Browsing Category
Regional
ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ସହାୟତା ସହ କଟକ-ଭୁବନେଶ୍ୱରସ୍ଥିତ କୋଭିଡ଼୍ ହସ୍ପିଟାଲକୁ ସାରା ରାଜ୍ୟରୁ ରୋଗୀ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଟ୍ୱିନ୍-ସିଟି କଟକ-ଭୁବନେଶ୍ୱର ସ୍ଥିତ କୋଭିଡ଼୍ ହସ୍ପିଟାଲକୁ କୋଭିଡ଼ ରୋଗୀମାନଙ୍କୁ ପଠାଇବା ନିମନ୍ତେ ସରକାର ବାରଣ କରିନାହାନ୍ତି । ସରକାର ଟ୍ୱିନ୍-ସିଟିରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକମାନଙ୍କ ପାଇର୍!-->…
ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ!-->…
ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କ ସମେତ ଡ୍ରାଇଭର ଓ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କ ହେବ କରୋନା ପରୀକ୍ଷା
ସେପ୍ଟେମ୍ବର ୨୯ ତାରିଖ ପୂର୍ବରୁ ବିଧାନସଭା ସଚିବ ତଥା ବିଧାନସଭାର ସବୁ କର୍ମଚାରୀଙ୍କର ମଧ୍ୟ ହେବ କୋଭିଡ ପରୀକ୍ଷା
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଆଗାମୀ ୨୯ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ତେବେ ଏହି ଅଧିବେଶନ ପୂର୍ବରୁ ସବୁ!-->!-->!-->…
କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ କରୋନା: ନିଜେ ଟ୍ୱିଟ କରି ଦେଲେ ସୂଚନା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।
!-->!-->!-->…
କରୋନା ପ୍ରଭାବ: ସଂସଦ ସଦସ୍ୟଙ୍କ ବେତନ, ଭତ୍ତା ଓ ପେନସନ ସଂଶୋଧନ ବିଧେୟକ ବିଲ ଲୋକସଭାରେ ପାସ
ଦୁଇ ବର୍ଷ ଯାଏ ସାଂସଦଙ୍କ ହାତପାଣ୍ଠି ସ୍ଥଗିତ : ବର୍ଷକ ପର୍ଯ୍ୟନ୍ତ ୩୦% ଦରମା ହ୍ରାସ ବିଲ ଲୋକସଭାରେ ପାସ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : ଆଜି ସଂସଦ ସଦସ୍ୟଙ୍କ ବେତନ, ଭତ୍ତା ଓ ପେନସନ ସଂଶୋଧନ ବିଧେୟକ ବିଲ୍ ଲୋକସଭାର ମଞ୍ଜୁରୀଲାଭ କରିଛି । ଏହା ଅନୁସାରେ, ଆଗାମୀ ୧!-->!-->!-->…
ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବନ୍ୟାଜନିତ ଚାଷ କ୍ଷୟକ୍ଷତିର କ୍ଷେତ୍ରୀୟ ତଦନ୍ତ କଲେ କୃଷି ଅଧିକାରୀ
ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : ବୈତରଣୀ ନଦୀରେ ଗତ କିଛିଦିନ ତଳେ ଆସିଥିବା ବନ୍ୟାରେେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ବିଶେଷତଃ ହଜାର ହଜାର ଚାଷୀମାନଙ୍କର ଝାଳବୁହା ପରିଶ୍ରମ ଅର୍ଜିତ ହଜାର ହଜାର!-->…
ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ସିଏନ୍ଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୯ : ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ଟି ସିଏନଜି ଷ୍ଟେସନ!-->…
‘ଶିବସେନା ଏବେ ସୋନିଆ ସେନା’ : କଙ୍ଗନା
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବଇ ୧୧/୦୯ : ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ କାର୍ଯ୍ୟାଳୟ ଭଙ୍ଗାଯିବାକୁ କେନ୍ଦ୍ରକରି ରାଜନୀତି ଆହୁରି ଘନୀଭୂତ ହୋଇଛି। ବୁଧବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କୁ ସେ ‘ତୁ’ ବୋଲି ସମ୍ବୋଧନ କରିବା ଓ କିଛି ଅଶାଳୀନ ତଥା ଉତ୍ତେଜକ ମନ୍ତବ୍ୟ!-->…
ରାଜ୍ୟର ଓଡ଼ିଆ ଓ ଇଂରାଜୀ ମାଧ୍ୟମ ଘରୋଇ ବିଦ୍ୟାଳୟ ଗୁଡିକର ଫି ୩୦% ପର୍ଯ୍ୟନ୍ତ କମିପାରେ
ସ୍କୁଲ ଫି’ ଛାଡ଼କୁ ନେଇ ବୈଠକରେ ସହମତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୧/୦୯: କରୋନାକୁ ନେଇ ରାଜ୍ୟରେ ସମସ୍ତ ବିଦ୍ୟାଳୟ ବନ୍ଦ ଥିବାବେଳେ ଅନ୍ଲାଇନ୍ ଯୋଗେ ଚାଲିଛି ପାଠପଢା। ତେବେ ସ୍କୁଲ୍ ଫି’ ହ୍ରାସକୁ ନେଇ ଅଭିଭାବକ ସଂଘ ଓ ବିଦ୍ୟାଳୟ ସଂଘ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ!-->!-->!-->…
ଆନୁଷ୍ଠାନିକ ଭାବେ ବାୟୁସେନାରେ ସାମିଲ ଶକ୍ତିଶାଳୀ ହେଲା ବାୟୁସେନା, ଆରମ୍ଭ ହେଲା ରାଫେଲ ଯୁଗ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ଭାରତୀୟ ବାୟୁସେନାରେ ୫ଟିଯାକ ରାଫେଲ ଯୁଦ୍ଧ ବିମାନକୁ ଗୁରୁବାର ଆନୁଷ୍ଠାନିକ ଭାବେ ସର୍ବଧର୍ମ ପୂଜା ପରେ ସାମିଲ କରାଯାଇଛି। ରାଫେଲ ଯୁଦ୍ଧ ବିମାନ ସାମିଲ ଅବସରରେ ହରିଆଣାର ଆମ୍ବାଲା ଏୟାରବେସ୍ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ!-->…
