Browsing Category
Regional
ଲକ୍ଡାଉନ ପରେ ବୃଦ୍ଧି ପାଇଛି ବିଦ୍ୟୁତ ରାଜସ୍ୱ ଆଦାୟ ! ! ରାଜ୍ୟରେ ଖୁବ୍ ଶୀଘ୍ର ସ୍ଥାପିତ ହେବ ଆରଟି –…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ରାଜ୍ୟରେ କରୋନାଜନିତ ଲକ୍ଡାଉନ୍ ପରେ ବିଦ୍ୟୁତ ରାଜସ୍ୱ ସଂଗ୍ରହ ବୃଦ୍ଧି ପାଇଛି । ଗତକାଲି ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ସମୟରେ ଏା ଜଣାପଡ଼ିଛି । ଲକ୍ଡାଉନ୍ ସମୟରେ ବ୍ୟାପକ!-->…
ବଣ୍ଡା ଜନଜାତିଙ୍କୁ ଏଯାଏଁ ଛୁଇଁ ପାରିନି କରୋନା ! !
ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ସମୁଦ୍ର ପତ୍ତନଠାରୁ ପ୍ରାୟ ୫ ହଜାର ଫୁଟ ଉଚ୍ଚରେ ଥିବା ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ବର୍ତମାନ ସୁଦ୍ଧା କରୋନା ଭୂତାଣୁ ମୁକ୍ତ ରହିଛି । ମାଲକାନଗିରି ଜିଲ୍ଲାରେ ଦୈନନ୍ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା!-->…
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ – ପୋଷଳ – ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଉଚ୍ଚସେତୁ ନିର୍ମାଣ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ରାଜ୍ୟ ସରକାର ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ-ପୋଷଳ-ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚସେତୁ ନିର୍ମାଣ କରିବା ପାଇଁ ମଞ୍ଜୁରୀ ଦେଇଛନ୍ତି । ଏହି ସେତୁର ଅଟକଳ ମୂଲ୍ୟ ୧୧୮.୫୬ କୋଟି ଏବଂ ଦୈର୍ଘ୍ୟ ୮୮୮.୮୯ ମିଟର । ସରକାରଙ୍କର!-->…
କେନ୍ଦ୍ର ସରକାର କୃଷକ ମାରଣ ବିଲକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ: ସି.ପି.ଆଇ.,ଚାନ୍ଦବାଲି ବ୍ଲକ
ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୯ : କେନ୍ଦ୍ରରେ ମୋଦି ସରକାରଙ୍କର ତିନୋଟି କୃଷି ଏବଂ କୃଷକ ବିରୋଧୀ ବିଲକୁ ରଦ୍ଦ କରିବା, ନୂତନ ବିଦ୍ୟୁତ ବିଲ ୨୦୨୦ ପ୍ରତ୍ୟାହାର କରିବା, ଡିଜେଲର ବର୍ଦ୍ଧିତ ମୂଲ୍ୟ ପ୍ରତ୍ୟାହାର କରିବା ଦାବି ନେଇ ଆଜି ଭଦ୍ରକ ଜିଲ୍ଲା!-->…
ରାଜଗାଙ୍ଗପୁର: ‘ବିଶ୍ୱ ଫାର୍ମାସିଷ୍ଟ ଦିବସ’ ଉପଲକ୍ଷେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୨୫/୦୯ : ଆଜି 'ବିଶ୍ୱ ଫାର୍ମାସିଷ୍ଟ ଦିବସ' ଉପଲକ୍ଷେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହରର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରଠାରେ 'ରାଉରକେଲା ବ୍ଲଡ଼ ବ୍ୟାଙ୍କ'ର ସହାୟତାରେ ଏକ 'ରକ୍ତଦାନ ଶିବିର' ଅନୁଷ୍ଠିତ ହୋଇଯାଇଛି ।!-->…
୧,୭୦୯ ଜଣ ପୁଲିସ କର୍ମଚାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୁଲିସ୍ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।!-->…
ଚୀନ୍ ନିଜର ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଭାରତର ଉପଗ୍ରହ ପ୍ରଣାଳୀ ଉପରେ ଆକ୍ରମଣ କରିଥିଲା
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଚୀନ୍ ଗତ କିଛି ବର୍ଷ ଧରି ପ୍ରୟାସ କରିଆସୁଛି । ସିଏ ସନ୍ତର୍ପଣରେ ନିଜର କିଛି ଶତ୍ରୁ ଦେଶ ଉପରେ ଏହାର ପ୍ରୟୋଗ ବି କରୁଛି । ଭାରତର ଉପଗ୍ରହ ଯୋଗାଯୋଗ ପ୍ରଣାଳୀକୁ ବି ସିଏ ଟାର୍ଗେଟ!-->…
ଭୁବନେଶ୍ୱରରେ ପିସ୍ତଲ ଡିଲ୍ର ପର୍ଦ୍ଦାଫାସ : ଏସଟିଏଫ୍ ପକ୍ଷରୁ ଚଢାଉ,ମହିଳା ସହଯୋଗୀଙ୍କ ସମେତ ୩ ଅଟକ,ସ୍କର୍ପିଓ…
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ରାଜଧାନୀରେ ପିସ୍ତଲ ଡିଲ୍ର ପର୍ଦ୍ଦାଫାସ କରିଛି କମିଶନରେଟ୍ ପୋଲିସ । ଡିଲ୍ ଚାଲିଥିବା ବେଳେ ଏସଟିଏଫ ଚଢାଉ କରିଥିଲା । ପିସ୍ତଲ କାରବାର ପାଇଁ ଯୋଜନା କରୁଥିବା ୨ ଯୁବକଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ଗୋଟିଏ ସ୍କର୍ପିଓ ଗାଡି ସହ!-->…
ଭାରତରେ ୫୦% ଦକ୍ଷତା ଥିବା ଟିକାକୁ ମଧ୍ୟ ଅନୁମତି ମିଳିବ : ଆଇସିଏମ୍ଆର୍ ମୁଖ୍ୟ ଡ. ବଳରାମ ଭାର୍ଗବ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ଟିକା ଉପରେ ଏବେ ସାରା ବିଶ୍ୱର ନଜର । ଅନେକ ଟିକାର ଶେଷ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଛି । କିନ୍ତୁ କୌଣସି ଟିକା ବର୍ତ୍ତମାନସୁଦ୍ଧା ବଜାରରେ ବିକ୍ରି ନିମନ୍ତେ ଅନୁମତି ପାଇନି । ପରୀକ୍ଷଣରେ ମୁଖ୍ୟତଃ ଟିକାର ସୁରକ୍ଷା ଏବଂ!-->…
ଗାଡିରେ HSRP ଓ କଲର କୋଡ୍ ହେବ ବାଧ୍ୟତାମୂଳକ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଦିଲ୍ଲୀ ସରକାରଙ୍କ ପରିବହନ ବିଭାଗ ଲାଗୁ କରିଛନ୍ତି ନୂଆ ନିୟମ। ତାହା ହେଲା ସମସ୍ତ ବାହାନ ଉପରୁ ଟାମ୍ପର ପ୍ରୁଫ୍ ହାଇ ସିକ୍ୟୁରିଟି ରେଜିଷ୍ଟେ୍ରସନ୍ ପ୍ଲେଟ୍ (HSRP) ଓ କଲର କୋଡ୍ ଥିବା ଷ୍ଟିକର ଲଗାଇବା ବାଧ୍ୟତାମୂଳକ କରିଦିଆଯାଇଛି।!-->…
