Browsing Category
Regional
ଆଜି ଠାରୁ କୋଣାର୍କ ମହୋତ୍ସବ ଆରମ୍ଭ
କୋଣାର୍କ : ଆଜି ଠାରୁ କରୋନା କଟକଣା ମଧ୍ୟରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ମହାକୁମ୍ଭ ୩୧ ତମ କୋଣାର୍କ ମହୋତ୍ସବ ଆରମ୍ଭ ହେବ। ଏହା ୫ଦିନ ପର୍ଯ୍ୟନ୍ତ ଚାଲିଥାଏ।
ଏହାସହ ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଅଷ୍ଟମ ଆନ୍ତଃଜାର୍ତୀୟ ବାଲୁକା କଳା ଉତ୍ସବ ମଧ୍ୟ ଆରମ୍ଭ ହେବ। ହାଇକୋର୍ଟଙ୍କ!-->!-->!-->…
ଆସାମରେ ଜାନୁଆରୀ ୧ରୁ ଖୋଲିବ ସ୍କୁଲ
ନୂଆଦିଲ୍ଲୀ : କରୋନା ମହାମାରୀ ଯୋଗୁ ଦେଶର ଅଧିକାଂଶ ରାଜ୍ୟରେ ସ୍କୁଲ୍ ବନ୍ଦ ରହିଛି। ଏଭଳି ସମୟରେ ଆସାମ ସରକାର ଜାନୁଆରୀ ୧ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସାମରେ ନଭେମ୍ବରରୁ ହିଁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବା ଆରମ୍ଭ ହୋଇଥିଲା। ମାତ୍ର ଷଷ୍ଠ,!-->…
ଛାଡ଼ଖାଇ ପୂର୍ବରୁ ଛେଳି ଚୋରି: ଗୁହାଳରେ କାର ଲଗାଇ ୨୦ ଅଧିକ ଖାସି ନେଇଗଲେ ଦୁର୍ବୃତ୍ତ, ସିସିଟିଭିରେ କଏଦ ହେଲା…
ଗୋପ : ଗୋପ ଥାନା ଅଞ୍ଚଳରେ ପୁଣି ମାତିଲେ ଛେଳି ଚୋର । ସେମାନେ ଗୋଟିଏ ରାତିରେ ୨୦ରୁ ଅଧିକ ଛେଳି ଚୋରି କରିଛନ୍ତି। ଚୋରମାନେ ବ୍ୟବହାର କରିଥିବା କାର୍ର ଛବି ସିସିଟିଭିରେ କଏଦ ହୋଇଛି । ଅଭିଯୋଗ ଆଧାରରେ ଗୋପ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଗୋପ ଥାନା ବନ୍ତଳୀ ପଞ୍ଚାୟତର!-->!-->!-->!-->!-->…
ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ
ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ!-->!-->!-->…
ରାଜଗାଙ୍ଗପୁର: ଝଗରପୁର, DISIR ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୧୪/୧୦ : ରାଜଗାଙ୍ଗପୁର, ଝଗରପୁରସ୍ଥ DISIR ନିକଟରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ସନ୍ଧ୍ୟା ପ୍ରାୟ ୭.୩୦ ଘଟିକା ସମୟରେ ଲିପଲୋଇ ପାନପଡାର ବାସିନ୍ଦା ବିଶ୍ଵଜିତ ତ୍ରିପାଠୀ ରାଉରକେଲାରୁ ଏକ!-->…
କୁପାରୀ: ଶାରୀଶୁଆ ପାହାଡ଼ ନିକଟସ୍ଥ କପିଳଝର ବନ୍ଧ-ନଟା ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ
ଖଇରା,(ଅନିଲ କୁମାର ପଣ୍ଡା/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ୍ୟୁ ! ! ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଇରା ଥାନା କୁପାରୀ ଶାରୀଶୁଆ ପାହାଡ଼ରେ ଥିବା କପିଳଝର ବନ୍ଧ ନଟା ଜଳପ୍ରପାତରେ। ଘଟଣାରୁ ପ୍ରକାଶ ଖଇରା ବ୍ଲକ ଅଧିନ ଅନ୍ତରା ଗ୍ରାମର କିଶୋର ଶୁକ୍ଳଙ୍କ!-->…
ସାଲେପୁର ବ୍ଲକ ମିର୍ଜାପୁର ଅନ୍ତର୍ଗତ ଛୋଟିପଡାରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ସଂପୂର୍ଣ୍ଣ ଜଳିଗଲା
ସାଲେପୁର,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ସାଲେପୁର ବ୍ଲକ ମିର୍ଜାପୁର ପଂଚାୟତ ଅନ୍ତର୍ଗତ ଛୋଟିପଡା ଗ୍ରାମରେ ଗତ ଶନିବାର ଅପରାହ୍ନରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସତ୍ୟାନନ୍ଦ ନାୟକଙ୍କ ଦୁଇ ବଖରା ଘର ସଂପୂର୍ଣ୍ଣ ଜଳିଯାଇଅଛି । ଖବର ପାଇ ସାଲେପୁର ଅଗ୍ନିସମ!-->…
ବଳଦେବଜୀଉ ସେବା ସମବାୟ ସମିତି, ନିଶ୍ଚିନ୍ତକୋଇଲିରେ ଦୁର୍ନୀତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କଲେ ସ୍ଥାନୀୟ ଚାଷୀ
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: କଟକ କେନ୍ଦ୍ରସମବାୟ ବ୍ୟାଙ୍କ ନିଶ୍ଚିନ୍ତକୋଇଲି ଶାଖା ଅଧିନସ୍ଥ ବଳଦେବଜୀଉ ସେବା ସମବାୟ ସମିତିରେ ଦୁର୍ନିତି ନେଇ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିବା ଜଣାଯାଇଛି । ଚାଷୀଙ୍କ ଅଭିଯୋଗ!-->…
କୁଆଁପାଳ: ଅଗ୍ନିଶମ କର୍ମଚାରୀଙ୍କ କାର୍ଯ୍ୟରତ ଅବସ୍ଥାରେ ପରଲୋକ
ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ମାହାଙ୍ଗା ବ୍ଲକ ଅନ୍ତର୍ଗତ କୁଆଁପାଳ ଅଗ୍ନିଶମ ବିଭାଗର କର୍ମଚାରୀ (ଏଫଏମ ୧୨୬୪) ସୁବୋଧ ମହାନ୍ତି(୫୭)ଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ସେ ଗତକାଲି ଅଫିସରେ କାର୍ଯ୍ୟରତ ଥିବାବେଳେ ଅପରାହ୍ନରେ ସେ ଛାତିରେ ଯନ୍ତ୍ରଣା ଅନୁଭବ!-->…
ପୁରୀ ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ ବିଚ’ ମାନ୍ୟତା: ସନ୍ତୋଷ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ –…
ଭୁବନେଶ୍ୱର/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦ : ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ପ୍ରଦାନ କରିଛି ଅନ୍ତର୍ଜାତୀୟ ସଂସ୍ଥା । ଡେ଼ନମାର୍କର ଏକ ସଂସ୍ଥା ପକ୍ଷରୁ ଏହି ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ପ୍ରଦାନ କରାଯାଇଛି । ଦିଗବାରିଣୀ ଖୁଂଟି ଠାରୁ ମେ ଫେୟାର ହୋଟେଲ!-->…
