାର ସହଯୋଗୀ କରୋନା ଭାଇରସ୍ ସଙ୍କଟ!-->…
ରାଜ୍ୟ ସରକାରଙ୍କ ଅନଲକ ୨.୦ ପାଇଁ ଗାଇଡ ଲାଇନ ଜାରି : ସାମାନ୍ୟ କୋହଳ ହେଲା ରାତ୍ରିକାଳୀନ କର୍ଫ୍ୟୁ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି) ୩୦/୦୬ : ଅନଲକ୍-୨ ପ୍ରକ୍ରିୟାରେ ଜୁଲାଇ ମାସ ପାଇଁ ରାଜ୍ୟ ସରକାର ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏଣିକି ଜୁଲାଇ ମାସରେ ୧୦ଟି ଜିଲ୍ଲା ପ୍ରତି ଶନି ଓ ରବିବାର ସଟ୍ଡାଉନ୍ ରହିବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,!-->…
ସାହସ ଓ ଦୃଢ଼ତାର ସହ ଆମକୁ ମିଳିମିଶି କରୋନା ସଂକ୍ରମଣକୁ ମୁକାବିଲା କରିବାକୁ ପଡିବ – ପ୍ରଧାନମନ୍ତ୍ରୀ ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ, ୩୦/୦୬ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ଲକ୍-୨ ସମ୍ବନ୍ଧରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଉଦବୋଧନରେ ଦେଶର ସାମ୍ପ୍ରତିକ କରେନା ପରିସ୍ଥିତି ସମ୍ପର୍କରେ ଦେଶବାସୀଙ୍କୁ ଅବଗତ କରାଇଛନ୍ତି। ଗତକାଲି ସନ୍ଧ୍ୟାରେ ଅନ୍ଲକ୍-୨ର!-->…
ଶୁକ୍ରବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଠଗଡ଼ ଏନଏସିକୁ ସଟଡ଼ାଉନ୍ ଘୋଷଣା କଲେ ଜିଲ୍ଲାପାଳ
ଆଠଗଡ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : କଟକ ଜିଲାର ଆଠଗଡ଼ ଏନଏସିକୁ ୬୪ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲେ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ। ମଙ୍ଗଳବାର ଦିନ ଦ୍ବିପ୍ରହର ୨ଟାରୁ ଜୁଲାଇ ୩ ତାରିଖ ଶୁକ୍ରବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଠଗଡ଼ ସହରକୁ କଣ୍ଟେନମେଣ୍ଟ ଜୋନ୍ ଭାବେ!-->…
ବିଏମସି ଅଫିସକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ୧୫ ଦିନ ପାଇଁ କଟକଣା
କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୩୦/୦୬: ବିଏମସି ଅଫିସକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ ଲାଗିଲା କଟକଣା । ରାଜଧାନୀରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୧୫ ଦିନ ପାଇଁ ବିଏମ୍ସି କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି।ରାଜଧାନୀରେ ସ୍ଥାନୀୟ!-->!-->!-->…
