Browsing Category

Regional

କରୋନା କଟକଣା ମଧ୍ୟରେ ଆଜି ସାରା ଦେଶ ପାଳନ କରୁଛି ୭୪ତମ ସ୍ୱାଧୀନତା ଦିବସ : ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କଲେ…

ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି କରୋନା ଯୋଦ୍ଧାଙ୍କ ସେବାକୁ କଲେ ପ୍ରଶଂସା ସ୍ୱାଧୀନତା ଦିବସରେ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନର ଘୋଷଣା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : କରୋନା କଟକଣା

ଘରୋଇ ହସ୍‌ପିଟାଲ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଫି’ ଧାର୍ଯ୍ୟ କଲେ ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୮ : କରୋନା ମହାମାରୀ ସମୟରେ ଭାଇରସରେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଘରୋଇ ହସ୍‌ ପିଟାଲ ପାଇଁ ଫି’ ଧାର୍ଯ୍ୟ କରିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ସିଡିଏମ୍‌ଓଙ୍କୁ

ନୀଲମ-ଝେଲମ ନଦୀରେ ଚୀଇନା କମ୍ପାନୀ ଦ୍ୱାରା ନିର୍ମାଣଧିନ ଏକ ବଡ଼ ବନ୍ଧକୁ ପିଓକେରେ ବିରୋଧ : ରାଜ-ରାସ୍ତାରେ ମଶାଲ…

ମୁଜାଫରାବାଦ/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : ପାକିସ୍ଥାନ ଓ ଚୀନ ସମ୍ପର୍କ ଅତି ନିବିଡ଼ । ଭାରତ ବିରୋଧରେ ଚୀନ ଲାଗି ପାକିସ୍ଥାନ ଓ ପାକିସ୍ଥାନ ଲାଗି ଚୀନ ପରସ୍ପର ସହ ଘନିଷ୍ଠ ସମ୍ପର୍କରେ ବାନ୍ଧି ହୋଇଛନ୍ତି । ଇମ୍ରାନଙ୍କ ଚୀନ ପ୍ରେମ ତ ସବୁଠାରୁ ବଳି ଯାଇଛି । ଏଥିପାଇଁ ସେ

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର : ଏଣିକି ପାଇବେ ‘ଆୟୁଷ୍ମାନ ଭାରତ’ ସ୍ୱାସ୍ଥ୍ୟ ଯୋଜନାର ସୁବିଧା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : 'ଆୟୁଷ୍ମାନ ଭାରତ ଯୋଜନା' ଏବେ କେବଳ ଗରିବଙ୍କ ମଧ୍ୟରେ ସୀମିତ ରହିବ ନାହିଁ । ଦେଶର ଗରିବଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସୁବିଧା ମିଳୁଛି, ମାତ୍ର ଏହି ଯୋଜନାର ଫାଇଦା ଗରିବୀ ରେଖା ଉପରେ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ପାଇବେ । ଏ

ଓଡ଼ିଆ ଭାଷାକୁ ମିଳିଲା ନୂଆ ପରିଚୟ : ଏଣିକି ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ମଧ୍ୟ ଓଡ଼ିଆ ଭାଷା ଅନୁବାଦ ହୋଇପାରିବ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : ଓଡ଼ିଆ ଭାଷାକୁ ମିଳିଲା ନୂଆ ପରିଚୟ, ଏଣିକି ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ମଧ୍ୟ ଓଡ଼ିଆ ଭାଷା ଅନୁବାଦ ହେବ । ଏବେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା ସ୍ଥାନ ପାଇଛି। ଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ବିଶ୍ୱର ପ୍ରମୁଖ

କରୋନା ମୁକାବିଲା ପାଇଁ ରାଜ୍ୟଗୁଡିକୁ ୩ କୋଟିରୁ ଅଧିକ ଏନ-95 ମାସ୍କ ବିନା ମୂଲ୍ୟରେ କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର

ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୪/୦୮ : ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମାମଲା ବିଚାରରେ ଅଦାଲତ ବାସ୍ତବତା ସହିତ ଏପରି ଆକ୍ରୋ‌ଶର ଶିକାର ପୀଡ଼ିତଙ୍କ ମାନସିକ ସ୍ଥିତି ବିଷୟରେ ଅବଗତ ହେବା

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ଅଙ୍ଗନବାଡ଼ି ରେଜିଷ୍ଟରରେ ବୟସ ରେକର୍ଡ ବିଶ୍ୱାସଯୋଗ୍ୟ ନୁହେଁ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୪/୦୮: ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରି ଅଙ୍ଗନବାଡ଼ି କେନ୍ଦ୍ର ରେଜିଷ୍ଟରରେ ରେକର୍ଡ ହୋଇଥିବା ବୟସ ବିଶ୍ବାସଯୋଗ୍ୟ ନୁହେଁ ବୋଲି କହିଛନ୍ତି। ପୀଡିତାଙ୍କ ବୟସକୁ ନେଇ ଦ୍ବନ୍ଦ୍ବ କ୍ଷେତ୍ରରେ ମାଟ୍ରିକ ସାର୍ଟିଫିକେଟକୁ ଅଗ୍ରାଧିକାର ଦିଆଯିବ

“ପଖାଳ” ମୋର ପସନ୍ଦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ଓଡ଼ିଆ ଖାଦ୍ୟକୁ ସ୍ବତନ୍ତ୍ର ପରିଚୟ ଦେବା ସହ ପ୍ରଚାର, ପ୍ରସାର ପାଇଁ ଓଟିଡିସି ଅଣ୍ଟା ଭିଡ଼ିଛି। ‘ଆମ ଘର ଆମ ହାଣ୍ଡିଶାଳ’ ନାମରେ ଚାଲିଥିବା ଏହି ରୋଷେଇ ପ୍ରତିଯୋଗିତା ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଦୂରଦର୍ଶ‌ନରେ ପ୍ରସାରିତ ହେବ। ଏହି

କୋଭିଡ୍‌-୧୯କୁ ନେଇ ଗୁଜବ, ଅପପ୍ରଚାର କରୁଥିବା ଭିଡିଓ, ଅଡିଓ ଓ ଚିତ୍ର କିମ୍ବା କୌଣସି ଲେଖା ସେୟାର ଏକ ଅପରାଧ :…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: କୋଭିଡ୍‌-୧୯କୁ ନେଇ ଅପପ୍ରଚାର ଅପରାଧ। ମାର୍ଚ୍ଚରୁ ଅଗଷ୍ଟ ଭିତରେ ରାଜ୍ୟ ପୁଲିସର ବିଭିନ୍ନ ଥାନାରେ ୭୩ଟି ମାମଲା ରୁଜୁ ହେଲାଣି। ଏହାକୁ ନେଇ ସରକାରଙ୍କ ସହ ପୁଲିସ ମଧ୍ୟ କଠୋର ହୋଇଛି। ଏଣୁ ସମସ୍ତେ ସୁଧୁରି ଯାଅ। କୋଭିଡ୍‌କୁ ନେଇ ଗୁଜବ,
error: Content is protected !!
Open chat