Browsing Category

Regional

ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସୂଚନା : ବାତିଲ ହେବ ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି) ୨୯/୦୬ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଅବଶିଷ୍ଟ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ତେବେ ବାକି ଥିବା ବିଷୟ ଗୁଡିକରେ ଛାତ୍ରଛାତ୍ରୀଙ୍କୁ କେଉଁ ଆଧାରରେ ମାର୍କ ଦିଆଯିବ ସେନେଇ ଆସନ୍ତାକାଲି

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରା କରିବା ପଡ଼ିଲା ମହଙ୍ଗା : ଜେଟିପି ନିଲମ୍ବିତ

ପୁରୀ (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୬ : ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ (ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଘୋଷଣା : ଖୁବଶୀଘ୍ର ଦିଲ୍ଲୀରେ ହେବ ପ୍ଲାଜମା ବ୍ୟାଙ୍କ।

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୨୯/୦୬ : ଆଜି (ସୋମବାର) ଏକ ଭର୍ଚୁଆଲ ସାମ୍ବାଦିକ ସମ୍ମିଳନୀରେ କେଜ୍ରିଓ୍ୱାଲ କହିଛନ୍ତି, କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏକ ପ୍ଲାଜମା ବ୍ୟାଙ୍କ ତିଆରି କରିବାକୁ ଯାଉଛୁ। ଏହା ସମଗ୍ର ଦେଶରେ ପ୍ରଥମ ପ୍ଲାଜମା ବ୍ୟାଙ୍କ ହେବ। ଯେଉଁମାନେ

ଶ୍ରୀମନ୍ଦିର ପ୍ରଶାସନ ଜାରି କଲେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରାର ସମୟ ନିର୍ଘଣ୍ଟ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୨୯/୦୬:ଜୁଲାଇ ୧ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସମୟ ନିର୍ଘଣ୍ଟ କରିଛି। ୧ ତାରିଖ ସକାଳ ୮ଟାରୁ ୧୦ଟା ମଧ୍ୟରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ପାଇଁ ସମୟ ନିର୍ଘଣ୍ଟ ହୋଇଛି। ସେହିପରି ଦିନ ୧୦ଟା ୩୦ରୁ ୧୧ଟା ୩୦

ରାଉରକେଲା, ଆରଜିଏଚରେ ରୋଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ହସ୍‌ପିଟାଲ ପରିସରରେ ଉତ୍ତେଜନା

ରାଉରକେଲା (କଳିଙ୍ଗ ଜ୍ୟୋତି), ୨୯/୦୬ : ରାଉରକେଲାସ୍ଥିତ ଆରଜିଏଚରେ ରୋଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ହସ୍‌ପିଟାଲ ପରିସରରେ ଉତ୍ତେଜନା ଦେଖା ଦେଇଛି। ସୂଚନାଯୋଗ୍ୟ, ରାଉରକେଲାସ୍ଥିତ ବାସ୍ତନୀ କଲୋନି ମାଲଗୋଦାମ ବସ୍ତିରେ ହରିଶ୍ଚନ୍ଦ୍ର କଣ୍ଟିଆ (୨୨) ବସବାସ କରନ୍ତି। ଗତକାଲି ରାତିରେ ତାଙ୍କ

ଆମେରିକା ବୈଜ୍ଞାନିକମାନେ କରୋନା ଭାଇରସ୍ ସଂକ୍ରମଣ କରାଉଥିବା ଓ ରୋକୁଥିବା ଜିନ୍ ଚିହ୍ନଟ କଲେ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୨୯/୦୬ : ଜିନ୍-ଏଡିଟିଙ୍ଗ୍ ଟୁଲ୍ ‘ସିଆର୍‌ଆଇଏସ୍‌ପିଆର୍-କ୍ୟାସ୍୯’ ବ୍ୟବହାର କରି ଆମେରିକା ବୈଜ୍ଞାନିକମାନେ ସଂକ୍ରମିତ ଜୀବକୋଷ ମଧ୍ୟରୁ କରୋନାଭାଇରସ୍ ସଂକ୍ରମଣରେ ସହାୟତା କରୁଥିବା କିଂବା ସଂକ୍ରମଣ ରୋକୁଥିବା କେତେକ ଜିନ୍ ବା ଗୁଣସୂତ୍ର

କଟକ : ସିଡିଏ, ସେକ୍ଟର-୯ରେ ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ, ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

କଟକ (କଳିଙ୍ଗ ଜ୍ୟୋତି) ୨୯/୦୬ : କଟକ ସହରର ସିଡିଏ ସେକ୍ଟର-୯ ଅଞ୍ଚଳରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଗ୍ନିଶମ ବିଭାଗର ସହଯୋଗରେ କଟକ

ବି ଏମ ସି କମିଶନରଙ୍କ ସୂଚନା : ଆଗାମୀ ୪ସପ୍ତାହ ଗୁରୁତ୍ବପୂର୍ଣ୍ଣ, ରାଜଧାନୀରେ ସଟ୍‌ଡାଉନ ନେଇ ନିଆଯାଇପାରେ ନିଷ୍ପତ୍ତି

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି) ୨୯/୦୬:କରୋନା କଟକଣା ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସୂଚନା ଦେଇଛନ୍ତି ଯେ, ଆଗକୁ ସଟଡାଉନ ନେଇ ନିଷ୍ପତ୍ତି ସରକାର ନେବେ । ରାଜଧାନୀରେ ବସ୍ତିଗୁଡିକ ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଆଗକୁ ୩ରୁ ୪ ସପ୍ତାହ ଆମ ପାଇଁ

କରୋନା ବ୍ରେକିଙ୍ଗ : ଆଜି ଭୁବନେଶ୍ୱରରୁ ଆଉ ୨୫ ଆକ୍ରାନ୍ତ ଚିହ୍ନଟ, ୨୩ଟି ଲୋକାଲ୍ କେସ୍

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି) ୨୯/୦୬ : ସୋମବାର ଭୁବନେଶ୍ୱରରୁ ୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ୨ଟି ହୋମ୍ କ୍ୱାରେଣ୍ଟିନ୍‌, ୨୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ୨୩ଟି ସ୍ଥାନୀୟ ମାମଲା

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଯୁବ ସମ୍ବାଦ ଭର୍ଚୁଆଲ ରାଲି ଅନୁଷ୍ଠିତ

କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୨୯/୦୬ : ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଯୁବପିଢି ମାନଙ୍କୁ ନିଜ ଗୁରୁଜନ ମାନଙ୍କ ସହ କଥାବର୍ତା କରିବା ଓ ସେମାନଙ୍କୁ ଟେକ୍ନୋଲୋଜି ପ୍ଲାଟଫର୍ମରେ ଯୋଡିବା ପାଇଁ ଆହ୍ୱାନ କରିଛନ୍ତି । ଏହି ମର୍ମରେ ରାଜ୍ୟ
error: Content is protected !!
Open chat