Browsing Category

Regional

୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ପ୍ରଥମ ଦଫାରେ ଦିଆଯିବ କରୋନା ଟିକା

କରୋନା ପ୍ରତିଷେଧକ ପ୍ରଥମେ ସ୍ୱାସ୍ଥ୍ୟକ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଓ ସ୍ୱେଚ୍ଛାସେବୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ। ତା’ଛଡା ୫୦ବର୍ଷରୁ ଅଧିକ ବୟସର ଲୋକଙ୍କୁ ମଧ୍ୟ କୋଭିଡ ପ୍ରତିଷେଧକ ପ୍ରଥମ ଦଫାରେ ଦିଆଯିବ। ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଯୋଜନା ପ୍ରସ୍ତୁତ କରିଛି।

ମୋଦୀଙ୍କୁ ମିଳିଲା ସର୍ବୋଚ୍ଚ ଆମେରିକୀୟ ସମ୍ମାନ ‘ଲେଜିଅନ ଅଫ ମେରିଟ୍‌’

ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ‘ଲେଜିଅନ ଅଫ ମେରିଟ୍‌’ରେ ସମ୍ମାନିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ରଣନୀତିକ ଭାଗିଦାରୀ ବୃଦ୍ଧି ତଥା ଭାରତକୁ ଏକ

ପରୀ ହତ୍ୟାକାଣ୍ଡ ମାମଲା: ସନ୍ଦିଗ୍ଧ ସରୋଜଙ୍କ ସମେତ ମା’ ଓ ଭଉଣୀଙ୍କୁ ଉଠାଇ ନେଲା ଏସ୍ଆଇଟି

ନୟାଗଡ଼: ପରୀ ହତ୍ୟାକାଣ୍ଡ ମାମଲାରେ ସନ୍ଦିଗ୍ଧ କଲେଜ ଛାତ୍ର ସରୋଜ ସେଠୀଙ୍କୁ ଆଜି ସକାଳେ ଏସ୍ ଆଇ ଟି ଉଠାଇ ନେଇଛି। ସରୋଜଙ୍କ ମା’, ବଡ଼ ଭଉଣୀଙ୍କୁ ମଧ୍ୟ ଏସ୍ ଆଇଟି ଉଠାଇଛି। ତେବେ ସେମାନଙ୍କୁ ନୟାଗଡ଼ରୁ ବାହାରକୁ ଜେରା କିମ୍ବା ଅନ୍ୟ କୌଣସି କାରଣ ପାଇଁ ନିଆ ଯାଇଥିବା ଖବର ମିଳିଛି।ଆଜି

‘ଅବଢ଼ା’ ଯୋଜନାରେ ନିର୍ମାଣ ହେବ ଧର୍ମଶାଳା, ମାତ୍ର ୧୦୦ ଟଙ୍କାରେ ପୁରୀରେ ରହିପାରିବେ ଭକ୍ତ

ପୁରୀ : ଏଣିକି ମାତ୍ର ୧୦୦ ଟଙ୍କା ମଧ୍ୟରେ ପୁରୀରେ ରହଣୀର ସୁବିଧା ପାଇପାରିବେ ଶ୍ରଦ୍ଧାଳୁ ।ପୁରୀକୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିବା ଭକ୍ତଙ୍କୁ ରହିବାକୁ ଏଣିକି ଆଉ କୌଣସି ଅସୁବିଧା ହେବ ନାହିଁ କିମ୍ବା କୋଣସି ହୋଟେଲରେ ଅଧିକ ଦର ଦେଇ ରହିବାକୁ ପଡିବନି । ଏଣିକି ମାତ୍ର ଶହେ

ଭାରତ ବିରୁଦ୍ଧରେ କୌଣସି ଦେଶ ଯୁଦ୍ଧ ଆରମ୍ଭ କଲେ, ଉଚିତ ଜବାବ୍‍ ଦେବାକୁ ଦେଶ ବେଶ୍‍ ସକ୍ଷମ : ରାଜନାଥ

ହାଇଦ୍ରାବାଦ :​‌ ଭାରତ ବିରୁଦ୍ଧରେ ଯଦି କୌଣସି ଦେଶ ଯୁଦ୍ଧ ଆରମ୍ଭ କରେ, ତେବେ ଏହାର ଉଚିତ ଜବାବ୍‍ ଦେବାକୁ ଦେଶ ବେଶ୍‍ ସକ୍ଷମ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି। ଯୁଦ୍ଧ କୌଶଳ ଓ ଶୈଳୀରେ ପରିବର୍ତ୍ତନ ଘଟୁଥିବା ଦର୍ଶାଇ ଶ୍ରୀ ସିଂହ ବିମାନ ବାହିନୀର ନବନିଯୁକ୍ତ

ବିଦ୍ୟୁତ ତାର ଛିଣ୍ଡିବାରୁ ଧାନ ଅମଳ ମେସିନ ସହ ଜଳିଗଲେ ଟ୍ରାକ୍ଟର ଚାଳକ

ବୁଗୁଡ଼ା: ଗଂଜାମ ଜିଲ୍ଲା ବୁଗୁଡ଼ା ଥାନା ଅଂଚଳରେ ଆଜି ଅପରାହ୍ନରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଲଗାଇ ଧାନ ଅମଳ କରୁଥିବା ବେଳେ ଖଳା ଉପର ଦେଇ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିଛି। ଫଳରେ ଟ୍ରାକ୍ଟର ଚାଳକଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତକ ହେଲେ ମନୋଜ କୁମାର ପ୍ରଧାନ

ପରୀ ହତ୍ୟା ଘଟଣା : ଏସ୍‌ଆଇଟି ତଦନ୍ତକୁ ନେଇ ଅସନ୍ତୁଷ୍ଟ ଏନସିପିସିଆର୍, କେନ୍ଦ୍ରୀୟ ସଂସ୍ଥା ଦ୍ବାରା ତଦନ୍ତ ପାଇଁ…

ନୂଆଦିଲ୍ଲୀ : ରାଜ୍ୟର ବହୁ ଚର୍ଚ୍ଚତ ନୟାଗଡ଼ ଜିଲା ଯଦୁପୁର ଗ୍ରାମର ପରୀ ହତ୍ୟା ଘଟଣାର ଏସ୍‌ଆଇଟି ତଦନ୍ତକୁ ନେଇ ଅସନ୍ତୁଷ୍ଟ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ (ଏନସିପିସିଆର୍) ।ରାଜ୍ୟ ସରକାରଙ୍କ ନିର୍ଦେଶରେ କରାଯାଉଥିବା ଏସ୍‌ଆଇଟି ତଦନ୍ତରେ ତୃଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉତ୍କଳ ବିଶ୍ୱବିଦ୍ୟାଳୟର ବରିଷ୍ଠ ଆକାଉଣ୍ଟ୍‌ସ୍‌ ଅଫିସର୍‌ଙ୍କ ଘରେ…

ଭୁବନେଶ୍ୱର: ଆୟବର୍ହିଭୂତ ତଥା ଅଜ୍ଞାତ ସୂତ୍ରରୁ ଉପାର୍ଜିତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଶନିବାର ଦିନ ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ବରିଷ୍ଠ ଆକାଉଣ୍ଟ୍‌ସ୍‌ ଅଫିସର୍‌ଙ୍କ ଘରେ ଭିଜିଲାନ୍‌ସ୍‌ ତରଫରୁ ଚଢ଼ାଉ ଆରମ୍ଭ ହୋଇଛି। ଭୁବନେଶ୍ୱର ସ୍ପେସାଲ୍‌ ଭିଜିଲାନ୍‌ସ୍‌ ଜଜ୍‌ଙ୍କ ସର୍ଚ

ପଶ୍ଚିମବଙ୍ଗରେ ଅମିତ ଶାହ: ରାମକୃଷ୍ଣ ଆଶ୍ରମରେ ସ୍ବାମୀ ବିବେକାନନ୍ଦଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

କଲକାତା: ଆଉ କିଛି ମାସ ପରେ ପଶ୍ଚିମବଙ୍ଗରେ ହେବ ବିଧାନସଭା ନିର୍ବାଚନ। ଏଥର ପଶ୍ଚିମବଙ୍ଗକୁ ଦଖଲ କରିବା ଲାଗି ବିଜେପି ଜୋରଦାର ଉଦ୍ୟମ ଚଳାଇଥିବାବେଳେ ଶାସକ ଟିଏମ୍‌ସି କ୍ଷମତା ବଜାୟ ରଖିବାକୁ ନିଜର ପ୍ରୟାସ ଜାରି ରଖିଛି। ତେବେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ବିଧାୟକ ଏବଂ ନେତାମାନେ ଦଳ

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀରେ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ଆଜି ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫- ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଭକ୍ତଙ୍କ ଦର୍ଶନ ପାଇଁ କେଉଁ ସବୁ ବ୍ୟବସ୍ଥା କରାଯାଇଛି ସେନେଇ ଜିଲ୍ଲାପାଳ ଓ ଏସପିଙ୍କ
error: Content is protected !!
Open chat