Browsing Category
Regional
ଦୃଢ ପଦକ୍ଷେପ ନେଲେ କରୋନାର ୩ୟ ଲହର ଆସି ନପାରେ : ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା
ନୂଆଦିଲ୍ଲୀ : ଆଗକୁ କରୋନାର ୩ୟ ଲହର ଆସିବ କହି ସବୁଆଡ଼େ ଚହଳ ପକାଇଦେଇଥିବା ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା କେ.ବିଜୟ ରାଘବନ ଆଜି ଏକ ଆଶାଜନକ କଥା କହିଛନ୍ତି ।
ସେ କହିଛନ୍ତି ଯ଼ଦି ଆମେ ଦୃଢ ପଦକ୍ଷେପ ନେବା ତେବେ ୩ୟ ଲହର ଆସିନପାରେ । କୋଭିଡ କଟକଣାକୁ ଯ଼ଦି!-->!-->!-->…
ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ!-->…
ଲକଡାଉନରେ ଘରୁ ଯାଇ ଏତଲା ଆଣିବ ପୁଲିସ, ଆରମ୍ଭ ହେଲା ‘ଇ-ଆସିଷ୍ଟାନ୍ସ’
ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ରୋକିବା ଉଦ୍ଦେଶ୍ୟରେ ଆସନ୍ତାକାଲି ଠାରୁ ଲକଡାଉନ ଲାଗୁ ହେବାକୁ ଥିବା ବେଳେ ଲୋକମାନେ କିଭଳି ଘରୁ ବାହାରକୁ ନ ଆସିବେ, ସେ ନେଇ କମିସନରେଟ ପୁଲିସ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି। ଲକଡାଉନ କାଳରେ ଯେଭଳି କୌଣସି ବ୍ୟକ୍ତି ଥାନାକୁ କୌଣସି!-->…
କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ ସ୍ଥାୟୀ ଭାବେ ଅଚଳ, ସଚଳ କରିବାକୁ ତେଜୁଛି ଦାବି
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ସୃଷ୍ଟି ହୋଇଥିବା ରାଜନୈତିକ ହିଂସା ସହ ଜଡିତ ବିବାଦୀୟ ଟୁଇଟ୍ ପରେ ବହୁଳ ଲୋକପ୍ରିୟ ସାମାଜିକ ଗଣମାଧ୍ୟମ ଟ୍ୱିଟର କଙ୍ଗନା ରାନାୱତଙ୍କ ଆକାଉଣ୍ଟକୁ ସ୍ଥାୟୀଭାବେ ସ୍ଥଗିତ ରଖିଛି। ଟ୍ୱିଟର ଏ ସମ୍ପର୍କରେ ସଫେଇ ଦେଇ କହିଛି, କଙ୍ଗନାଙ୍କ ମନ୍ତବ୍ୟ!-->…
ଆସନ୍ତାକାଲି ଠାରୁ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା
ଭୁବନେଶ୍ୱର : ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ସରକାର ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ମେ ୩୧ ଯାଏଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ନାମା ଜାରି କରାଯାଇଛି।ଏହାସହ!-->…
ଭାରତୀୟ ନିର୍ବାଚନ କମିଶନଙ୍କ ସୂଚନା : ପିପିଲି ଉପନିର୍ବାଚନ ସ୍ଥଗିତ
ଭୁବନେଶ୍ବର: ରାଜ୍ୟରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ରାଜ୍ୟରେ କୋଭିଡ୍ ଲକ୍ଡାଉନ୍ କାରଣରୁ ପିପିଲି ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା କାରଣରୁ ପିପିଲିରେ ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ଏ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ!-->…
ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ରାଜ୍ୟ ସରକାରଙ୍କ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି ଅଭୟକାନ୍ତ ପାଠକ।୧୯୮୭ ବ୍ୟାଚର କ୍ୟାଡର ଆଇଏଫଏସ୍ ଥିଲେ ଅଭୟକାନ୍ତଙ୍କ!-->…
ଥରେ ସିଟି-ସ୍କାନ କରିବା ୩୦୦ ଥର ଛାତି ଏକ୍ସ-ରେ କରିବା ସହ ସମାନ, ସାମାନ୍ୟ କରୋନା ଲକ୍ଷଣ ଥିଲେ ସିଟି ସ୍କାନ କରନ୍ତୁ…
ନୂଆଦିଲ୍ଲୀ : ଦେଶରେ କରୋନା ପରୀକ୍ଷା ପାଇଁ ସିଟି-ସ୍କାନର ଦୁରୁପଯୋଗ କରାଯାଉଛି । ଯେଉଁମାନଙ୍କର ସାମାନ୍ୟ ଲକ୍ଷଣ ରହିଛି ସେମାନେ ସିଟି-ସ୍କାନ କରିବାର ଆଦୌ ଆବଶ୍ୟକତା ନାହିଁ । ଏହାର ଉପକାର ତୁଳନାରେ ଅପକାର ଅଧିକ । କାରଣ ଗୋଟିଏ ଥର ସିଟି ସ୍କାନ କରିବା ଅର୍ଥ ହେଉଛି ୩୦୦ ଥର ଛାତି!-->…
ନିଟ୍ ପିଜି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୋଭିଡ୍ ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅତି କମ୍ରେ ୪ ମାସ ନିଟ୍ ପିଜି ପରୀକ୍ଷା ସ୍ଥଗିତ ରଖାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥର କରୋନା ଡ୍ୟୁଟିରେ ନିୟୋଜିତ ହେବେ ମେଡ଼ିକାଲ୍ ଛାତ୍ରଛାତ୍ରୀ।!-->…
ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ…
ଭୁବନେଶ୍ବର: ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ବୋଲି!-->…