Browsing Category
Regional
ଭଦ୍ରକ ଜିଲ୍ଲା ଆରଡ଼ି ପଞ୍ଚାୟତରେ ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ସ୍ଥାନୀୟ ସରପଞ୍ଚ
ଭଦ୍ରକ/ଆରଡ଼ି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୯ : ଗତ ଲଘୁଚାପରେ ସ୍ଥାନୀୟ ଅଞ୍ଚଳ ଏବଂ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ, ବୈତରଣୀ ନଦୀରେ ବନ୍ୟା ଜଳ ଆସିବା ଫଳରେ ଭଦ୍ରକ ଜିଲ୍ଲାର ଜଳଦେଶ ଭାବେ ପରିଚିତ, ଚାନ୍ଦବାଲି ବ୍ଲକ, ଆରଡ଼ି ଅଞ୍ଚଳର ୧୪ଟି ପଞ୍ଚାୟତରେ!-->…
ରାଜଗାଙ୍ଗପୁର ସହର ନିକଟସ୍ଥ ଜୋରୁମାଲ ରେଲୱେ ବ୍ରୀଜ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର !
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୧/୦୯ : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହର ନିକଟସ୍ଥ ଜୋରୁମାଲ ରେଲୱେ ବ୍ରୀଜ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଆଜି ରାଜଗାଙ୍ଗପୁର ପୋଲିସ ଉଦ୍ଧାର କରିଛି । ଆଜି ସକାଳ ପ୍ରାୟ ୮ଟା ସମୟରେ ଲିପିଲୋଇ ଝୁମ୍ପୁଡିପଡ଼ାର ବିଜୟ!-->…
ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଲା, କରୋନା କଟକଣା ମାନିବେ ପର୍ଯ୍ୟଟକ
କୋଣାର୍କ/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୯: ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ!-->…
ରାଜ୍ୟରେ ଖୋଲିବ ଆଉ ତିନି ନୂଆ କୋଭିଡ୍ ହସ୍ପିଟାଲ୍ : ୨ଟି ଏସ୍ସିବିରେ ଓ ଗୋଟିଏ କୋରାପୁଟ ମେଡିକାଲ କଲେଜରେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟରେ ଚିକିତ୍ସା ଭିତ୍ତିଭୂମିକୁ ମଧ୍ୟ ମଜଭୁତ କରାଯାଉଛି । ସେହିକ୍ରମରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ତିନିଟି କୋଭିଡ୍ ହସ୍ପିଟାଲ୍ ଖୋଲିବ । ଏସ୍ସିବି!-->…
ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସରେ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଆଜି ଲୋକସେବା ଭବନରେ ପାଳିତ ହୋଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏ କାର୍ଯ୍ୟକ୍ରମରେ ସାମିଲ୍ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୌରସଂସ୍ଥା କର୍ତ୍ତୃପକ୍ଷଙ୍କୁ ଆହ୍ୱାନ ଦେଇଛନ୍ତି ଯେ, ଲୋକଙ୍କ ଆଶା ଓ!-->…
ଆଜିଠୁ ଜେଇଇ ମେନ୍, ନିଟ୍ ପ୍ରବେଶିକା : କଡ଼ା ସୁରକ୍ଷା, ସାମାଜିକ ଦୂରତାକୁ ଗୁରୁତ୍ୱ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ଆଜିଠୁ ଜେଇଇ ଓ ନିଟ୍ ପ୍ରବେଶିକା ପରୀକ୍ଷା । ଏଥିପାଇଁ ପୁଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଆଜି ସୁରକ୍ଷା ପ୍ରସଙ୍ଗରେ ବିଏମ୍ସି ଓ କଲେଜ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇ ରାଜଧାନୀର ୬ଟି ଓ!-->…
ଭୁବନେଶ୍ବର ଓ କଟକରେ ସବୁ ଶନିବାର ସରକାରୀ ଅଫିସ୍ ଛୁଟି, ୫୦% କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ସରକାରୀ ଅଫିସ୍ ଛୁଟି ରହିବ। ବାକି ଦିନରେ ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍ ଖୋଲା ରହିବ। ହେଲେ ୫୦% କର୍ମଚାରୀଙ୍କୁ ନେଇ କାମ ହେବ। ଗ୍ରୁପ୍ ଏ ଅଧିକାରୀମାନେ ଅଫିସ୍ ଆସିବା ସହ କେଉଁ ୫୦% କର୍ମଚାରୀ!-->…
ସେପ୍ଟେମ୍ୱର ୧୪ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୯ : ସେପ୍ଟେମ୍ୱର ୧୪ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଅକ୍ଟୋବର ୧ ଯାଏ ଅଧିବେଶନ ଚାଲିବ ବୋଲି ସରକାରୀ ସୂତ୍ରରୁ ପ୍ରକାଶ ପାଇଇଚ । ସଂସଦର ଉଭୟ ସଦନ ବିନା ଛୁଟିରେ ଏବଂ ଶନିବାର ଓ ରବିବାର ବି ଗୃହ କାର୍ଯ୍ୟ ଚାଲୁ ରହିବ ।
ସୂଚନା!-->!-->!-->!-->!-->…
କରୋନା ଯୋଗୁଁ କଟକଣା :ରାଜଧାନୀରେ ନିରାଡମ୍ବର ଭାବେ ହେବ ଦୂର୍ଗା ପୂଜା : ଦୁଆର ଦୁଆର ବୁଲି ଆଦାୟ ହେବନି ଚାନ୍ଦା- ଏହି…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ଚଳିତ ବର୍ଷ କରୋନା ଯୋଗୁଁ ଅନେକ କଟକଣା । ତେବେ ପରମ୍ପରା ରକ୍ଷା ପାଇଁ ରାଜଧାନୀର ବିଭିନ୍ନ ମଣ୍ଡପରେ ନିରାଡମ୍ବର ଭାବେ ଦୂର୍ଗା ପୂଜା କରାଯିବ । ୯୦ ପ୍ରତିଶତରୁ କମ୍ ଖର୍ଚ୍ଚ କରାଯବ । ଦୁଆର ଦୁଆର ବୁଲି ଚାନ୍ଦା ଆଦାୟ କରାଯିବ ନାହିଁ ବୋଲି ମୋଟ!-->…
କଣ୍ଟେନମେଣ୍ଟ ଜୋନରେ ସେପ୍ଟମ୍ବେର ୩୦ ଯାଏଁ ଜାରି ରହିବ ଲକଡାଉନ୍; ଧର୍ମାନୁଷ୍ଠାନ,ସିନେମା ହଲ,ଶିକ୍ଷାନୁଷ୍ଠାନ, ଓ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ଆଜି ରାଜ୍ୟ ସରକାର ସେପ୍ଟମ୍ବେର ମାସ ଲାଗି ଗାଇଡଲାଇନ୍ ଜାରି କରିଛନ୍ତି। ସମଗ୍ର ରାଜ୍ୟରେ କଟକଣା କୋହଳ ହୋଇଥିବା ବେଳେ କେବଳ କଣ୍ଟେନମେଣ୍ଟ ଜୋନରେ ସଂପୂର୍ଣ୍ଣ ଭାବେ ଲକଡାଉନ ଜାରି ରହିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ!-->…
