Browsing Category
Regional
ଆସନ୍ତା ଶିକ୍ଷାବର୍ଷରୁ ସ୍କୁଲରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ ଜଳଖିଆ
ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ (୨୦୨୧-୨୨)ରୁ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଜଳଖିଆ ଦିଆଯିବ। ବିଦ୍ୟାର୍ଥୀଙ୍କୁ ଦୁଇଓଳି ବିଦ୍ୟାଳୟରେ ଖାଇବାକୁ ଦିଆଯିବ। ଜାତୀୟ ଶିକ୍ଷା ନୀତିରେ ଏନେଇ ପ୍ରସ୍ତାବ ରହିଛି। ଜାତୀୟ ଶିକ୍ଷା ନୀତିକୁ କେନ୍ଦ୍ର କ୍ୟାବିନେଟ୍ ପକ୍ଷରୁ!-->…
ଆଜି ଶେଷ ଟି-୨୦ : ସିରିଜ୍ ପୋଛିବା ଲକ୍ଷ୍ୟରେ ଭାରତ
ସିଡ୍ନୀ : ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ମଙ୍ଗଳବାର ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ମଧ୍ୟରେ ଟ୍ବେଣ୍ଟି୨୦ ସିରିଜ୍ର ଅନ୍ତିମ ମ୍ୟାଚ ଖେଳାଯିବ। ଭାରତ ନିକଟରୁ ପ୍ରଥମ ଦୁଇ ଟ୍ବେଣ୍ଟି୨୦ ମ୍ୟାଚରେ ପରାଜିତ ହେବା ପରେ ଘରୋଇ ଅଷ୍ଟ୍ରେଲିଆ ତୃତୀୟ ମ୍ୟାଚ ଜିତି ହ୍ବାଇଟ୍ୱାଶ ଏଡାଇବାକୁ!-->…
ଆଜି ଭାରତ ବନ୍ଦ : ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବନ୍ଦ ପାଳନ
ଶାନ୍ତିରକ୍ଷା ପାଇଁ କୃଷକ ନେତାଙ୍କ ନିବେଦନ
ନୂଆଦିଲ୍ଲୀ : କୃଷି ଆଇନ ପ୍ରତ୍ୟାହାର ଦାବିରେ ଦୀର୍ଘ ୧୨ଦିନ ଧରି କୃଷକଙ୍କ ଆନ୍ଦୋଳନ ପରିପ୍ରେକ୍ଷୀରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଆସନ୍ତା କାଲି(ମଙ୍ଗଳବାର) ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା କାଳ ଏହି!-->!-->!-->…
ନିରାଶ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ମିଳିଲାନି ଜାମିନ
ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଥିବାର ଖବର ମିଳିଛି। ଦୁର୍ନୀତି ଅଭିଯୋଗରେ ଝାରପଡ଼ା ଜେଲରେ ଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଭୁବନେଶ୍ୱର ଏଡିଜେ-୩ ଖାରଜ କରିଥିବା ଜଣାଯାଇଛି।ଉଲ୍ଲେଖଯୋଗ୍ୟ, ଆଜି ପୂର୍ବାହ୍ନରେ କୋର୍ଟ!-->…
ବଢିଲା ବସ ଭଡା : ଡିଲକ୍ସ ଓ ଏସି ଡିଲକ୍ସ ବସ କିଲୋମିଟର ପିଛା ୨ ପଇସା ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାର ବସ୍ ଭଡ଼ା ବଢ଼ାଇ ଦେଇଛନ୍ତି। ତେଲ ଦର ବଢ଼ିଥିବାରୁ ବସ୍ ଭଡ଼ା ବଢ଼ା ଯାଇଛି। ସାଧାରଣ ଓ ଏକ୍ସପ୍ରେସ ବସଭଡ଼ା କିଲୋମିଟର ପିଛା ୧ ପଇସା ଓ ଡିଲକ୍ସ ଏବଂ ଏସି ଡିଲକ୍ସ ବସଭଡ଼ା କିଲୋମିଟର ପିଛା ୨ ପଇସା ବଢ଼ାଇଛନ୍ତି। ସାଧାରଣ ବସ୍ ଭଡ଼ା ୭୨ରୁ ବଢ଼ି ୭୩ ପଇସା ହୋଇଥିବା!-->…
‘ଭାରତ ବନ୍ଦ’ ସମୟରେ ଶାନ୍ତିରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦେଶ
ନୂଆଦିଲ୍ଲୀ: କୃଷକ ସଂଗଠନ ଡାକରା ଦେଇଥିବା ‘ଭାରତ ବନ୍ଦ’ ସମୟରେ ଶାନ୍ତି ବଜାୟ ରଖିବା ଏବଂ ଏହାକୁ ସୁନିଶ୍ଚିତ କରିବା ନିମନ୍ତେ ବିଭିନ୍ନ ରାଜ୍ୟକୁ ପରାମର୍ଶ ଦେଇଛି କେନ୍ଦ୍ର । ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି । ମଙ୍ଗଳବାର ଭାରତ!-->…
କରୋନା ଟିକା ପାଇଁ ଦେଶବାସୀଙ୍କୁ ଅଧିକ ଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: କରୋନା ଟିକା ପାଇଁ ଦେଶବାସୀଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଖୁବ ଶୀଘ୍ର ଦେଶବାସୀ କରୋନା ଟିକା ନେବେ। ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଗ୍ରା ମେଟ୍ରୋ ପ୍ରକଳ୍ପର ଉଦଘାଟନ କରିବା ସମୟରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଆଗ୍ରା!-->!-->!-->!-->!-->…
ଭାରତ ବନ୍ଦ ଯୋଗୁଁ ଜାନୁଆରି ୨କୁ ଘୁଞ୍ଚିଲା ଓଡ଼ିଶା ପ୍ରଶାସନିକ ସେବା ମୁଖ୍ୟ ପରୀକ୍ଷା
ଭୁବନେଶ୍ୱର : କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡ଼ିକଭାରତ ବନ୍ଦ ଡକରା ଦେଇଥିବାରୁ ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି ।
ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଆଜି ଜାରି ଏକ!-->!-->!-->!-->!-->…
‘କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍ଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ: ବ୍ରିଟିଶ ଫାଇଜର୍ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି ମାଗିଛି। ତେବେ ଏପରି ଆବେଦନ କରିବାରେ ସେରମ୍!-->…
ଓଡ଼ିଶାର ଆଉ ୪ଟି ବେଳାଭୂମିକୁ ମିଳିବ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା
ଭୁବନେଶ୍ୱର : ଓଡିଶାର ଆଉ ୪ଟି ବ୍ଲୁ ଫ୍ଲାଗ ବିଚ ଖୋଲିବ। ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ଅନ୍ତର୍ଜାତୀୟ ସୁବିଧା ଉପଲବ୍ଧ ହେବ। ପୁରୀ ବେଳାଭୂମିକୁ ଓଡିଶାର ପ୍ରଥମ ବ୍ଲୁ ଫ୍ଳାଗ ବିଚ ମାନ୍ୟତା ମିଳିଥିଲା। ୨୦୨୧ ଶେଷ ସୁଦ୍ଧା ରାଜ୍ୟର ଆଉ ୪ଟି ବେଳାଭୂମିକୁ ବ୍ଲୁ ଫ୍ଲାଗ ବିଚ ମାନ୍ୟତା ପଦକ!-->…
