Browsing Category
Regional
ଅଫ୍ଲାଇନ୍ରେ ହେବ ଦଶମ ଏବଂ ଯୁକ୍ତ ଦୁଇ ପରୀକ୍ଷା- ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ
ଭୁବନେଶ୍ୱର – ଅଫ୍ ଲାଇନ୍ରେ ହେବ ଦଶମ ଏବଂ ଯୁକ୍ତ ଦୁଇ ପରୀକ୍ଷା । ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।
ପୂର୍ବରୁ ଚଳିତ ବର୍ଷ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ହେବ। ବିଳମ୍ବିତ ହୋଇପାରେ କିନ୍ତୁ ପରୀକ୍ଷା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ!-->!-->!-->…
ବିଜେଡ଼ି-ପାଠକ-ପାଣିଗ୍ରାହୀ ବିବାଦକୁ ଡ଼େଇଁଲେ ପ୍ରଦୀପଙ୍କ ପତ୍ନୀ ସୁଜାତା: ଚାଟାର୍ଡ଼ ଫ୍ଲାଇଟରେ ଆକାଶଙ୍କ ସହ…
ଭୁବନେଶ୍ୱର: ପାଠକ-ବିଜେଡ଼ି-ପାଣିଗ୍ରାହୀ ବିବାଦରେ ପ୍ରବେଶ କରିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା । ବିଜେଡ଼ି ‘ମୋ ପରିବାର’ ମୁଖ୍ୟ ଅରୁପ ପଟ୍ଟନାୟକ ଚାଟାର୍ଡ଼ ଫ୍ଲାଇଟରେ ଆକାଶ ପାଠକଙ୍କ ସହ ପୁନେ ଓ ମୁମ୍ବାଇ ଯାଇଥିବା ସୁଜାତା ଅଭିଯୋଗ କରିଛନ୍ତି । କେବଳ ସେତିକି!-->…
ମହୁରେ ’ଚିନି ସିରା’ ଓ ’ଚାଉଳ ମଣ୍ଡ’: ନାମୀ-ଦାମୀ କମ୍ପାନୀ ନମୁନା ପରୀକ୍ଷଣରେ ଫେଲ୍
ସେଣ୍ଟ ଫର ସାଇନ୍ସ ଏଣ୍ଡ ଏନଭୟରମେଣ୍ଟ ପ୍ରକାଶିତ ରିପୋର୍ଟରେ ସୂଚନା
ନୂଆଦିଲ୍ଲୀ: ବଜାରରେ ମିଳୁଥିବା ନାମୀ କମ୍ପାନୀର ଦାମୀ ମହୁ ବି ଭେଜାଲ । ଖାଲି ଭେଜାଲ ନୁହେଁ, ଚିନି ସିରା ଓ ଚାଉଳ ମଣ୍ଡ ଦିଆଯାଇ ଏହାକୁ ପ୍ରସ୍ତୁତ କରାଯାଉଛି । ବର୍ତମାନ କରୋନା କାଳରେ ରୋଗ ପ୍ରତିରୋଧକ ଶକ୍ତି!-->!-->!-->…
ବିଜୁ ଛାତ୍ର ଜନତା ଦଳର ଯାଜପୁର ଓ କେନ୍ଦୁଝର ଜିଲ୍ଲାର ନୂତନ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା
ଭୁବନେଶ୍ୱର: ଆଜି ରାଜ୍ୟ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ଛାମୁଆ ଛାତ୍ର ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଯାଜପୁର ଓ କେନ୍ଦୁଝର ଜିଲ୍ଲାର!-->…
ପୁରୀ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ଆସିବ ସ୍ୱତନ୍ତ୍ର ଆଇନ୍ : ମୁଖ୍ୟମନ୍ତ୍ରୀ
ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣର ସ୍ଥିତି ସମୀକ୍ଷା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବେ। ସ୍ୱତନ୍ତ୍ର ଆଇନ ଅନୁସାରେ ଲିଙ୍ଗରାଜ ମନ୍ଦିର ପରିଚାଳନା ହେବ। ଏଠାରେ ମଧ୍ୟ ପୁରୀ ଶ୍ରୀମନ୍ଦିର ଭଳି ଆଇନ୍ ପ୍ରଣୟନ ହେବ!-->!-->!-->!-->!-->…
ଏଣିକି ସବୁ ଜରୁରୀ ସେବା ପାଇବା ପାଇଁ ଗୋଟିଏ ହେଲ୍ପ୍ଲାଇନ୍ ନମ୍ବର
୧୧୨ ତ୍ବରିତ ସେବା ପାଇଁ ,୧୦୯୮ଟି ପଦବୀ ମଧ୍ୟ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟରେ ପୁଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୁଲିସ, ଆମ୍ବୁଲାନ୍ସ, ଦମକଳ ତଥା!-->!-->!-->…
ସରକାରଙ୍କ ସହ ଆଲୋଚନା ପାଇଁ ଦିଲ୍ଲୀର ବିଜ୍ଞାନ ଭବନରେ ପହଞ୍ଚିଲେ କୃଷକ ପ୍ରତିନିଧି
ନୂଆଦିଲ୍ଲୀ : କୃଷି ଆଇନ ପ୍ରସଙ୍ଗରେ ସରକାରଙ୍କ ସହ ଆଲୋଚନା କରିବାକୁ ଆନ୍ଦୋଳନରତ କୃଷକ ସଂଗଠନଗୁଡ଼ିକର ପ୍ରତିନିଧିିମାନେ ଦିଲ୍ଲୀରେ ପହଞ୍ଚିଛନ୍ତି । ଆଉ କିଛି ସମୟପରେ ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ସରକାର ଓ କୃଷକ ସଂଗଠନଗୁଡ଼ିକ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଯାଉଛି!-->…
ଭୋଗରାଇରେ ଅନର୍କିଲିଂ ଉଦ୍ୟମ : ରାତିଅଧରେ ଗର୍ଭବତୀ ଝିଅ, ଜ୍ୱାଇଁଙ୍କୁ ପ୍ରାଣାନ୍ତକ ଆକ୍ରମଣ
ଭୋଗରାଇ : ଭଲପାଇ ଅନ୍ୟ ଜାତିର ପୁଅକୁ ଜଣେ ଝିଅ ପ୍ରେମ ବିବାହ କରିଥିଲେ। କିନ୍ତୁ ଝିଅଙ୍କ ବାପା ଓ ପରିବାର ସଦସ୍ୟ ଏହାକୁ ଗ୍ରହଣ କରି ନଥିଲେ। ବିବାହର ୫ ମାସ ପରେ ଜ୍ୱାଇଁଠାରୁ ଝିଅକୁ ଅଲଗା କରିବା ପାଇଁ ଅନର୍କିଲିଂ ଉଦ୍ୟମ କରିଛନ୍ତି ବାପା। ପଶ୍ଚିମବଙ୍ଗରୁ ଭଡ଼ାରେ ଗୁଣ୍ଡା ଆଣି ରାତିଅଧରେ!-->…
ଡିସେମ୍ବର ମାସ ପାଇଁ କେନ୍ଦ୍ର ସରକାରଙ୍କ ନୂଆ କରୋନା ଗାଇଡ଼ଲାଇନ୍
ନୂଆଦିଲ୍ଲୀ ୧।୧୨ : ଆଜି ଅର୍ଥାତ୍ ଡିସେମ୍ବରରୁ ସାରା ଦେଶରେ କରୋନାଣ ନୂଆ ଗାଇଡଲାଇନ୍ ଲାଗୁ କରିଦିଆଯାଇଛି। ନୂଆ ଗାଇଡ଼ଲାଇନ ଆଧାରରେ କିଛି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ, ଯେଉଁଠାରେ କରୋନା ମାମଲା ବଢ଼ିବାରେ ଲାଗିଛି, ସେଠାରେ ନାଇଟ୍ କର୍ଫ୍ୟୁ ଭଳି ପ୍ରତିବନ୍ଧକ ଲଗାଯାଇପାରେ। ଗୃହ!-->…
ଆନନ୍ଦପୁର ନିକଟରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଚାଳକ ଅଟକ
ଆନନ୍ଦପୁର: କେନ୍ଦୁଝର ଜିଲ୍ଲାର ହସନପୁର ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଗୋରୁ ଚାଲାଣ ହେଉଥିବା ଖବର ପାଇ ରାମଚନ୍ଦ୍ରପୁର ଥାନା ପୁଲିସ ଚଢଉ କରି ଗାଡ଼ିକୁ ଜବତ କରିବା ସହ ଚାଳକକୁ ଅଟକ ରଖିଛି। ଏହି!-->…
