Browsing Category
Regional
ରାଜ୍ୟର ପ୍ରଥମ ୧୩ ବର୍ଷ ବାଳକର ହୃଦୟ ପ୍ରତିରୋପଣ ସଫଳ
କେନ୍ଦୁଝର ଜିଲ୍ଲାର ୧୩ ବର୍ଷ ବୟସ୍କ ବାଳକ ବାଦଲ ପରିଡାଙ୍କ ହୃଦୟ ପ୍ରତିରୋପଣ ସଫଳ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ ଅନୁଯାୟୀ ପୂର୍ବ ଭାରତର ସବୁଠାରୁ କମ ବୟସର ବାଦଲଙ୍କ କ୍ଷେତ୍ରରେ ଏହି ପ୍ରତିରୋପଣ ସଫଳ ହୋଇଛି। କୋଲକାତା ହାୱଡା ସ୍ତିତ!-->…
ରାଜ୍ୟରେ ଦିନକୁ ୭୩୦୦ ଆରଟିପିସିଆର ଟେଷ୍ଟ କରାଯିବ : ନବ ଦାସ
ଭୁବନେଶ୍ବର : ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୟାନ ରଖିଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି ଯେ ବାହାର ରାଜ୍ୟର କରୋନା ସ୍ଥିତି ଉପରେ ସ୍ବାସ୍ଥ୍ୟ ବିଭାଗ ତୀକ୍ଷଣ ନଜର ରଖିଛି । ରାଜ୍ୟରେ ଦିନକୁ ୭ ହଜାର ୩ ସହ ଆରଟିପିସିଆର ଟେଷ୍ଟ କରିବାକୁ ଧାର୍ଯ୍ୟ!-->…
ବ୍ୟାଙ୍କ ଧର୍ମଘଟ : ସୋମବାର, ମଙ୍ଗଳବାର ବନ୍ଦ ରହିବ ବ୍ୟାଙ୍କ, ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା
ନୂଆଦିଲ୍ଲୀ : ଗତ ଶନିବାର ଓ ଆଜି (ରବିବାର ) ବନ୍ଦ ଥିବା ବ୍ୟାଙ୍କଗୁଡ଼ିକ ଆସନ୍ତା ଦୁଇଦିନ ଅର୍ଥାତ ସୋମବାର ଓ ମଙ୍ଗଳବାର ମଧ୍ୟ ବନ୍ଦ ରହିବ । ଫଳରେ କ୍ରମାଗତ ୪ ଦିନ ବ୍ୟାଙ୍କ ବନ୍ଦ ରହିବା ଫଳରେ ଦେଶରେ ବ୍ୟାଙ୍କ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି ।
ସରକାରଙ୍କ ବ୍ୟାଙ୍କ ମିଶ୍ରଣ!-->!-->!-->…
ଇଂଜିନିୟରିଂ-ପଲିଟେକ୍ନିକ୍ ପିଲାଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର
ଭୁବନେଶ୍ବର: କରୋନା ମହାମାରୀ ଯୋଗୁଁ ଅନେକ ସାଧାରଣ ଜନତାଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ମହାମାରୀ ଯୋଗୁଁ ଲକ୍ଡାଉନ୍ ସମୟରେ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ବବିଦ୍ୟାଳୟ, ଇଂଜିନିୟରିଂ କଲେଜ୍ ଓ ପଲିଟେକ୍ନିକ୍ ଏପ୍ରିଲ ୨୦୨୦ ଠାରୁ ଡିସେମ୍ବର ୨୦୨୦!-->…
ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ଟ୍ବିନ୍ ସିଟି ନୂଆ ପୁଲିସ କମିଶନର
ଭୁବନେଶ୍ବର: ବଦଳିଲେ ଟ୍ବିନ୍ ସିଟି ପୁଲିସ କମିଶନର। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୁଲିସ କମିଶନର। ୧୯୯୫ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ। ସୌମେନ୍ଦ୍ର ପ୍ରିୟଦର୍ଶୀ ଏବେ କ୍ରାଇମ୍ ବ୍ରାଞ୍ଚ ଏଡିଜି ଅଛନ୍ତି। ସୁଧାଂଶୁ ଷଡ଼ଙ୍ଗୀଙ୍କ ସ୍ଥାନରେ ନୂଆ ପୁଲିସ!-->…
ଦେଶର ଯୁବକମାନେ ଆମର ପୂର୍ବପୁରୁଷଙ୍କ ବଳିଦାନକୁ ସ୍ମରଣ କରିବା ଆବଶ୍ୟକ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଦେଶ ଚଳିତ ବର୍ଷ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବ। ଏଥିପାଇଁ ୭୫ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମର ଆୟୋଜନ କରିିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ପକ୍ଷରୁ ଏଥିପାଇଁ ଏକ ୨୫୯ ଜଣିଆ ଜାତୀୟ କମିଟି ଗଠନ କରାଯାଇଛି, ଯେଉଁଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ!-->…
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚେତାବନୀ : ଆସିପାରେ କରୋନା ମହାମାରୀର ତୃତୀୟ କିମ୍ବା ଚତୁର୍ଥ ଲହର
ନୂଆଦିଲ୍ଲୀ : କିଛିଦିନ ଧରି କରୋନା ସଂକ୍ରମଣ ହ୍ରାସ ପରେ ପୁଣି ଥରେ ସାରା ବିଶ୍ୱରେ ଏହାର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସାରା ବିଶ୍ୱରେ ଗତ ୨୪ ଘଣ୍ଟା ମଧ୍ୟରେ ତିନି ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି, ଫଳରେ ସଂକ୍ରମଣ ସଂଖ୍ୟା ୧୧ କୋଟି ୭୦ ଲକ୍ଷରୁ ଅଧିକ ହୋଇଯାଇଛି। ଅନ୍ୟ!-->…
ମୁଖ୍ୟ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ
ଯାଜପୁର : ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯାଉଛି। ବିଭିନ୍ନ ମେଗା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର!-->!-->!-->…
ଶ୍ରୀଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରା: ଦୀପ ଜାଳିବା ପାଇଁ ଏକାଠି ବସି ପାରିବେ ନାହିଁ ଶ୍ରଦ୍ଧାଳୁ
ଭୁବନେଶ୍ବର: ମାର୍ଚ୍ଚ ୧୧ରେ ପଡୁଛି ମହାଶିବ ରାତ୍ରୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ପାଳନ କରାଯିବ। ଏଥର କୋଭିଡ୍ କଟକଣା ମଧ୍ୟରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହେବ। କୋଭିଡ୍ ନିୟମ ପାଳନ କରି ଭକ୍ତମାନେ ଦୀପ ଜାଳିବେ, କିନ୍ତୁ ଜାଗର ଦୀପ ଜାଳିବା ପାଇଁ!-->…
କରୋନା ଟୀକାକରଣ ପାଇଁ ସମୟସୀମାର ଅଙ୍କୁଶ ହଟିଲା,ଏବେ ସପ୍ତାହରେ ସବୁଦିନ ଦିଆଯିବ ଟୀକା:ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ…
ନୂଆଦିଲ୍ଲୀ,୩ ।୩: କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବରେ ନିପାତ କରିବା ପାଇଁ ସାରା ବିଶ୍ୱ ସହିତ ଆମ ଦେଶରେ ଚାଲିଛି ଟୀକାକରଣ । ଏବେ ଟୀକାକଣ ନେଇ କେନ୍ଦ୍ରମନ୍ତ୍ରୀ ହର୍ଷ ବର୍ଦ୍ଧନ ବୁଧବାର କରିଛନ୍ତି ବଡ ଧରଣର ଘୋଷଣା । ସେ କହିଛନ୍ତି, ସରକାର କରୋନା ନିରୋଧି ଟୀକା ଲଗାଇବାର ବେଗ ବଢାଇବା!-->…
