Browsing Category
Regional
ଶତ ପ୍ରତିଶତ ମାସ୍କ ବ୍ୟବହାର, ନିଶ୍ଚିତ କମିବ କରୋନା ହାର
ଭୁବନେଶ୍ବର: ମାସ୍କ ଭଲ ଭାବେ ପିନ୍ଧିବା ଦ୍ବାରା କରୋନା ସଂକ୍ରମଣ ବ୍ୟାପିବା ରୋକାଯାଇ ପାରିବ। କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ମାସ୍କ ନିଶ୍ଚିତ ବ୍ୟବହାର କରିବା ଉଚିତ। ଶତ ପ୍ରତିଶତ ମାସ୍କ ପିନ୍ଧିବା ଦ୍ବାରା କରୋନା ସଂକ୍ରମଣ ବୃଦ୍ଧି ହାର ନିଶ୍ଚୟ କମିବ। ଏବେ ତିନି ପ୍ରକାର ମାସ୍କ!-->…
ଭାରତରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଶିଖରରେ ପହଞ୍ଚିଛି: କେମ୍ବ୍ରିଜ ରିପୋର୍ଟ
ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଶିଖରରେ ପହଞ୍ଚିଛି। କେମ୍ବ୍ରିଜ ଜଜ୍ ବିଜନେସ ସ୍କୁଲ ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇକୋନୋମିକ୍ସ ଆଣ୍ଡ ସୋସିଆଲ ରିସର୍ଚ୍ଚର ଗବେଷକମାନଙ୍କ ଦ୍ୱାରା ବିକଶିତ କରାଯାଇଥିବା ଏକ ନୂଆ ଟ୍ରାକର ରିପୋର୍ଟରୁ ଏହା ଜଣାଯାଇଛି।!-->…
ଓଡ଼ିଶା ସମେତ କେତେକ ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ : ଦେଶରେ ଗତ ଦୁଇ ଦିନ ହେଲା ସଂକ୍ରମଣ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି କିନ୍ତୁ ଏହା ଏକ ପ୍ରାରମ୍ଭିକ ଟ୍ରେଣ୍ଡ୍ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି ।
ଦେଶର ୧୩ଟି ରାଜ୍ୟରେ ଏବେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା, ୬ଟି!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ପରୀକ୍ଷାଗାର, ୨୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ପରୀକ୍ଷାଗାର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ!-->…
ହିମନ୍ତ ବିଶ୍ଵଶର୍ମା ହେବେ ଆସାମ ମୁଖ୍ୟମନ୍ତ୍ରୀ, କାଲି ଶପଥଗ୍ରହଣ
ଆସାମ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ସର୍ମା ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଆସନ୍ତା କାଲି ସେ ଶପଥଗ୍ରହଣ କରିବେ। ଏ ନେଇ ରବିବାର ଗୁଆହାଟିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ଚୂଡ଼ାନ୍ତ ହୋଇଛି। ତାଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ମଧ୍ୟ ନିର୍ବାଚିତ!-->…
କରୋନା ସହ ଲଢେଇ ପାଇଁ ଓଡ଼ିଶାର ଗ୍ରାମପଞ୍ଚାୟତମାନଙ୍କୁ କେନ୍ଦ୍ର ଦେଲା ୩୩୩ କୋଟି ଟଙ୍କାର ଆର୍ଥିକ ସହାୟତା
ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୫ଟି ରାଜ୍ୟର ପଞ୍ଚାୟତକୁ କେନ୍ଦ୍ର ସରକାର ୮୯୨୩.୮ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟର ଶନିବାର ଦିନ ୨୫ଟି ରାଜ୍ୟକୁ ୮,୯୨୩ କୋଟି ୮୦ ଲକ୍ଷ ଟଙ୍କା ଗ୍ରାମାଞ୍ଚଳର ସ୍ଥାନୀୟ ସଂସ୍ଥା (ଆରଏଲବି) କୁ ଅନୁଦାନ ପ୍ରଦାନ!-->…
ରାଉରକେଲାରେ କୋଭିଡ ସ୍ଥିତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ
ରାଉରକେଲା: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀ ଓ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଆଜି ରାଉରକେଲା ଗସ୍ତ କରି କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ଉପଲବ୍ଧ କୋଭିଡ ଚିକିତ୍ସା ବ୍ୟବସ୍ଥା, ଆଇ ସି ୟୁ ବେଡ ଆଦି ବିଷୟରେ ପଚାରି ବୁଝିଥିଲେ।!-->…
ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ରବିବାର ଅପରାହ୍ଣରେ ୭୮ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ବର ଏମ୍ସ ନିର୍ଦେଶିକା ବି.ଗିତାଞ୍ଜଳୀ!-->…
ଜୁଲାଇ ସୁଦ୍ଧା ମିଳିବ କାର୍ଡିଲାର ଜାଇକୋଭ-ଡି ଟିକା
ନୂଆଦିଲ୍ଲୀ : ଖୁବଶୀଘ୍ର ଭାରତରେ ଉପଲବ୍ଧ ହେବାକୁ ଯ଼ାଉଛି ଆଉ ଏକ ସ୍ବଦେଶୀ କୋରନା ଟିକା । ଭାରତୀୟ ଫାର୍ମାସୁଟିକାଲ କମ୍ପାନି ଜାଇଡସ କାଡିଲା ପକ୍ଷରୁ ପ୍ରସ୍ତୁତ ଟିକା ଜାଇକୋଭ-ଡି ଆଗାମୀ କିଛି ସପ୍ତାହ ମଧ୍ୟରେ ଉପଲବ୍ଧ ହେବ । ଏବେ ଏହି ଟିକାର ୩ୟ ପର୍ୟ଼୍ୟାୟ ପରୀକ୍ଷଣ ଜାରି ରହିଥିବାବେଳେ!-->…
କୋଭିଡ୍ ନୀତିରେ ପରିବର୍ତ୍ତନ ଆଣିଲେ କେନ୍ଦ୍ର ସରକାର; ପଜିଟିଭ୍ ରିପୋର୍ଟ ନଥିଲେ ବି ମେଡ଼ିକାଲ୍ରେ ହୋଇପାରିବ…
ନୂଆଦିଲ୍ଲୀ: ଏଣିକି ମେଡ଼ିକାଲ୍ରେ ଆଡ୍ମିଶନ୍ ପାଇଁ କୋଭିଡ୍ ପଜିଟିଭ୍ ରିପୋର୍ଟ ବାଧ୍ୟତାମୂଳକ ନୁହେଁ। କୋଭିଡ୍ ପଜିଟିଭ୍ ରିପୋର୍ଟ ନ ଥିଲେ ବି କୋଭିଡ୍ ହସ୍ପିଟାଲ୍ରେ ଆଡ୍ମିଶନ ହୋଇପାରିବ। ସାମାନ୍ୟ ଲକ୍ଷଣ ଦେଖାଯାଇଥିଲେ ରୋଗୀଙ୍କୁ ଆଡ୍ମିଶନ୍ କରାଯାଇପାରିବ ବୋଲି କେନ୍ଦ୍ର!-->…