Browsing Category

Regional

କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ କରୋନା ଟିକା ନେଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ ଟିକା ଦେଇଛନ୍ତି। ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ

ଆଜିଠୁ ବୟସ୍କଙ୍କୁ ଟିକାଦାନ

ଭୁବନେଶ୍ୱର : ଷାଠିଏ ବର୍ଷରୁ ଅଧିକ ବୟସ୍କ ସାଧାରଣ ବ୍ୟକ୍ତି ଓ ବହୁବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍‌ ବୟସ୍କ ବ୍ୟକ୍ତିମାନଙ୍କ ଲାଗି ସୋମବାରଠାରୁ ରାଜ୍ୟରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ କରାଯିବ। ୬୦ ବର୍ଷରୁ ଅଧିକ ବୟସ୍କ ସାଧାରଣ ବ୍ୟକ୍ତି ପରିଚୟପତ୍ର ଦେଖାଇ

ଯେଉଁଠି ପଡୁଛି, ଯେତେବେଳେ ପଡୁଛି, ବର୍ଷାକୁ ଧର: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ‘ମନ୍‌କି ବାତ୍‌’ରେ ଜଳ ସଙ୍କଟ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଜଳ ସଂରକ୍ଷଣ ପ୍ରତି ସାମୂହିକ ଦାୟିତ୍ୱବୋଧକୁ ଆମେ ହୃଦୟଙ୍ଗମ କରିବା ଆବଶ୍ୟକ। ଅଳ୍ପ କେତେ ଦିନ ମଧ୍ୟରେ ଜଳଶକ୍ତି ମନ୍ତ୍ରାଳୟ ‘ବର୍ଷା ଧରା’ ଅଭିଯାନ ଆରମ୍ଭ କରିବ। ଏହାର ସ୍ଲୋଗାନ୍‌ ହେଉଛି,

ବେସରକାରୀ ହସ୍ପିଟାଲ୍‌ରେ କ‌ରୋନା ଟିକା ଡୋଜ୍‌ ପିଛା ୨୫୦ ଟଙ୍କା ହୋଇପାରେ : ରିପୋର୍ଟ

ନୂଆଦିଲ୍ଲୀ: ବେସରକାରୀ ହସ୍ପିଟାଲ୍‌ଗୁଡ଼ିକରେ କରୋନା ଭାଇରସ୍‌ ଟିକା ଦର ଡୋଜ୍‌ ପିଛା ୨୫୦ ଟଙ୍କା ହୋଇପାରେ। ଯଦିଓ ଏହି ଟିକା ସରକାରୀ ହସ୍ପିଟାଲ୍‌ରେ ମାଗଣାରେ ଦିଆଯାଉଛି,କିନ୍ତୁ ବେସରକାରୀ ହସ୍ପିଟାଲରେ ଟିକାକରଣ ପାଇଁ ଲୋକମାନଙ୍କୁ ଦେୟ ଦେବାକୁ ପଡ଼ିବ। ତେବେ, ଏଯାବତ୍‌ ଟିକାର

ଆଜି ବି ଭୁବନେଶ୍ବର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ବର: ଆଜି ବି ରାଜଧାନୀ ଭୁବନେଶ୍ବର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଆଜି ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି, ଯାହାକି ସାରା ରାଜ୍ୟରେ ସର୍ବାଧିକ । ଅପରପକ୍ଷରେ ଫୁଲବାଣୀରେ ତାପମାତ୍ରା ସବୁଠାରୁ କମ୍ ରହିଛି। ଏଠାରେ ତାପମାତ୍ରା

ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇ‌ନେଲେ ଦୁର୍ବୃତ୍ତ

କାମାକ୍ଷାନଗର: ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନଲେ ଦୁର୍ବୃତ୍ତ। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖତେଇବେଣି କେନାଲ ନିକଟରେ ଘଟିଛି ଏହି ଭଳି ଘଟଣା। ସୂଚନା ମୁତାବକ ବ୍ୟବସାୟୀ ଜଣଙ୍କ ହେଉଛନ୍ତି ଜୟପୁର ଗ୍ରାମର ଚୈତନ୍ୟ ବେହେରା। ସେ ଆଜି ବ୍ୟବସାୟ ସାରି ଘରକୁ ଫେରୁଥିବା

କ୍ରମାଗତ ଭାବେ ଦ୍ୱିତୀୟ ଦିନ ଦେଶର ଉତ୍ତପ୍ତ ସହର ପାଲଟିଲା ଭୁବନେଶ୍ୱର

ଭୁବନେଶ୍ବର: ଦ୍ବିତୀୟ ଦିନ ଲାଗି ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ସାମ୍ନାକୁ ଆସିଲା ରାଜଧାନୀ ଭୁବନେଶ୍ୱର । ଆଜି ଦିନବେଳା ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି, ଯାହା ଗତ ୧୦ ବର୍ଷରେ ତୃତୀୟ ସର୍ବାଧିକ ବୋଲି କୁହାଯାଉଛି । ତେବେ ଆସନ୍ତା ୫ ଦିନ

ଫେବ୍ରୁଆରି ମାସରେ ଥିବା କରୋନା ଗାଇଡଲାଇନ୍ ଅବଧିକୁ ମାର୍ଚ୍ଚ ୩୧ ଯାଏ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା ଗାଇଡଲାଇନ୍ ଅବଧି । କରୋନା ସଂକ୍ରମଣ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ । ଗାଇଡଲାଇନ୍ ଅନୁଯାୟୀ, ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା ଓ ସାବଧାନତା । ତେବେ ଟିକାକରଣ ତ୍ୱରାନ୍ୱିତ କରିବାକୁ

ସୋସିଆଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ପାଇଁ ଗାଇଡଲାଇନ୍ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଭାରତ ସରକାର ଆଜି ସୋସିଆଲ ମିଡିଆ ପ୍ଲାଟଫର୍ମ, ଓଟିଟି ପ୍ଲାଟଫର୍ମ ଏବଂ ଡିଜିଟାଲ ମିଡିଆ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ଆଜି କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଓ ପ୍ରକାଶ ଜାଭଡେକର ଗାଇଡଲାଇନ ବିିଷୟରେ

ମେ’ ୧୮ରୁ +୨ ପରୀକ୍ଷା : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ଦ୍ୱାରା ପରିଚାଳିତ +୨ ପରୀକ୍ଷା ତାରିଖ ବୁଧବାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’ ୧୮ ତାରିଖରୁ ଆରମ୍ଭ ହୋଇ ଜୁନ୍‌ ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।
error: Content is protected !!
Open chat