Browsing Category
Regional
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ପଜିଟିଭ୍
ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ସଂକ୍ରମିତ ହୋଇଛନ୍ତି । ଶ୍ରୀ ପୋଖରିୟାଲ ଏକ ଟ୍ୱିଟରେ କହିଛନ୍ତି ଯେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଔଷଧ ସେବନ କରିବା ସହ ଚିକିତ୍ସିତ ହେଉଛନ୍ତି।
ନିକଟରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ କରୋନା!-->!-->!-->…
ଅଗଷ୍ଟ ୧୫ ସୁଦ୍ଧା ଟିକାକରଣ ସାରିବାକୁ କେନ୍ଦ୍ରର ଯୋଜନା
ନୂଆଦିଲ୍ଲୀ: ଆଗାମୀ ସାଢ଼େ ୩ ମାସ ଅର୍ଥାତ ଅଗଷ୍ଟ ୧୫ ସୁଦ୍ଧା ଦେଶରେ ଟିକାକରଣ ଅଭିଯାନ ଶେଷ ହେବ। ୧୮ ବର୍ଷରୁ ଅଧିକ ବୟସର ସମସ୍ତ ବ୍ୟକ୍ତିଙ୍କୁ ଏହି ସମୟ ମଧ୍ୟରେ ଟିକାକରଣ କରାଯିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏଥିପାଇଁ ଦେଶବ୍ୟାପୀ ୧୦ ଲକ୍ଷରୁ ଅଧିକ ଟିକାକରଣ କେନ୍ଦ୍ର!-->…
ରାଜ୍ୟମାନେ ଚାହିଁଲେ ଲକଡାଉନ୍ ଲାଗୁ କରିପାରିବେ- ଅମିତ ଶାହ
ନୂଆଦିଲ୍ଲୀ, ୧୯/୦୪ : ଚିନ୍ତା ବଢାଇଲାଣି କରୋନାର ନୂଆ ଷ୍ଟ୍ରେନ୍। ଦେଶରେ ଦେନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ ସଂକ୍ରମଣ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଲାଣି। ସେପଟେ ଦେଶରେ ପୂର୍ବବତ୍ ଲକଡାଉନ୍ ଲାଗୁ ଆଶଙ୍କା କରି ଲୋକମାନେ!-->…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା
ନୂଆଦିଲ୍ଲୀ: କରୋନା ଟିକା ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ରାଜ୍ୟମାନଙ୍କୁ ଦେଇପାରିବେ ଉତ୍ପାଦକ। ଏଣିକି ରାଜ୍ୟମାନେ ସିଧାସଳଖ ଉତ୍ପାଦକଙ୍କଠାରୁ କିଣି!-->…
୨୪ରୁ ସାରା ଓଡ଼ିଶାରେ ଲାଗୁ ହେଲା ଶନିବାର-ରବିବାର ସପ୍ତାହାନ୍ତ ସଟଡାଉନ
ଭୁବନେଶ୍ଵର : ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ରାଜ୍ୟକୁ ପୁଣି ଫେରିଛି ସପ୍ତାହନ୍ତ ସଟଡାଉନ୍ । ରାଜ୍ୟ ସରକାର ଆଜି ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି । ଆସନ୍ତା ଶନିବାର ଓ ରବିବାରଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସଟଡାଉନ୍ କଟକଣା ଜାରି ରହିବ ।!-->…
ପିପିଲି ଉପନିର୍ବାଚନ: ଶୋଭାଯାତ୍ରା ଓ ନିର୍ବାଚନୀ ସଭା କରିବନି ବିଜେଡ଼ି
ଭୁବନେଶ୍ଵର: ପିପିଲି ଉପନିର୍ବାଚନରେ ଆଉ ରାଲି କରିବନି ବିଜୁ ଜନତା ଦଳ(ବିଜେଡ଼ି)। ସାଧାରଣ ସଭା ଓ ଶୋଭାଯାତ୍ରା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବଢ଼ି ଚାଲିଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଲି ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ନିର୍ବାଚନୀ ସଭା ଓ!-->…
ରାତ୍ରିକାଳୀନ କର୍ଫ୍ୟୁ କଟକଣା ନ ମାନିଲେ, ଫାଇନ ଦେବେ…ଗିରଫ ହେବେ – ପୁଲିସ କମିଶନର
ରାତ୍ରିକାଳୀନ କର୍ଫ୍ୟୁ କଟକଣା ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଇନ ଖିଲାପକାରୀଙ୍କୁ କେବଳ ଫାଇନ ନୁହେଁ, ଆବଶ୍ୟକ ପଡିଲେ ଗିରଫ କରାଯାଇ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି। ଆଜି ଅପରାହ୍ନରେ ଗଣମାଧ୍ୟମକୁ!-->…
ପୁଣି ଥରେ ଲକଡାଉନ ହେଲେ ଅର୍ଥନୀତି ଭୁଷୁଡ଼ିପଡ଼ିବ, ରାଜ୍ୟ ସରକାରଙ୍କୁ ସତର୍କ କରାଇଲା ଫିକ୍କି
ଭୁବନେଶ୍ବର : ଓଡ଼ିଶା ସମେତ ସାରା ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବଢିଚାଲିଥିବାବେଳେ ଓଡ଼ିଶା ସରକାର ଆସନ୍ତା ୧୭ ତାରିଖରୁ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ୧୦ଟି ସୀମାବର୍ତ୍ତୀ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ଘୋଷଣା କରିଛନ୍ତି । ତେବେ ରାଜ୍ୟରେ ପୁଣି ଥରେ ଲକଡାଉନ, ଏପରିକି ଆଂଶିକ!-->…
୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ଆସିବେ ୫୦% କର୍ମଚାରୀ, ଅନଲାଇନରେ ସରିବ କୋର୍ସ
ରାଜ୍ୟରେ ଆସନ୍ତା ୧୯ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ବନ୍ଦ ରହିବା ଓ ସମସ୍ତ ପରୀକ୍ଷା ବନ୍ଦ ରଖିବା ନେଇ ଘୋଷଣା ପରେ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେହିଦିନରୁ ସମସ୍ତ ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ ରଖିବା ନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି କରିଛି। ଏହି ନିର୍ଦ୍ଦେଶନାମା!-->…
ଓଡ଼ିଶାରେ କାଲିଠୁ ନାଇଟ୍ କର୍ଫ୍ୟୁ
ଭୁବନେଶ୍ୱର ୧୫/୪: ରାଜ୍ୟକୁ ପୁଣି ଫେରିଲା କୋଭିଡ୍ କଟକଣା । ରାଜ୍ୟରେ କାଲିଠୁ ନାଇଟ୍ କର୍ଫ୍ୟୁ କଟକଣା ଲାଗିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସଂକ୍ରମଣ ଦେଖି ନୂଆ ପଦକ୍ଷେପ ନେଲେ ରାଜ୍ୟ ସରକାର । ନୂଆ ପଦକ୍ଷେପ ନେଇ ସୂଚନା ଦେଲେ!-->…