Browsing Category

Regional

ଅପରେସନ୍ ସାଇଲେଣ୍ଟ ଭାଇପରକୁ ସଫଳତା: ଅପରାଧର ୨୨ ବର୍ଷ ପରେ ବହୁଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ…

କଟକ: ୧୯୯୯ ମସିହାରେ ଘଟିଥିବା ଏକ ବହୁଚର୍ଚ୍ଚିତ ଗଣଦୁ‌ର୍ଷ୍କମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ଗିରଫ କରିଛି କମିସନରେଟ ପୁଲିସ। ଘଟଣାରେ ସମ୍ପୃକ୍ତ ଥିବା ତିନି ଅଭିଯୁକ୍ତଙ୍କ ମଧ୍ୟରୁ ପୂର୍ବରୁ ଦୁଇ ଜଣଙ୍କୁ ପୁଲିସ ଗିରଫ କରିଥିବାବେଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା

ବୈଦିକ ଶିକ୍ଷାକୁ ଗୁରୁତ୍ବ; ଗଠନ ହେବ ସ୍ବତନ୍ତ୍ର ଶିକ୍ଷା ବୋର୍ଡ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଦେଶରେ ବୈଦିକ ଶିକ୍ଷାକୁ ପ୍ରୋତ୍ସାହନ ଦେବା ନିମନ୍ତେ ‘ବୈଦିକ ଶିକ୍ଷା ବୋର୍ଡ’ ଗଠନ କରିବାକୁ ଯାଉଛନ୍ତି। ଏ ଦିଗରେ ବିଚାରବିମର୍ଶ ଚାଲିଛି। ସ୍କୁଲ ପାଠ୍ୟକ୍ରମରେ ମଧ୍ୟ ବୈଦିକ ଶିକ୍ଷାକୁ ସାମିଲ କରିବା ପାଇଁ ବିଚାର କରାଯାଉଛି। ବୈଦିକ ଶିକ୍ଷା ବୋର୍ଡ ସ୍ଥାପନ

କରୋନା କଟକଣା ନେଇ ଏସଆରସିଙ୍କ ଚିଠି, ବାହାର ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ଓଡିଶାରେ କଡାକଡି ହେବ କୋଭିଡ ନିୟମ

ଭୁବନେଶ୍ବର: କରୋନା ନିୟମ କଡ଼ାକଡ଼ି ପାଇଁ ଚିଠି ଲେଖିଲେ ଏସଆରସି । ସମସ୍ତ ଜିଲ୍ଲାପାଳ, ମୁନିସପାଲ କମିସନର ଓ ଏସପିଙ୍କୁ ଚିଠି ଲେଖିଲେ ଏସଆରସି । କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନିୟମ କଡ଼ାକଡ଼ି ପାଇଁ ନିର୍ଦ୍ଦେଶ ରହିଛି । ମାସ୍କ ବ୍ୟବହାର, ସାନିଟାଇଜର ବ୍ୟବହାର ଓ

ସଂକଟ‌ରେ ପୁଡୁଚେରୀ ସରକାର: ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ କଂଗ୍ରେସର ଆଉ ଜଣେ ବିଧାୟକଙ୍କ ଇସ୍ତଫା

ପୁଡୁଚେରୀ: ସଂକଟ‌ରେ ପୁଡୁଚେରୀ ସରକାର। ପୁଣି ଶାସକ କଂଗ୍ରେସ ଦଳରୁ ଜଣେ ବିଧାୟକ ଇସ୍ତଫା ଦେଇ ମୁଖ୍ୟମନ୍ତ୍ରୀ ନାରାୟଣସାମୀଙ୍କୁ ଚିନ୍ତାରେ ପକାଇଛନ୍ତି। ବିଧାନସଭାରେ ପୁଡୁଚେରୀ ସରକାରଙ୍କ ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବାର ସୂଚନା ମିଳିଛି।

ଡରାଇଲା କରୋନା: ପୁଣେରେ ଫେରିଲା ନାଇଟ୍‍ କର୍ଫ୍ୟୁ, ୨୮ ଯାଏଁ ସ୍କୁଲ କଲେଜ ବନ୍ଦ

ପୁଣେ: କରୋନାର ଭୟାବହତା ପୁଣି ବୃଦ୍ଧି ପାଉଥିବାରୁ ପୁଣେରେ ଫେରିଲା ନାଇଟ୍‍ କର୍ଫ୍ୟୁ। ସୋମବାରଠାରୁ ପୁଣେରେ ରାତି ୧୧ଟାରୁ ସକାଳ ୬ଟା ଯାଏ ଜାରି ରହିବ ନାଇଟ୍‍ କର୍ଫ୍ୟୁ। କେବଳ ଅତ୍ୟାବଶ୍ୟକ ସେବା କଟକଣାରୁ ବାଦ୍‍ ପଡ଼ିବ। ଏହାସହିତ ଫେବୃୟାରୀ ୨୮ ଯାଏଁ ପୁଣେରେ ସ୍କୁଲ ଓ କଲେଜ ବନ୍ଦ ରହିବ।

କଂଗ୍ରେସ ନେତା ସତୀଶ ଶର୍ମାଙ୍କ ପାର୍ଥିବ ଶରୀରକୁ କାନ୍ଧଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯/୦୨ : ବରିଷ୍ଠ କଂଗ୍ରେସ ନେତା କ୍ୟାପଟେନ୍ ସତୀଶ ଶର୍ମାଙ୍କ ଆଜି ଦିଲ୍ଲୀରେ ଅନ୍ତିମ ସଂସ୍କାର ହୋଇଛି। ସତୀଶ ଶର୍ମାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ କାନ୍ଧ ଦେଇଛନ୍ତି। ବୁଧବାର ଦିନ ସତୀଶଙ୍କର ପରଲୋକ ହୋଇଥିଲା। ସେ କ୍ୟାନସରରେ ପୀଡିତ ଥିଲେ। ତେବେ

ଅବହେଳା କରନ୍ତୁ ନାହିଁ, ପୁଣି ଫେରିପାରେ କରୋନା ଭାଇରସ୍‌: ପ୍ରଫେସର ମହାପାତ୍ର

ଭୁବନେଶ୍ୱର : କୋଭିଡ-୧୯ର ଭୟ କିଛି ଟା ହ୍ରାସ ପାଉଥିବା ଜଣାପଡୁଥିଲେ ମଧ୍ୟ ଲୋକମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ କୋଭିଡ ନିୟମାବଳୀକୁ ଦୃଢ଼ଭାବେ ପାଳନ କରିବା ଉଚିତ୍‌ ବୋଲି ବିଶିଷ୍ଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର ମହାପାତ୍ର ମତ ଦେଇଛନ୍ତି । ଓଡ଼ିଶାରେ କରୋନା ସଂକ୍ରମିତ

ଭାରତକୁ ବ୍ୟାପିଲା ଦକ୍ଷିଣ ଆଫ୍ରିକା, ବ୍ରାଜିଲ ଭୂତାଣୁ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲରେ ଦେଖାଯାଇଥିବା ନୂଆ ଭାରିଏଣ୍ଟ (ପ୍ରକାର) କରୋନା ଭୂତାଣୁ ଭାରତକୁ ସଂକ୍ରମିତ ହୋଇଛି। ଭାରତକୁ ଏହି ନୂଆ ପ୍ରକାରର ଭୂତାଣୁ ସଂକ୍ରମଣ ସମ୍ପର୍କରେ ଆଇସିଏମ୍‌ଆର ମହାନିର୍ଦେଶକ ଡାକ୍ତର ବଳରାମ ଭାର୍ଗବ ମଙ୍ଗଳବାର ସୂଚନା ଦେଇଛନ୍ତି। ଜଣେ ଭାରତୀୟ

ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର: ହଠାତ୍‍ ଅସୁସ୍ଥ୍‍ ହେବାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା। ମଙ୍ଗଳବାର ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ପ୍ରଥମେ ତାଙ୍କୁ ଯୋଡ଼ା ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ

ଫ୍ୟାମିଲି ପେନସନ୍ ସୀମା ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି : ଡ. ଜିତେନ୍ଦ୍ର ସିଂ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଫ୍ୟାମିଲି ପେନସନ୍ କ୍ଷେତ୍ରରେ ଏକ ସୁଦୂରପ୍ରସାରୀ ସଂସ୍କାର ଆଣିଛନ୍ତି। ଏହାର ସର୍ବାଧିକ ସୀମାକୁ ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର (ଡୋନିଅର) ରାଷ୍ଟ୍ରମନ୍ତ୍ରୀ
error: Content is protected !!
Open chat