Browsing Category
Regional
ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ: ନିଜେ ଟ୍ୱିଟ୍ କରି ସୂଚନା ଦେଲେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ୍ନ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୮ : ଆଜି ରାଜ୍ୟ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ ଟ୍ୱିଟ କରି ସୂଚନା ଦେଇଛନ୍ତି। ତାଙ୍କ ନମୁନା!-->…
ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୨ୟ ପୂଣ୍ୟତିଥିରେ ଗଭୀର…
ଓଡିଶାର ବିକାଶ କ୍ଷେତ୍ରରେ ଅଟଳଜୀଙ୍କ ଅବଦାନ ଅତୁଳନୀୟ: ସମୀର ମହାନ୍ତି : ସମୀର ମହାନ୍ତି
୧୯୯୯ ମହାବାତ୍ୟା ପରେ ଓଡ଼ିଶାବାସୀଙ୍କ ଦୁର୍ଦ୍ଦୀନରେ ବାଜପେୟୀଙ୍କ ସାହାଯ୍ୟ ଓ ସମର୍ଥନ ଅବିସ୍ମରଣୀୟ
ସ୍ୱର୍ଗତଃ ବାଜପେୟୀ ରାଷ୍ଟ୍ରୀୟ ରାଜମାର୍ଗ ବିକାଶ (ସ୍ୱର୍ଣ୍ଣ ଚତୁର୍ଭୁଜ) ଯୋଜନାରେ!-->!-->!-->!-->!-->…
୧୮୫୭ରେ ଇଂରେଜ ବିରୋଧରେ ଓ ୨୦୧୪ରେ ହିନ୍ଦୁତ୍ଵ ପାଇଁ ଆରମ୍ଭ ହୋଇଛି ଯୁଦ୍ଧ: ସୁବ୍ରମଣ୍ୟମ ସ୍ବାମୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ :ଭାରତରେ କେବେ କେବେ ଯୁଦ୍ଧ ହୋଇଛି ଏବଂ ଦେଶବାସୀଙ୍କୁ କିପରି ସ୍ବାଧୀନତା ମିଳିଛି ସେ ନେଇ ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ଏକ ଟ୍ବିଟ୍ କରି କହିଛନ୍ତି। ତେବେ ଏଥିରେ ସେ ଏପରି ଏକ ଯୁଦ୍ଧ କଥା ଉଠାଇଛନ୍ତି, ଯାହାକୁ ନେଇ ବିବାଦର!-->…
ଆଜି ଠାରୁ ଖୋଲିଲା ମା’ବୈଷ୍ଣୋ ଦେବୀଙ୍କ ମନ୍ଦିର ,ମା’ଙ୍କୁ ପ୍ରତିଦିନ ୨ହଜାର ଭକ୍ତ ଦର୍ଶନ କରିବେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ : କରୋନା ମହାମାରୀ ପାଇଁ ବନ୍ଦ ଥିବା ମା’ବୈଷ୍ଣବୀ ଦେବୀଙ୍କ ମନ୍ଦିର ଆଜି ଠାରୁ ଭକ୍ତଙ୍କ ପାଇଁ ଖୋଲା ଯାଇଛି। ଜମ୍ମୁ-କାଶ୍ମୀର ପ୍ରଶାସନ ୧୬ ଅଗଷ୍ଟ ଅର୍ଥାତ ଆଜି ଠାରୁ ମା’ବୈଷ୍ଣବୀ ଦେବୀଙ୍କ ଯାତ୍ରା ଆରମ୍ଭ କରିବାକୁ ଅନୁମତି ପ୍ରଦାନ କରିଛି।!-->…
‘ଫେମ ଇଣ୍ଡିଆ ଏସିଆ ପୋଷ୍ଟ’: ଦେଶର ଶ୍ରେଷ୍ଠ ୫୦ ବିଧାୟକଙ୍କ ମଧ୍ୟରେ ଓଡ଼ିଶାର ଦୁଇ ବିଧାୟକ ତାରାପ୍ରସାଦ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଓ ବିଜେଡ଼ି ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଦେଶର ଶ୍ରେଷ୍ଠ ୫୦ ବିଧାୟକଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି । ଓଡ଼ିଶାର ଦୁଇ ବିଧାୟକ ଫେମ୍ ଇଣ୍ଡିଆ ଏସିଆ ପୋଷ୍ଟରେ ସ୍ଥାନ ପାଇଛନ୍ତି । ନିଜର!-->…
ବରଫ ଭିତରୁ ମିଳିଲା ସହିଦ ଯବାନଙ୍କ ମର ଶରୀର: ନିୟନ୍ତ୍ରଣ ରେଖା ନିକଟରୁ ୮ମାସ ହେବ ନିଖୋଜ ଥିଲେ
ନୂଆଦିଲ୍ଲୀ/ଡେରାଡୁନ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ଭାରତୀୟ ସେନାର ୧୧ ଘର୍ୱାଲ ରାଇଫଲର ଯବାନ ହାବିଲଦାର ରାଜେନ୍ଦ୍ର ସିଂହ ନେଗି ଏ ବର୍ଷ ଜାନୁଆରି ମାସରେ କଶ୍ମୀରର ଗୁଲମାର୍ଗ ଅଞ୍ଚଳ ନିୟନ୍ତ୍ରଣ ରେଖା ପାଖରେ ଡିୟୁଟି କରୁଥିବା ସମୟରେ ହଠାତ୍ ବହଳ ବରଫ ମଧ୍ୟକୁ ଖସଡ଼ି ଯାଇଥିଲେ।!-->…
ଚାନ୍ଦବାଲି ବ୍ଲକ ଭାଟପଡ଼ା: ଗୋବିନ୍ଦ ନାୟକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମାଟ୍ରିକ ବୋର୍ଡ଼ ପରୀକ୍ଷାର କୃତି…
ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ / ମଣିପ୍ରସାଦ ପାଢୀ),୧୬/୦୮: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭାଟପଡ଼ାର ଗୋବିନ୍ଦ ନାୟକ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାଟ୍ରିକ (ଦଶମ) ବୋର୍ଡ଼ ପରୀକ୍ଷାରେ କୃତିତ୍ୱ ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି!-->…
ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ : ରାଷ୍ଟ୍ରପତି,…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ପୁଣ୍ୟତିଥି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳ ‘ସଦୈବ ଅଟଳ’ ଯାଇ ସେଠାରେ ତାଙ୍କୁ ପୁଷ୍ପ ଅର୍ପଣ!-->…
ଧର୍ମଗଡ: ୭୪ତମ ଉପଖଣ୍ଡ-ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ଉପ-ଜ଼ିଲ୍ଲାପାଳ କଲେ ପତାକା ଉତ୍ତୋଳନ
ଧର୍ମଗଡ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : କଳାହାଣ୍ଡି ଜିଲ୍ଲା ଧର୍ମଗଡଠାରେ ଉପଖଣ୍ଡ ସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ସ୍ଥାନୀୟ ପଞ୍ଚାୟତ ପଡିଆରେ ପାଳିତ ହୋଇଯାଇଛି । ତେବେ କରୋନା କଟକଣା ଯୋଗୁଁ କୋଭିତ-19 ନିର୍ଦେଶ ଅନୁଯାଇ ସାମାଜିକ ଦୂରତା ବଜାୟ ରଖି ସ୍ୱାଧୀନତା ଦିବସ ପାଳନ!-->…
ଭାରତର ୭୪ତମ ସ୍ୱାଧୀନତା ଦିବସ ଅବସରରେ ନେପାଳ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭକାମନା…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ସୀମା ବିବାଦକୁ ନେଇ ଉତ୍ତେଜନା ଚାଲିଥିବା ବେଳେ ନେପାଳର ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଦୁଇ ଦେଶର ନେତାଙ୍କ ମଧ୍ୟରେ!-->…
