Browsing Category
Regional
ପିଏମ୍ କେୟାର୍ସ ପାଣ୍ଠିରୁ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ମେଡ଼ିକାଲ ଅମ୍ଳଜାନ ପ୍ଲାଂଟ୍ : ଧର୍ମେନ୍ଦ୍ର…
-ସମୟୋପଯୋଗୀ ପଦକ୍ଷେପ ପାଇଁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ-ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ନୟାଗଡ଼ ଏବଂ ସୋନପୁର ଜିଲ୍ଲାରେ ଡ଼ିଆରଡ଼ିଓ ଦ୍ୱାରା ପିଏସଏ ଅକ୍ସିଜେନ୍ ପ୍ଲାଂଟ୍ ପ୍ରତିଷ୍ଠା ହେବ-ଢ଼େଙ୍କାନାଳ, ଗଜପତି,!-->…
ଭାରତ ତିଆରି ନାଜାଲ ଟିକା ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବ: ହୁ ମୁଖ୍ୟ ବୈଜ୍ଞାନିକ
ଜେନେଭା : ଭାରତରେ ତିଆରି ହେଉଥିବା ନାଜାଲ ଟିକା ପିଲାଙ୍କ ପାଇଁ ଚିକିତ୍ସା କ୍ଷେତ୍ରରେ ଏକ ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବ। ତେବେ ଏହି ଟିକା ଚଳିତ ବର୍ଷ ଉପଲବ୍ଧ ହୋଇନପାରେ ବୋଲି କହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୋମ୍ୟା ସ୍ୱାମୀନାଥନ୍। ଦେଶକୁ କୋଭିଡର ତୃତୀୟ!-->…
ଅତି ଭୀଷଣ ବାତ୍ୟାର ରୂପ ନେବ ୟାସ : ଆଇଏମଡି
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ୟାସ’ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହା କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ!-->…
ମୋବାଇଲରୁ ମିଳିବ କୋଭିଡ ପରୀକ୍ଷା ରିପୋର୍ଟ, ପରୀକ୍ଷା କେନ୍ଦ୍ର ଯିଵା ଦରକାର ନାହିଁ
ରାଜ୍ୟ କୋଭିଡ ଡ୍ୟାସବୋର୍ଡରେ 'Covid-19 Test Report' ସୁବିଧାର ଶୁଭାରମ୍ଭ
ଭୁବନେଶ୍ୱର : ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା ; ଯଥା ଆରଟି!-->!-->!-->…
ପଦମପୁର ସବ୍ ଜେଲ୍ରୁ ୮୩ କଏଦୀ କରୋନା ପଜିଟିଭ୍ ଚିହ୍ନଟ
ବରଗଡ଼ : ପଦମପୁର ସବ୍ ଜେଲ୍ରୁ ୮୩ ଜଣ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମୋଟ୍ ୧୨୫ ଜଣଙ୍କ ସ୍ୱାବ୍ ଟେଷ୍ଟ କରାଯାଇଥିଲା। ସେଥି ମଧ୍ୟରୁ ୮୩ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ଚିହ୍ନଟ ପଜିଟିଭ୍ ମାନଙ୍କୁ ସଙ୍ଗରୋଧରେ ରଖାଯାଇଥିବା ଏସଡିଏମଓ ସୂଚନା ଦେଇଛନ୍ତି।
ବିଧାୟକ ପ୍ରଦୀପ ପାଣିଗ୍ରାହୀ, ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କରୋନା ଆକ୍ରାନ୍ତ
ଭୁବନେଶ୍ୱର : ଦୁର୍ନୀତି ଅଭିଯ଼ୋଗରେ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯ଼ାଇଛି । ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯ଼ାଇଛି । ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର!-->…
ଲଂଚ ହେଲା କୋଭିସେଲ୍ଫ : ୨୫୦ ଟଙ୍କାରେ ନିଜେ ଘରେ କରିପାରିବେ କରୋନା ପରୀକ୍ଷା
ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାବେଳେ କରୋନା ପରୀକ୍ଷା ପାଇଁ ଆପଣ ଟେଷ୍ଟିଙ୍ଗ ସେଣ୍ଟରକୁ ଯାଉଛନ୍ତି କି ? ଯଦି ହଁ ତେବେ ଆପଣଙ୍କୁ ସେଠାରେ ବି ସଂକ୍ରମଣର ଭୟ ରହୁଥିବ । ତେବେ ପ୍ରଥମ ଥର ପାଇଁ ଆଇସିଏମଆର ଭାରତର କରୋନାର ପ୍ରଥମ ହୋମ ଟେଷ୍ଟ କିଟକୁ ମଞ୍ଜୁରୀ ଦେଇଛି। ପୁନେର!-->…
ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର, ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ
ଭୁବନେଶ୍ୱର: ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର । ମହାମାରୀ ଘୋଷଣା ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମହାମାରୀ ଘୋଷଣା କରିବାକୁ ପରାମର୍ଶ ଦେଇଥିଲା କେନ୍ଦ୍ର ସରକାର । ରାଜ୍ୟରେ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ରାଜ୍ୟ!-->…
ନକଲି ପଂଜୀକରଣ ପୋର୍ଟାଲରୁ ଦୂରେଇ ରୁହନ୍ତୁ: ପୁଲିସ ଡିଜି
ଭୁବନେଶ୍ୱର: ଟିକାକରଣ ନାଁରେ ନକଲି ପଂଜୀକରଣ ପୋର୍ଟାଲରୁ ଦୂରେଇ ରୁହନ୍ତୁ । ଟିକାକରଣ ପାଇଁ ନାମ ପଂଜୀକରଣ କରିବାଲାଗି ୩ଟି ଅସଲି ପୋର୍ଟାଲ ରହିଛି । ସେଗୁଡ଼ିକ ହେଲା ଆରୋଗ୍ୟ, କୋୱିନ ଓ ଉମଙ୍ଗ ପୋର୍ଟାଲ । ଟିକାକରଣ ପାଇଁ ଏହି ୩ଟି ପୋର୍ଟାଲ ହିଁ ରହିଛି । କୋଭିଡ ସଚେତନା ମୂଳକ ସାମ୍ବାଦିକ!-->…
ଦେଶର ଅଧା ଲୋକ ମାସ୍କ ପିନ୍ଧୁନାହାନ୍ତି, ଯେତିକି ପିନ୍ଧୁଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶ ଠିକ ଭାବେ…
ନୂଆଦିଲ୍ଲୀ : କରୋନା ମହାମାରୀ ଦେଶକୁ କବଳିତ କରି ରଖିଥିଲେ ବି ଦେଶର ଅନେକ ଲୋକ ଏବେ ବି ସତର୍କତା ଅବଲମ୍ବନ କରୁନାହାନ୍ତି । ଏକ ଅଟକଳ ଅନୁସାରେ ଦେଶର ମୋଟ ଜନସଂଖ୍ୟାର ଅଧା ମାସ୍କ ପିନ୍ଧୁନାହାନ୍ତି । ଯ଼େତିକି ଲୋକ ମାସ୍କ ପିନ୍ଧୁଛନ୍ତି ସେମାନଙ୍କ ମଧ୍ୟରୁ ୬୪ ପ୍ରତିଶତ ମାସ୍କ ତ!-->…