Browsing Category
Regional
ରାଜ୍ୟରେ ମାଟ୍ରିକ, +୨ ପରୀକ୍ଷା ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜ୍ୟରେ ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ!-->…
ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ସରକାରଙ୍କ ଲକ୍ଷ୍ୟ: ପ୍ରତାପ ଜେନା
ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ!-->…
କରୋନାର ନୂଆ ରୂପକୁ ନେଇ ସତର୍କ କରାଇଲେ ରାଜ୍ୟ ସରକାର: ନୂଆ ଲକ୍ଷଣ ଏବଂ ନୂଆ ରୂପକୁ ନେଇ ଦେଲେ ସମସ୍ତ ତଥ୍ୟ
ଭୁବନେଶ୍ବର: ସାରା ଦେଶରେ ଏବେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବଢିବାକୁ ଲାଗିଛି । ଆମ ରାଜ୍ୟରେ ମଧ୍ୟ ଦୈନିକ ସଂକ୍ରମଣ ବଢିବାକୁ ଲାଗିଲାଣି । ଏପରି ସ୍ଥିତିରେ ରାଜ୍ୟ ସରକାର କରୋନା ଭୂତାଣୁର ନୂଆ ରୂପକୁ ନେଇ ତମାମ ତଥ୍ୟ ଦେଇଛନ୍ତି ।
କରୋନାର ନୂଆ ରୂପର ନୂଆ ଲକ୍ଷଣ
ଦେହ ହାତ!-->!-->!-->!-->!-->…
ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଇଁ ନୂଆ ମାର୍ଗଦର୍ଶିକା ଜାରି କଲା ବିଏମ୍ସି, କରୋନା କଟକଣା ହେବ କଡ଼ାକଡ଼ି
ଭୁବନେଶ୍ବର: କରୋନା ଭାଇରସ ସଂକ୍ରମଣ ବଢ଼ିଥିବାରୁ ଭବନେଶ୍ବର ମହାନଗର ନିଗମ (ବିଏମ୍ସି) ବୁଧବାର ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକ ପାଇଁ ମାର୍ଗଦର୍ଶିକା ଜାରି କରିଛି। ନୂଆ ମାର୍ଗଦର୍ଶିକା ଅନୁସାରେ ବିଏମ୍ସି ଅଧିନରେ ଥିବା ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନ, ଜୁନିଅର କଲେଜ୍ ଓ ଡିଗ୍ରି!-->…
ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି : ଆସନ୍ତା କାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ
ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି କ୍ରମରେ ନବମ ଓ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ସ୍ଥିର କରିଛନ୍ତି। ତତ୍କାଳ ଆସନ୍ତା କାଲିଠାରୁ ଏହି ନିଷ୍ପତ୍ତି ଲାଗୁ ହେବ। ସମସ୍ତ ସରକାରୀ, ଘରୋଇ ଓ ଅନୁଦାନ ପ୍ରାପ୍ତ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ। କରୋନା!-->…
ଏପ୍ରିଲ ୨ୟ ଭାଗରେ ରେକର୍ଡ ଭାଙ୍ଗିବ ତାତି : ସ୍କାଏମେଟ୍
ଭୁବନେଶ୍ବର : ଚଳିତ ବର୍ଷର ମାର୍ଚ୍ଚ ବିଗତ ୧୨୧ ବର୍ଷରେ ୩ୟ ସର୍ବାଧିକ ଉତ୍ତପ୍ତ ମାର୍ଚ୍ଚ ମାସର ମାନ୍ୟତା ପାଇବା ପରେ ଏବେ ଏପ୍ରିଲରେ ସ୍ଥିତି କଣ ରହିବ ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏପ୍ରିଲ ମାସ ବି ବେଶ ଗରମ ରହିବ, ବିଶେଷକରି ଏପ୍ରିଲର ୨ୟ ଭାଗରେ ରେକର୍ଡ ତାତି ଅନୁଭୂତ ହେବ ।
!-->!-->!-->…
ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାୟକ। ବାରଙ୍ଗ ତହସିଲଦାରଙ୍କ ଗାଡ଼ିରୁ ୧ଲକ୍ଷ ୭ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ତହସିଲଦାର ବିଚିତ୍ରାନନ୍ଦ ନାୟକଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ତହସିଲଦାର ବିଚିତ୍ରାନନ୍ଦ ନାୟକ!-->…
ପରୀ ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି
ଭୁବନେଶ୍ୱର: ନୟାଗଡ଼ ପରୀ ମୃତ୍ୟୁ ମାମଲାର ଶୁଣାଣି ଆସନ୍ତା ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀ ମା’ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ଶୁଣାଇବେ।
!-->!-->!-->…
ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଚାଲିବ ୪ଟି ବିଶେଷ ଟ୍ରେନ
ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଆହୁରି ୪ଟି ବିଶେଷ ଟ୍ରେନ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଛି। ଏହି ଟ୍ରେନ୍ ଗୁଡିକ ହେଉଛି ପୁରୀ-ମୁମ୍ବାଇ ଏଲଟିଟି, ପୁରୀ-ଗାନ୍ଧୀଧାମ, ମୁଜାଫରପୁର-ଯଶୋବନ୍ତପୁର ଏବଂ ଜସିଡିହ-ତାମ୍ବରମ ୦୨୧୪୫/୦୨୧୪୬ ମୁମ୍ବାଇ ଏଲଟିଟି-!-->…
୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ହ୍ରାସ ହେବନି ସିବିଏସଇ ପାଠ୍ୟକ୍ରମ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ – ସିବିଏସଇ ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ନବମରୁ ଦ୍ୱାଦଶ ଶ୍ରେଣୀ ସକାଶେ ପାଠ୍ୟକ୍ରମରେ କୌଣସି ହ୍ରାସ ନ କରିବାକୁ ନିଷ୍ପତ୍ତି ନେଇଛି। ବୋର୍ଡ ନୂଆ ପାଠ୍ୟକ୍ରମ ପ୍ରକାଶ କରିଛି, ଯେଉଁଥିରେ ଗତ ଶିକ୍ଷା ବର୍ଷରେ ଯେଉଁ ପାଠ୍ୟକ୍ରମଗୁଡ଼ିକୁ ହଟାଯାଇଥିଲା!-->…