Browsing Category
Regional
ରଜ ବେଳକୁ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ବର : ଏ ବର୍ଷ ରଜ ବେଳକୁ ଓଡ଼ିଶାରେ ମୌସୁମୀ ବାୟୁ ଆସିବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବା ପରେ ଏହା ସ୍ପଷ୍ଚ ହୋଇଯାଇଛି । ସାଧାରଣତଃ ମୌସୁମୀ କେରଳ ଛୁଇଁବାର ୧୦ରୁ ୧୨ ଦିନ ପରେ ଓଡ଼ିଶା ଆସିଥାଏ । ଏଣୁ ସ୍ବାଭାବିକ ଭାବେ ଜୁନ ୧ରେ ମୌସୁମୀ କେରଳ!-->…
ଭାରତରେ ସ୍ପୁଟନିକ ଟିକା ଉତ୍ପାଦନ ପାଇଁ ଆବେଦନ କଲା ସେରମ୍ ଇନଷ୍ଟିଚ୍ୟୁଟ
ପୁନେ: ରୁଷିଆର କୋଭିଡ-୧୯ ଟିକା ସ୍ପୁଟନିକ ଭି ଭାରତରେ ଉତ୍ପାଦନ କରିବାକୁ ସେରମ୍ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ନିକଟରେ ଆବେଦନ କରିଛି। ସରକାରୀ ସୂତ୍ରରୁ କୁହାଯାଇଛି ଯେ ପୁନେସ୍ଥିତ ଏସଆଇଆଇ ବୁଧବାର ଦିନ ଏଥିପାଇଁ ଆନୁଷ୍ଠାନିକ ଭାବରେ!-->…
ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ, ୧୫ଦିନରେ ପ୍ରସ୍ତୁତ ହେବ ମୂଲ୍ୟାୟନ ପଦ୍ଧତି…
ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପକ୍ଷରୁ ନିକଟରେ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି। ତେବେ ସିବିଏସ୍ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ପ୍ରସଙ୍ଗରେ ଓଡ଼ିଶା ସମେତ ସାରା ଦେଶରେ ଦ୍ବନ୍ଦ୍ବ ଲାଗି ରହିଛି। ପରୀକ୍ଷା ବାତିଲ ହେବା ପରେ!-->…
ବ୍ରିଟେନରେ କରୋନା ଜନିତ ମୃତ୍ୟୁ ଶୂନ ; ୨୦୨୦ ମାର୍ଚ୍ଚ ପରେ ପ୍ରଥମ ସଫଳତା
ଲଣ୍ଡନ: ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁସଂଖ୍ୟା ଶୂନରେ ପହଞ୍ଚିଛି। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧,୨୭,୭୮୨ରେ ପହଞ୍ଚିଛି। ଖବର ସରବରାହ ସଂସ୍ଥା ଜିନହୁଆ ପକ୍ଷରୁ କୁହାଯାଇଛି, ବ୍ରିଟେନରେ ଆଉ!-->…
ହାଇକୋର୍ଟଙ୍କ ନିର୍ଦ୍ଦେଶ; ଯାଞ୍ଚ ହେବ କଟକ ସହରର ସମସ୍ତ କଲ୍ୟାଣ ମଣ୍ଡପ
କଟକ: କଟକ ସହରରେ ଅନୁମତିପ୍ରାପ୍ତ ସମସ୍ତ ୭୪ଟି କଲ୍ୟାଣ ମଣ୍ଡପ ନିୟମାବଳୀ ପାଳନ କରୁଛନ୍ତି କି ନାହିଁ ତାହା ଯାଞ୍ଚ ହେବ। ଏ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୧, ଏପ୍ରିଲ ୧୯ରେ କଲ୍ୟାଣ ମଣ୍ଡପ ଆସୋସିଏସନ୍ ସଂପାଦକଙ୍କ ପକ୍ଷରୁ ହାଇକୋର୍ଟରେ ଦାଖଲ ସତ୍ୟପାଠରେ ଉଲ୍ଲେଖ!-->…
ଗାଇଡଲାଇନ୍ ଜାରି କଲା ଡିଆରଡିଓ : ସମସ୍ତଙ୍କୁ ଦିଆଯିବ ନାହିଁ ଆଣ୍ଟି କରୋନା ଔଷଧ ୨-ଡିଜି
ନୂଆଦିଲ୍ଲୀ : କରୋନା ରୋଗୀଙ୍କ ଉପରେ ୨-ଡିଜି ଔଷଧ ବ୍ୟବହାର କରିବାକୁ ନିର୍ଦ୍ଦେଶ ଜାରି କଲା ଡିଆରଡିଓ। ତେବେ ଅନିୟନ୍ତ୍ରିତ ଡାଇବେଟିସ୍ ଏବଂ ଗମ୍ଭୀର ହୃଦରୋଗ ପୀଡିତ, ରେସ୍ପିରେଟରି ଡିଷ୍ଟ୍ରେସ୍ ସିଣ୍ଡ୍ରୋମ ପୀଡିତଙ୍କୁ ଏହି ଔଷଧ ଦେବା ପୂର୍ବରୁ ସତର୍କତା ରକ୍ଷା କରିବାକୁ କୁହାଯାଇଛି।
!-->!-->!-->…
‘ଫାଇଜର୍’ ଓ ‘ମଡର୍ଣ୍ଣା’କୁ ଆଇନଗତ ସୁରକ୍ଷା ଦେଇପାରନ୍ତି ଭାରତ ସରକାର
ନୂଆଦିଲ୍ଲୀ: ଭାରତରେ ‘ଫାଇଜର୍’ ଓ ‘ମଡର୍ଣ୍ଣା’ ଟିକାର ଅନୁମୋଦନ ତ୍ବରାନ୍ବିତ କରିବା ଲାଗି ସରକାର ‘ଇଣ୍ଡେମିନିଟି’ ବା ଆଇନଗତ ସୁରକ୍ଷା ଦେଇପାରନ୍ତି ବୋଲି ବିଶେଷସୂତ୍ରରୁ ଜଣାପଡ଼ିଛି। ଉପରୋକ୍ତ କମ୍ପାନି ଉତ୍ପାଦିତ ଟିକା ବ୍ୟବହାରଜନିତ କୌଣସି ସମସ୍ୟା ବା ଦାବିକୁ ଚାଲେଞ୍ଜ୍ କରିବା!-->…
ଟିକା ଅଭାବ, ଟିକାକରଣ ବାଧାପ୍ରାପ୍ତ
ଭୁବନେଶ୍ୱର ଆଜିଠୁ ପ୍ରାୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ଟିକା ବନ୍ଦ ରହିବ । ଟିକା ଅଭାବ ଯୋଗୁ ଟିକାକରଣ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଆସନ୍ତାକାଲି ୪୫ ବର୍ଷରୁ ଊଦ୍ଧ୍ୱର୍ ଟିକାକରଣ ପ୍ରକ୍ରିୟାରେ ଓଡିଶାକୁ ଆସିବ ୩ଲକ୍ଷ ୫ ହଜାର ୪ଶହ ୬୦ କୋଭିସିଲ୍ଡ!-->…
‘ଅନ୍ଲକିଙ୍ଗ୍’ ପାଇଁ ୩ଟି ସର୍ତ୍ତ ରଖିଲେ ‘ଆଇସିଏମ୍ଆର୍’ର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ
ନୂଆଦିଲ୍ଲୀ: ଦେଶର କେତେକ ରାଜ୍ୟ ଲକ୍ଡାଉନ୍ ନିୟମ କୋହଳ କରୁଥିବା ବେଳେ ମଙ୍ଗଳବାର ଦିନ ‘ଆଇସିଏମ୍ଆର୍’ର ମହାନିର୍ଦେଶକ ଡାକ୍ତର ବଳରାମ ଭାର୍ଗବ ତିନୋଟି ସର୍ତ୍ତ ରଖିଛନ୍ତି। ଏହି ସର୍ତ୍ତାବଳିକୁ ଆଧାର କରି ‘ଅନ୍ଲକ୍’ ନିଷ୍ପତ୍ତି ଗ୍ରହଣ କରାଯିବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି।
!-->!-->…
ଏ ବର୍ଷ ଓଡ଼ିଶାରେ ସ୍ବାଭାବିକ ମୌସୁମୀ ବର୍ଷା, ଜୁନରେ ଅଧିକ ବର୍ଷିବ : ଆଇଏମଡି
ଭୁବନେଶ୍ବର : ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ । ଜୁନ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ।
ସେ କହିଛନ୍ତି ଯ଼େ, ସାଧାରଣତଃ ଜୁନ ୧ରେ କେରଳରେ ମୌସୁମୀ!-->!-->!-->…