Browsing Category
Regional
ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ପଞ୍ଚାୟତରେ ବିଜେଡିର ଗୋଷ୍ଠୀ କନ୍ଦଳ ପଦାରେ ପଡିଲା
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ଗ୍ରାମ ପଞ୍ଚାୟତରେ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ତୀବ୍ରତର ହେବାର ଲାଗିଛି । ନବୀନ ପଟ୍ଟନାୟକ ସରକାରଙ୍କର ଜନହିତକର କାର୍ଯ୍ୟକ୍ରମ, ମାନ୍ୟବର ପଞ୍ଚାୟତରାଜ!-->…
ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଫଳରେ ବ୍ୟାପକ ବିଆଳୀ ଧାନ ଫସଲ ଗଜା ହୋଇ ନଷ୍ଟ ହେବା ଆଶଙ୍କା ! !
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ନିଶ୍ଚିନ୍ତକୋଇଲି ବ୍ଲକର ମହାନଦୀ – ଚିତ୍ରୋତ୍ପଳା ଓ ଲୁଣା – ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳରେ ଲଗାଣ ବର୍ଷା ଫଳରେ ବ୍ୟାପକ ବିଆଳୀ ଧାନ ଫସଲ ଗଜା ହୋଇଯିବା ଯୋଗୁ ଚାଷୀମାନଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି । ଚଳିତ!-->…
ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି: ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ହେବ ମତଦାନ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ ନିର୍ବାଚନ ପାଇଁ ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ!-->…
ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡିଶାରେ ୨ ଦିନ ପ୍ରବଳ ବର୍ଷା…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦ୍ରୀୟ!-->…
ଅରୁଣସ୍ତମ୍ଭ ପାଖକୁ ମନ୍ତ୍ରୀ, ନେତାଙ୍କୁ ଛାଡୁଛ, ଭକ୍ତଙ୍କୁ କାହିଁକି ଛାଡୁନ ? ? ଦୁଇଦିନ ଭିତରେ ଜବାବ ଦିଅ ସରକାର:…
ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଗତ ସପ୍ତାହକ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ଓ କଂଗ୍ରେସର ଓଡିଶାର ପ୍ରଭାରୀ ଡଃ ଏ.ଚେଲା କୁମାର ପୁରୀ ଆସି ସିଂଦ୍ୱାର ନିକଟ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ଫେରିଛନ୍ତି ।
!-->!-->!-->!-->!-->!-->!-->…
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ; ଘର ଏବଂ ଅଟୋମୋବାଇଲ୍ ଋଣ ସୁଧ କମିବ ନାହିଁ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ :ଘର ଏବଂ ଅଟୋମୋବାଇଲ୍ ଋଣର ସୁଧହାର ଅପରିବର୍ତ୍ତିତ ରହିଥିବାରୁ ଏହାର ଇଏମଆଇ ନିକଟ ଭବିଷ୍ୟତରେ ହ୍ରାସ ହେବାର ସମ୍ଭାବନା ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ!-->…
ମାହାଙ୍ଗା ବ୍ଲକ କୁଆଁପାଳଠାରେ ବୁଦ୍ଧିଜୀବୀ ନାଗରିକ ମଂଚ ପକ୍ଷରୁ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ମତଲୁବ ଅଲ୍ଲୀଙ୍କ…
ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦: କେବଳ ରାଜନୀତି ପାଇଁ ଜଣେ ସବୁଠି ପୂଜା ପାଇନଥାଏ । ମାନବିକତା ହିଁ ସମାଜରେ ମଣିଷର ଅସଲ ପରିଚୟ । ସାହିତ୍ୟ ଓ ସଂସ୍କୃତିର ଅନବରତ ପ୍ରଚାର ଏବଂ ପ୍ରସାର ପାଇଁ ପ୍ରାକ୍ତନ ମନ୍ତ୍ରୀ ସେକ୍ ମତଲୁବ ଅଲୀ ଆଜି ମୃତ୍ୟୁ ପରେ ମଧ୍ୟ!-->…
ନିଶ୍ଚିନ୍ତକୋଇଲି ବ୍ଲକ ଅଧିନସ୍ଥ ରାମକୃଷ୍ଣପୁର – ପାଟପାରୀ ରାସ୍ତା ଅବସ୍ଥା ଶୋଚନୀୟ
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦: ନିଶ୍ଚିନ୍ତକୋଇଲି ବ୍ଲକ ଅଧିନରେ ଥିବା ରାମକୃଷ୍ଣପୁର - ପାଟପାରୀ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି । ଫଳରେ ପ୍ରତ୍ୟେହ ଯାତାୟାତ କରୁଥିବା ଶହ ଶହ ଲୋକ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି ।!-->…
ବିମାନରେ ଜନ୍ମ ନେଲା ଛୁଆ; ମିଳିବ ସାରା ଜୀବନ ମାଗଣା ବିମାନଯାତ୍ରାର ସୁଯୋଗ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ :ଯାତ୍ରା ଦ୍ବାରା ଜଣେ ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନକୁ ଯାତ୍ରା ସହଜରେ ସମ୍ଭବ । ମାତ୍ର ଏହି ଯାତ୍ରା ମହଙ୍ଗା ହୋଇଥିବାରୁ ସମସ୍ତେ ଏହାର ସୁଯୋଗ ପାଆନ୍ତି ନାହିଁ । ମାତ୍ର ବୁଧବାର ରାତିରେ ଜନ୍ମ ନେଇଥିବା ଏକ ଶିଶୁକୁ ମିଳିଛି ଆଜୀବନ ମାଗଣା!-->…
ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭାରତ ଏବଂ କାନାଡା ବାର୍ଷିକ ଇନଭେଷ୍ଟ ଇଣ୍ଡିଆ ସମ୍ମିଳନୀରେ ଉଦବୋଧନ ଦେଇ କହିଛନ୍ତି ଯେ ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ। ଭାରତ ଏବଂ!-->…
