Browsing Category
Regional
ଆଜି ପୁଣି ୬ କରୋନା ପଜିଟିଭ ଚିହ୍ନଟ । କଟକ ସହରରୁ ୨, ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ।
ଭୁବନେଶ୍ୱରରେ ଆଜି ପୁଣି ୬ କରୋନା ପଜିଟିଭ ଚିହ୍ନଟ Iଜଣେ ଘରୋଇ ସଙ୍ଗରୋଧରେ ଥିବା ବେଳେ ୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହେଇଛନ୍ତି I @bmcbbsr ପକ୍ଷରୁ ସୂଚନା I
୫ ଲୋକାଲ କେସ୍ ମଧ୍ୟରୁ ୩ ଜଣ ସିରିପୁର ଲକ୍ଷ୍ମୀବଜାର ବସ୍ତି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୧୫!-->!-->!-->…
ଜୁଲାଇ ମାସ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ଫଳ
କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୩୦/୦୬:ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ!-->!-->!-->…
ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡାଯାତ୍ରା; ଜନ୍ନବେଦୀରୁ ରତ୍ନବେଦୀକୁ ବାହୁଡିବେ ଶ୍ରୀଜିଉ
କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୩୦/୦୬: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡାଯାତ୍ରା । ଜନ୍ନବେଦୀରୁ ରତ୍ନବେଦୀକୁ ବାହୁଡିବେ ଶ୍ରୀଜିଉ। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତାକାଲି ଭୋର ୪ଟାରେ ଶ୍ରୀଜିଉଙ୍କର ମଙ୍ଗଳ ଆଳତି ହେବ । ଏହାପରେ ୪ଟା ୧୫ରେ ମଇଲମ, ୪ଟା ୩୦ରେ!-->!-->!-->…
ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି ଅଭୟ ।
କଳିଙ୍ଗ ଜ୍ୟୋତି ବ୍ୟୁରୋ ସୁନ୍ଦରଗଡ ୩୦/୦୬:
ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଡିଜିପି ଅଭୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ନିର୍ଦ୍ଦେଶ ପାଇବା ପରେ କ୍ରାଇମବ୍ରାଞ୍ଚ ଟିମ୍ ରାଇବଗା ଥାନା ଅଭିମୁଖେ ଯାଇଥିବା!-->!-->!-->!-->!-->…
ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ : ଅନ୍ଲାଇନ୍ରେ ପାଠ ପଢ଼ିବେ ଯୁକ୍ତ ୨ ଛାତ୍ରଛାତ୍ରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୦/୦୬:ଅନ୍ଲାଇନ୍ରେ ପାଠ ପଢ଼ିବେ ଯୁକ୍ତ ୨ ଛାତ୍ରଛାତ୍ରୀ। ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ। ଏହା ମାଧ୍ୟମରେ ଅନ୍ଲାଇନ୍ କ୍ଲାସ ନେବେ ଅଧ୍ୟାପକ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା!-->!-->!-->…
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ।
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉଦବୋଧନ ଦେବେ। ଏନେଇ ପିଏମଓ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର ଠାରୁ ଅନଲକ୍-ଟୁ କାର୍ଯ୍ୟକାରୀ!-->…
ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଯାଜପୁର ୩୦/୦୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର କୌଣସି କାର୍ଯ୍ୟାଳୟକୁ ସାଧାରଣ!-->!-->!-->!-->!-->…
ରାଜ୍ୟ ଅତିରିକ୍ତ ମୁଖ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସୂଚନା : କରୋନା ଔଷଧ ‘ରେମଡେସିଭିର୍’ ଓଡ଼ିଶାରେ ପହଞ୍ଚିଲା
ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି) ୨୯/୦୬ : କରୋନା ଔଷଧ ‘ରେମଡେସିଭିର୍’ ଓଡ଼ିଶାରେ ପହଞ୍ଚିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଉକ୍ତ ଔଷଧ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ!-->…
ଆଠଗଡ଼ ଡିଏସ୍ପିଙ୍କ ସହ ୬ ପୋଲିସ୍ କର୍ମଚାରୀ ଙ୍କୁ କରୋନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଆଠଗଡ଼ ୨୯/୦୬:କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୋଲିସ୍ ଡିଏସ୍ପିଙ୍କୁ କରୋନା । ଡିଏସ୍ପିଙ୍କ ସହ ଏକ ଥାନାର 5 କର୍ମଚାରୀ ମଧ୍ୟ କରୋନା ପଜିଟିଭ୍ । ଆଠଗଡ ଏସ୍ଡିଏମ୍ଓ ବିଜୟ କୁମାର ମିଶ୍ରଙ୍କ ସୂଚନା ରହିଛି । କାଲି ଉକ୍ତ ଥାନାର ଆଇଆଇସି ପଜିଟିଭ!-->!-->!-->…
ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ ।
କଟକ (କଳିଙ୍ଗ ଜ୍ୟୋତି) ୨୯/୦୬ : କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ CDMO ସତ୍ୟବ୍ରତ ଛୋଟରାୟ ସୂଚନା ଦେଇଛନ୍ତି। ୬ ଆକ୍ରାନ୍ତଙ୍କ ମଧ୍ୟରେ ୪ କ୍ୟାନ୍ସର ରୋଗୀ, ଜଣେ ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ଆକ୍ରାନ୍ତ ଆହାର କେନ୍ଦ୍ର କର୍ମଚାରୀ!-->…
