Browsing Category

Regional

ଆକାଶ ପାଠକ ଆମର କର୍ମଚାରୀ ନୁହେଁ: ଟାଟା

ଭୁବନେଶ୍ୱର: ଆଇଏଏଫ୍‌ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ଆମର କର୍ମଚାରୀ ନୁହେଁ। ଟ୍ରାଭେଲ୍ ଏଜେନ୍ସି ସ୍କାଏ କିିଙ୍ଗ ସହ ଆମର କୌଣସି ବ୍ୟାବସାୟିକ ସଂପର୍କ ନାହିଁ ବୋଲି ଟାଟା କଂପାନି ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ସ୍କାଏ କିଙ୍ଗ ସହିତ ଆମର କୌଣସି କାରବାର ହୋଇ ନାହିଁ। ସ୍କାଏ

ବାଇକ୍ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍ ପିନ୍ଧିନଥିଲେ ଚଳାଉଥିବା ବ୍ୟକ୍ତିର ଲାଇସେନ୍ସ ରଦ୍ଦ ହେବ

ଭୁବନେଶ୍ବର : ଏଣିକି ବାଇକ, ସ୍କୁଟର ଆଦି ଦୁଇଚକିଆ ଯାନର ପଛ ସିଟରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧିବା ବାଧ୍ୟତାମୂଳକ ହେବ । ପଛ ସିଟରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧି ନଥିଲେ, ଗାଡ଼ି ଚଳାଉଥିବା ବ୍ୟକ୍ତିର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ । ଟ୍ବିଟ୍ କରି ଏପରି ଚେତାବନୀ ଶୁଣାଇଛି

ଦୁଇ ସପ୍ତାହ ସମୟ ଦିଅନ୍ତୁ ଖୋଲିବ ‘ପରୀ ହତ୍ୟାକାଣ୍ଡ’ର ଗୁମର : ଅରୁଣ ବ୍ରୋଥା

ଭୁବନେଶ୍ବର : ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାର ତଦନ୍ତ କରୁଛି ଏସଆଇଟି । ତଦନ୍ତ ଭାର ଗ୍ରହଣ କରିବା ପରେ ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ଏବଂ ଟିମ୍‌ ନୟାଗଡ ଗସ୍ତ କରି ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ପରୀର ଗାଁ ଯଦୁପୁର ଯାଇ ପରୀର ମୃତଦେହ

ପିଏଚଡି, ପିଜିି ଓ ଏମ.ଫିଲ ପିଲାଙ୍କ ପାଇଁ ଖୋଲିବ ବିଶ୍ୱବିଦ୍ୟାଳୟ ଓ କଲେଜ ଲାବୋରେଟୋରୀ

ଭୁବନେଶ୍ବର: ନଭେମ୍ବର ୩୦ରେ ଡିସେମ୍ବର ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରିଥିଲେ ରାଜ୍ୟ ସରକାର। ଏହି ଗାଇଡଲାଇନରେ ଡିସେମ୍ବର ୧ରୁ ରାଜ୍ୟରେ ସମସ୍ତ ମେଡିକାଲ କଲେଜ କୋଭିଡ ଗାଇଡଲାଇନ ସହ ଖୋଲିବାକୁ ଅନୁମତି ଦେବା ସହ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାର

କୃଷକଙ୍କ ସମସ୍ତ ପ୍ରସଙ୍ଗ ଉପରେ ଖୋଲା ମନରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ : ଶନିବାର ୫ମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ : ସରକାର ଏବଂ କୃଷକ ପ୍ରତିନିଧୀଙ୍କ ମଧ୍ୟରେ ୩ଟି କୃଷି ଆଇନକୁ ନେଇ ଚତୁର୍ଥ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି । ତେବେ କିଛି ଚୁଡାନ୍ତ ନିଷ୍ପତ୍ତି ହୋଇ ପାରି ନାହିଁ। ଏହି ବୈଠକରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ସରକାରୀ

ଚାକିରି ଦେବା ନାଁରେ ଠକେଇ, ଜାଲିଆତି ଅଭିଯୋଗ ମାମଲା: ଜାମିନ ଖାରଜ ପରେ ଝାରପଡ଼ା ଜେଲ୍‌ ଗଲେ ପ୍ରଦୀପ

ଭୁବନେଶ୍ୱର,୦୪/୧୨: ଚାରି ଦିନ ତଳେ ଦଳରୁ ତଡ଼ା ଖାଇଥିଲେ ଜନ ବିରୋଧୀ କାର୍ଯ୍ୟ ପାଇଁ । ଗତକାଲି ଗିରଫ ହୋଇଛନ୍ତି। ଅଭିଯୋଗ, ଚାକିରି ଦେବା ନାମରେ ଠକୁଥିଲେ । କୋଟି କୋଟି ଟଙ୍କା ଆଦାୟ କରିଛନ୍ତି । ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର

ବାସଭବନରୁ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ

ସ୍ବାମୀଙ୍କ ଜୀବନ ପ୍ରତି ବିପଦ, କିଛି ହେଲେ ମୁଖ୍ୟମନ୍ତ୍ରୀ ଦାୟୀ: ପତ୍ନୀ ସୁଜାତା ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ  ତାଙ୍କ ଭୁବନେଶ୍ବର ବାସଭବନରୁ ଉଠାଇ ନେଇଛି କ୍ରାଇମ୍‌ବ୍ରାଞ୍ଚ। ଏ ସମ୍ପର୍କରେ କ୍ରାଇମବ୍ରାଞ୍ଚ ସୂଚନା ଦେଇଛି । ତାଙ୍କୁ ପଚରାଉଚରା କରାଯିବ

ବିପଜ୍ଜନକ ନିଶା (ଡ଼୍ରଗ୍) ତାଲିକାରୁ ହଟିଲା ଗଞ୍ଜେଇ

ଭିଏନା: ମିଳିତ ଜାତିସଂଘ ବିଶ୍ବର ବିପଜ୍ଜନକ ନିଶା (ଡ଼୍ରଗ୍) ତାଲିକାରୁ ଗଞ୍ଜେଇକୁ ବାଦ ଦେଇଛି । ନାରକୋଟିକ୍ସ ସଂକ୍ରାନ୍ତ ୧୯୬୧ କନଭେନସନ ତାଲିକାରୁ ଗଞ୍ଜେଇର ପତ୍ର ଓ ଗଞ୍ଜେଇର କଢ଼କୁ ବାଦ ଦେବା ନିମନ୍ତେ ହୋଇଥିବା ଭୋଟ ୨୭-୨୫ ଭୋଟରେ ଗୃହୀତ ହୋଇଛି । ଫଳରେ ଆନ୍ତର୍ଜାତିକସ୍ତରରେ ଗଞ୍ଜେଇ

ଜାନୁଆରି ପ୍ରଥମଭାଗ ସୁଦ୍ଧା ଭାରତରେ କରୋନା ଟିକାକୁ ଅନୁମତି ମିଳିବା ସମ୍ଭାବନା : ଏମ୍ସ ମୁଖ୍ୟ

ନୂଆଦିଲ୍ଲୀ : କରୋନା ଟିକାକୁ ସାରା ଦେଶର ଲୋକେ ଅପେକ୍ଷା କରିଥିବାବେଳେ ଏମ୍ସ ନିର୍ଦ୍ଦେଶକ ଡଃ. ରଣଦୀପ ଗୁଲେରିଆ ଆଜି କହିଛନ୍ତି ଯେ ଚଳିତ ମାସ ଶେଷ କିମ୍ବା ଜାନୁଆରି ପ୍ରଥମ ଭାଗ ସୁଦ୍ଧା ଟିକା ଆସିଯିବ ବୋଲି ସେ ଆଶା କରୁଛନ୍ତି । ସେ କହିଛନ୍ତି ଯେ ଭାରତରେ ଟିକା ଗୁଡ଼ିକର

ପରୀ ଯଦି ନ୍ୟାୟ ନପାଇଲା ତେବେ ସରକାରଙ୍କ କ୍ଷମତାରେ ରହିବାର ଅଧିକାର ନାହିଁ : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର : ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ରହିଛି। ପରୀକୁ କିଏ ହତ୍ୟା କରିଛି, କାହିଁକି ହତ୍ୟା କରିଛି ଓ ଏହା ପଛର ମୁଖ୍ୟ ଖଳନାୟକ କିଏ, ତାକୁ ଜାଣିବା ପାଇଁ ସମସ୍ତେ ଉକ୍ରଣ୍ଠାର ସହ ଚାହିଁବସିଛନ୍ତି । ତେବେ ଏହାରି  ନୟାଗଡ଼ର ପରୀ ହତ୍ୟା
error: Content is protected !!
Open chat