Browsing Category

Regional

ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା: ରିଆ ଚକ୍ରବର୍ତ୍ତୀଙ୍କ ଭୁବନେଶ୍ୱର ଡ୍ରଗସ ଲିଙ୍କ – ପୋଲିସ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ବହୁ ଚର୍ଚ୍ଚିତ ବଲିଉଡ‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣାରେ ରିଆ ଚକ୍ରବର୍ତ୍ତୀଙ୍କ ଭୁବନେଶ୍ୱର ଡ୍ରଗ‌ସ ଲିଙ୍କ ମାମଲାକୁ ନାରକୋଟିକସ‌ କେଂଟ୍ରାଲ ବ୍ୟୁରୋ (ଏନ‌ସିବି) ତଦନ୍ତ ଦାୟିତ୍ୱ ନେଇଛନ୍ତି । ଭୁବନେଶ୍ୱର ଲିଙ୍କ ଥିବା

କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଓଡ଼ିଶାରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର/କୋରାପୁଟ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି । ଅଧିକରୁ ଅଧିକ କୋଭିନ ରୋଗୀ ଏହି ଚିକିତ୍ସା ପଦ୍ଦତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ

ରାଜ୍ୟର ଏମ.‌ଏସ.‌ଏମ.‌ଇ.ରେ ଉତ୍କର୍ଷତା ଭାରତ ସରକାରଙ୍କ “ଏକ ଜିଲ୍ଲା ଏକ ଉତ୍ପାଦ” କାର୍ଯ୍ୟକ୍ରମରେ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମର ରୂପାୟନରେ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଉତ୍କର୍ଷ ସହାୟକ ହେବ ବୋଲି ଶକ୍ତି, ଶିଳ୍ପ,

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

-ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଦେଶର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି-ଆଇଏନ୍‍-ସ୍ପେଶର ପ୍ରତିଷ୍ଠା ମହାକାଶ ଅଭିଯାନରେ ଭାରତକୁ ଆତ୍ମନିର୍ଭର କରିବ-‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ ମହାକାଶ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ-ଭାରତ’ର

ଚୀନକୁ ଝଟକା ଦେଲା ଶ୍ରୀଲଙ୍କା : ଶ୍ରୀଲଙ୍କା ପାଇଁ ଭାରତ ପ୍ରଥମ : ଶ୍ରୀଲଙ୍କା ପାଇଁ ଭାରତ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮: ଭାରତ ସହ ସୀମାରେ ବିବାଦ ଚାଲିଥିବା ବେଳେ ଚୀନକୁ ଝଟକା ଦେଇଛି ଶ୍ରୀଲଙ୍କା । ଭାରତ ହିଁ ଶ୍ରୀଲଙ୍କାର ପ୍ରଥମ ଗୁରୁତ୍ୱ ରହିବ ବୋଲି କହିଛନ୍ତି ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟାବାୟ ରାଜପାକ୍ଷେ କହିଛନ୍ତି । ସେ କହିଛନ୍ତି ଯେ, ଶ୍ରୀଲଙ୍କା

ଆଇପିଏଲ୍‌ : ଆବୁଧାବିରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଚିନ୍ତାରେ ବିସିସିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୮:ବିଶ୍ୱର ସବୁଠାରୁ ଧନଶାଳୀ ଟ୍ୱେଣ୍ଟି୨୦ ଲିଗ୍‍ ଆଇପିଏଲ୍‍ ଖେଳିବା ପାଇଁ ଖେଳାଳି ଏବେ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ସଂଗରୋଧରେ ଅଛନ୍ତି। ୮ଟିଯାକ ଫ୍ରାଞ୍ଚାଇଜି ଖୁବ୍‍ ଶୀଘ୍ର ଅଭ୍ୟାସ ପାଇଁ ମଧ୍ୟ ଓହ୍ଲାଇବେ। ଆଇପିଏଲ୍‍ର ୧୩ଶ ସଂସ୍କରଣ

ଦଶହରାରେ ଶସ୍ତାରେ ମିଳିପାରେ ବାଇକ, କେନ୍ଦ୍ର ସରକାର କମାଇପାରନ୍ତି ବାଇକ ମୂଲ୍ୟ

ନୂଆଦିଲ୍ଲୀ: ଦଶହରାରେ ବାଇକ କିଣିବାକୁ ଚାଁହୁଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର ଆଣିପାରନ୍ତି କେନ୍ଦ୍ର ସରକାର | କାରଣ କେନ୍ଦ୍ର ସରକାର ଦୁଇ ଚକିଆ ଯାନ ବାଇକ୍ କିମ୍ବା ସ୍କୁଟିର ମୂଲ୍ୟ ହ୍ରାସ କରିବାକୁ ଚିନ୍ତା କରୁଛନ୍ତି | ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଏ ବାବଦରେ ସୂଚନା

ନିତି ଆୟୋଗ ରପ୍ତାନି ତତ୍ପରତା ସୂଚୀ ୨୦୨୦ : ଶେଷ୍ଠ ପାଞ୍ଚ ରାଜ୍ୟ ମଧ୍ୟରେ ଓଡ଼ିଶା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ପ୍ରକାଶ ପାଇଛି ନୀତି ଆୟୋଗ ‘ରପ୍ତାନି ତତ୍ପରତା ସୂଚୀ ୨୦୨୦’ । ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ ଏହି ସୂଚୀରେ ଓଡ଼ିଶା ଶୀର୍ଷ ୫ ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଏବଂ ରପ୍ତାନି କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ

ଭାରତ ସରକାରଙ୍କ ଉଦ୍ୟମ ଓଡ଼ିଶାରେ ପର୍ଯ୍ୟଟନକୁ ବିକଶିତ କରିବ : ଧର୍ମେନ୍ଦ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ଓଡ଼ିଶା ବିଭିନ୍ନ ପ୍ରକାରର ଜୈବ ବିବିଧତା ସହ ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ସଂରକ୍ଷଣ ପାଇଁ ଉଦ୍ୟମ ଏବଂ ଜୈବ-ବିବିଧତାକୁ ସଶକ୍ତ କରିବାର

ଭାରତ ସରକାରଙ୍କ ବ୍ୟାଘ୍ର ପ୍ରକଳ୍ପକୁ ମିଳିଛି ସଫଳତା – ଗତ ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟା ଦୁଇ ଗୁଣା ହୋଇଛି:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮: ଭାରତ ସରକାରଙ୍କ ବାଘ ପ୍ରକଳ୍ପକୁ ସଫଳତା ମିଳିଛି। ଗତ ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟା ଦୁଇ ଗୁଣା ହୋଇଛି ବୋଲି ଟ୍ୱିଟ୍‌ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାଛଡ଼ା ଭାରତ ସରକାର କ୍ରମାଗତ ଭାବରେ ସନ୍ତସନ୍ତିଆ ଅଞ୍ଚଳ ଓ
error: Content is protected !!
Open chat