Browsing Category
Regional
କୋଭିଡର କେବେ ବି ଅନ୍ତ ହେବ ନାହିଁ: ସ୍ଵାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ବର ୨୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ସ୍ଵାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି, କୋଭିଡର କେବେ ବି ଅନ୍ତ ହେବ ନାହିଁ। ଭାଇରସର ଗୋଟିଏ ପରେ ଗୋଟିଏ ଭ୍ୟାରିଏଣ୍ଟ ଆସିବ। କାରଣ ଭାଇରସ୍ ତାର!-->…
ଅତି ଆବଶ୍ୟକ ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ: ସ୍ୱାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ବର ୧୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : ହସ୍ପିଟାଲରେ କଟକଣା ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ। ଏଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ!-->…
ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଲେଣି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ଟିକାକରଣରେ!-->…
ଜାନୁଆରୀରେ ଶିଖର ଛୁଇଁବ, ମାର୍ଚ୍ଚରେ ଶେଷ
ନୂଆଦିଲ୍ଲୀ ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନାର ତୃତୀୟ ଲହର ଆସିଥିବାବେଳେ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଭୟ ଓ ଆଶଙ୍କା ଭିତରେ ନୂଆ ପ୍ରଜାତି ଭୂତାଣୁ ଓମିକ୍ରନକୁ ନେଇ ଦେଶରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଥିବା ବେଳେ ଜାନୁଆରୀ ଶେଷ ଭାଗରେ ଏହା ଶିଖର ଛୁଇଁବ ବୋଲି ଆଇଆଇଟି!-->…
ବିଶ୍ୱସ୍ତରୀୟ ହେବ କଟକ ରେଳଷ୍ଟେସନ : ଅଶ୍ୱିନୀ ବୈଷ୍ଣବ
କଟକ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ। କେନ୍ଦ୍ର ରେଳ, ଇଲୋକ୍ଟ୍ରୋନିକ୍ସ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା ଘୋଷଣା କରିଛନ୍ତି। ଶୁକ୍ରବାର କଟକ ରେଳଷ୍ଟେସନରେ ପୂର୍ବ ପ୍ରବେଶ ଦ୍ୱାର ଉନ୍ନତିକରଣର ଭିତ୍ତିପ୍ରସ୍ତର!-->…
ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ସମୀକ୍ଷା
ଭୁବନେଶ୍ବର ୦୪/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା!-->!-->!-->…
ଆଜିଠୁ ପଶ୍ଚିମବଙ୍ଗରେ ସବୁ ଶିକ୍ଷାକେନ୍ଦ୍ର ବନ୍ଦ
୫୦% କର୍ମଚାରୀରେ ଖୋଲିବ କାର୍ଯ୍ୟାଳୟ
କୋଲକାତା ୦୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନାର ନୂଆ ପ୍ରଜାତି ଭୂତାଣୁ ଓମିକ୍ରନକୁ ନେଇ ଦେଶରେ ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ବିଭିନ୍ନ ରାଜ୍ୟରେ ରାତ୍ରିକଟକଣା, ତାଲାବନ୍ଦ ଆଦି ଲାଗୁ ହୋଇଛି। ଏହି କ୍ରମରେ ପଶ୍ଚିମବଙ୍ଗ ସରକାର ରାଜ୍ୟର!-->!-->!-->…
ପଶ୍ଚିମବଙ୍ଗ ସରକାରଙ୍କ ଘୋଷଣା: ବନ୍ଦ ହେଲା ସ୍କୁଲ, ୫୦% କର୍ମଚାରୀଙ୍କ ସହ ଚାଲିବ ଅଫିସ
କୋଲକାତା ୦୨/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଚିନ୍ତା ବଢ଼ାଇଲାଣି ଓମିକ୍ରନ। ଦେଶରେ ଏବେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଚିନ୍ତାରେ ସରକାର। ସମସ୍ତ ରାଜ୍ୟକୁ ସତର୍କ ରହିବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରି ରଖିବାକୁ କେନ୍ଦ୍ର କହିଥିବା ବେଳେ ଏବେ!-->…
୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଲାଗି ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ଆଜିଠାରୁ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଲାଗି ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏଯାବତ୍ ୪୫ ହଜାର ପିଲା ଟିକାକରଣ ଲାଗି ନିଜ ନିଜ ନାମ ପଞ୍ଜୀକରଣ!-->…
ମହାରାଷ୍ଟ୍ରରେ ୧୦ ମନ୍ତ୍ରୀ, ୨୦ରୁ ଅଧିକ ବିଧାୟକ କୋଭିଡ ସଂକ୍ରମିତ ଚିହ୍ନଟ
ମୁମ୍ବଇ ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କୋଭିଡ୧୯ ସଂକ୍ରମଣର ଦ୍ରୁତ ବୃଦ୍ଧି ମଧ୍ୟରେ ଦୈନିକ ସଂକ୍ରମଣରେ ମହାରାଷ୍ଟ୍ର ସବୁ ରାଜ୍ୟଠାରୁ ଆଗରେ ଥିବା ଜଣାଯାଇଛି। ରାଜ୍ୟର ୧୦ ଜଣ ମନ୍ତ୍ରୀ ଏବଂ ୨୦ରୁ ଅଧିକ ବିଧାୟକ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିବା ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ!-->…