Browsing Category
Regional
ଅନଲକ ୪.୦ : କେଉଁଗୁଡ଼ିକୁ ଅନୁମତି ମିଳିବ ? ୧ରୁ ଯାତ୍ରୀବାହୀ ବସ ଚଳାଚଳକୁ ଅନୁମତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ରାଜ୍ୟରେ କଟକଣାକୁ କିଛିଟା କୋହଳ କରିଛନ୍ତି ।
ନିମ୍ନ!-->!-->!-->!-->!-->!-->!-->…
ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ନିର୍ଦେଶ
ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫ କିଲୋ ଲେଖାଏଁ ଚାଉଳ ଓ ୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି!-->!-->!-->…
ଆଜି ପୂର୍ବତନ ରାଷ୍ଟ୍ରପତି ‘ଭାରତ ରତ୍ନ’ ପ୍ରଣବ ମୁଖାର୍ଜୀଙ୍କ ୮୪ ବର୍ଷ ବୟସରେ ଦେହାନ୍ତ
ପୂର୍ବତନ ରାଷ୍ଟ୍ରପତିଙ୍କ ବିୟୋଗରେ ଦେଶର ଜାତୀୟ ପତାକା ଅର୍ଦ୍ଧନମିତ : ୭ ଦିନ ରାଷ୍ଟ୍ରୀୟ ଶୋକ ଘୋଷଣା ।
ରାଷ୍ଟ୍ରପତି ରାମନାଥ କୋବିଦ, ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା,!-->!-->!-->…
ପାକିସ୍ତାନକୁ ଛାଡି ସମସ୍ତ ପଡୋଶୀ ଦେଶଙ୍କୁ କରୋନା ଭ୍ୟାକସିନ୍ ଦେବାରେ ସାହାଯ୍ୟ କରିବ ଭାରତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: କରୋନା ମହାମାରୀର ତାଣ୍ଡବ ଶେଷ ହୋଇନି। ପ୍ରତିଦିନ ଭାରତ ସହ ସାରା ବିଶ୍ବରେ ଲକ୍ଷାଧିକ ଲୋକ ଏଥିରେ ସଂକ୍ରମିତ ହେଉଛନ୍ତି। କରୋନା ପାଇଁ ଭାରତ ପକ୍ଷରୁ ଭ୍ୟାକସିନ୍ ତିଆରି କରିବାର ଉଦ୍ୟମ ଜାରି ରହିଛି। ଏହି ଭ୍ୟାକସିନ୍ ଯୋଜନାର ସୂଚନା ଦେଇ କିଛି!-->…
ସାବଧାନ ! ! ଆପଣଙ୍କ ବିନା ଅନୁମତିରେ ବି ଗୁଗୁଲ ଆପଣଙ୍କ ଉପରେ ରଖୁଛି ନଜର – ଗୁଗୁଲ ବିରୋଧରେ ଦାୟର ହେଲା ମାମଲା…
ଗୁଗୁଲ ଲୋକେସନ ଆପ୍ଲିକେସନରେ ରହିଛି ତ୍ରୁଟି କି ? ନିୟମ ଉଲଙ୍ଘନ କରୁଛି କି ଗୁଗୁଲ ?
ମୋବାଇଲ ଲୋକେସନ ବନ୍ଦ ଥିଲେ ବି ଲୋକେସନ ଟ୍ରାକ କରି ନଜର ରଖୁଛି ଗୁଗୁଲ !!
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮ : ଆପଣଙ୍କ ମୋବାଇଲର ଲୋକେସନ ବନ୍ଦ ରହିଲେ ବି ଗୁଗୁଲ ଆପଣଙ୍କ ଉପରେ!-->!-->!-->!-->!-->…
ଅଦାଲତ ଅବମାନନା ମାମଲା: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ ୧ ଟଙ୍କା ଜରିମାନ କଲେ ସୁପ୍ରିମକୋର୍ଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: ନ୍ୟାୟପାଳିକା ବିରୋଧରେ ଟୁଇଟ୍ କରି ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାରେ ଆଜି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ନ୍ୟାୟପାଳିକା ବିରୋଧରେ ଟ୍ୱିଟ୍ କରି ଦୋଷୀ ସାବ୍ୟସ୍ତ ହୋଇଥିବା!-->…
‘ରାଜଧାନୀ ଦଶହରା ୨୦୨୦’: ଆଲୋକମାଳା ତଥା ତୋରଣ ଏବଂ ରାବଣ ପୋଡ଼ି ନେଇ କଟକଣା – ଏ ବର୍ଷ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮ : ଚଳିତବର୍ଷ କରୋନା ମହାମାରୀ ପ୍ରକୋପ କାରଣରୁ ରାଜଧାନୀ ଭୁବନେଶ୍ୱରରେ ନିରାଡମ୍ବର ଭାବେ ପାଳନ ହେବ ଦୁର୍ଗାପୂଜା । ଭୁବନେଶ୍ୱରରେ ଆଡମ୍ବର ଶୂନ୍ୟ ଦୁର୍ଗାପୂଜା ଆୟୋଜନ କରିବା ପାଇଁ ବିଭିନ୍ନ ପୂଜା କମିଟି ସହ ପୁଲିସ କମିଶନରଙ୍କ ବୈଠକରେ!-->…
ଏମସରୁ ସୁସ୍ଥ ହୋଇ ଘରକୁ ଫେରିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮: ସୁସ୍ଥ ହୋଇ ଘରକୁ ଫେରିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସୋମବାର ସକାଳୁ ତାଙ୍କୁ ଦିଲ୍ଲୀ ଏମସ୍ରୁ ଡିସଚାର୍ଜ କରାଯାଇଛି। କରୋନାରୁ ଆରୋଗ୍ୟ ଲାଭ କରିବା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ନୂଆଦିଲ୍ଲୀର!-->…
ଦୀର୍ଘ ୩୨ ବର୍ଷ ତଳର ହତ୍ୟା ଅଭିଯୁକ୍ତ ଗୁଲାଇ ମାଝୀ ବୃଦ୍ଧ ବୟସରେ ଜେଲ୍ରେ ରହିବେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଇରଙ୍ଗପୁର ୩୧/୦୮ : ଦୀର୍ଘ ୩୨ ବର୍ଷ ପରେ ହାଇକୋର୍ଟରେ କନ୍ଧ ମାଝୀ ହତ୍ୟା ମାମଲାର ଶୁଣାଣି କରାଯାଇ ଚୁଡ଼ାନ୍ତ ରାୟ ଆସିଛି । ବିଚାରପତି ମାମଲାର ଶୁଣାଣି କରି ଅଭିଯୁକ୍ତ ଗୁଲାଇ ମାଝୀ(୬୫)ଙ୍କୁ ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହି ହତ୍ୟା!-->…
ଜାତୀୟ ଶିକ୍ଷାନୀତି ପାଇଁ କେନ୍ଦ୍ର ସରାକର ଅଧିକ ଅର୍ଥ ବରାଦ କରନ୍ତୁ – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଜାତୀୟ ଶିକ୍ଷାନୀତି-୨୦୨୦ ଏବଂ ଓଡିଶାରେ ବିଦ୍ୟାଳୟ ଶିକ୍ଷା ୱେବିନାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୮: ଜାତୀୟ ଶିକ୍ଷାନୀତି ୨୦୨୦ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପତେବେ ଏହାକୁ କାର୍ଯ୍ୟକାରୀ କରିବା ଲାଗି କେନ୍ଦ୍ର ସରକାର ରାଜ୍ୟ ପାଇଁ ଅଧିକ ବ୍ୟୟ ବରାଦ କରିବା ସହିତ ଆବଶ୍ୟକ!-->!-->!-->…
