Browsing Category
Regional
ରାଉଲକେଲା: ଉଦିତନଗର ସରକାରୀ ବାଳିକା ବିଦ୍ୟାଳୟରେ ‘ବିଶ୍ୱ ସଂସ୍କୃତ ଦିବସ’ ପାଳିତ
ରାଉଲକେଲା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : ଇସ୍ପାତ ନଗରୀ ରାଉଲକେଲାର ଉଦିତନଗରସ୍ଥିତ ସରକାରୀ ବାଳିକା ବିଦ୍ୟାଳୟରେ କେବଳ କର୍ମକର୍ତ୍ତା ମାନଙ୍କ ମଧ୍ୟରେ 'ଗୁଗୁଲମିଟ' ମାଧ୍ୟମରେ 'ବିଶ୍ୱ ସଂସ୍କୃତ ଦିବସ' ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ଶିକ୍ଷା!-->…
ଅସହାୟଙ୍କ ହିରୋ ଅଭିନେତା ସୋନୁ ସୁଦ୍ : ଉତ୍ତରପ୍ରଦେଶର ଜଣେ ଯୁବତୀଙ୍କ ଆଣ୍ଠୁ ପ୍ରତିରୋପଣ ପାଇଁ ଆର୍ଥିକ ସହାୟତା ଦେବା…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଗାଜିଆବାଦ୍ ୧୪/୦୮ : ପରଦାରେ ଖଳନାୟକ ଭୂମିକାରେ ଦର୍ଶକଙ୍କ ମନୋରଞ୍ଜନ କରୁଥିଲେ ମଧ୍ୟ ଅସଲ ଜୀବନରେ ଅସହାୟଙ୍କ ହିରୋ ବନି ଯାଇଛନ୍ତି ଅଭିନେତା ସୋନୁ ସୁଦ୍। ଲକଡାଉନ ଆରମ୍ଭ ହେବା ପରଠାରୁ ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବାଠାରୁ ଆରମ୍ଭ କରି ଅସହାୟଙ୍କୁ ଆର୍ଥିକ!-->…
“ସଡ଼କ-୨”କୁ ୫୦ ଲକ୍ଷରୁ ଅଧିକ ଡିସ୍ଲାଇକ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୧୪/୦୮: ବଲିଉଡ୍ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ -୨’ର ପୋଷ୍ଟର ରିଲିଜ୍ ହେବା ସମୟରେ ଫିଲ୍ମଟି ବିବାଦରେ ଛନ୍ଦି ହୋଇପଡ଼ିଥିଲା। ୧୨ ଅଗଷ୍ଟରେ ଫିଲ୍ମର ଟ୍ରେଲର ୟୁଟ୍ୟୁବ୍ରେ ରିଲିଜ୍ ହୋଇଛି। ୟୁଟ୍ୟୁବ୍ରେ ଏହି ଟ୍ରେଲରଟି ଟ୍ରେଣ୍ଡ!-->…
ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା: ଓଏଏସ୍ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ପୂର୍ବତନ ଆୟୁଷ ନିର୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ଗୁରୁବାର ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟାରେ ଥିଲେ ।
ସୂଚନା ଅନୁଯାୟୀ, ଶ୍ରୀ ଷଡ଼ଙ୍ଗୀ ତାଙ୍କର ଜଣେ!-->!-->!-->!-->!-->…
ଆଜି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଲଞ୍ଚ୍ କରିବେ “ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ”
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮: କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ସାରା ଦେଶରେ ସର୍ବ ବୃହତ୍ ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ ଲଞ୍ଚ୍ କରିବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତତ୍ତ୍ୱାବଧାନରେ ଏହା ଆୟୋଜନ ହେବ। ଏହି ରନ୍ ଅଗଷ୍ଟ ୧୫ରୁ ଅକ୍ଟୋବର ୨ ତାରିଖ!-->…
କୌଣସି ରାଜ୍ୟ ସରକାର ନିଜ ଇଚ୍ଛାରେ କିଣି ପାରିବେନି କରୋନା ଟିକା :କେନ୍ଦ୍ର ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮ : ମହାମାରୀ କରୋନାକୁ ମାତ ଦେବା ପାଇଁ ଏକାଧିକ ଟିକା ଏବେ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ଯାଇଛି। କିଛି କରୋନା ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ ପରୀକ୍ଷା ଚାଲିଥିବା ବେଳେ ଆଉ କିଛି ଟିକାର ଉତ୍ପାଦନ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାକୁ!-->…
ଭାରତରେ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ କିଣିବ ‘ଟିକ୍-ଟକ୍’ର ମାଲିକାନା : ଦେଶକୁ ପୁଣି ଫେରିବା ଆଶା ଉଜ୍ଜଳ
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଟିକଟକ୍ ବ୍ୟବହାରୀଙ୍କ ପାଇଁ ଏକ ଖୁସି ଖବର । ଭାରତକୁ ପୁଣି ଫେରିପାରେ ଟିକ୍ ଟକ୍ । ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଜିଓ ଟିକଟକର ଭାରତ କାରବାର କିଣିବା ନେଇ କଥାବାର୍ତା ଚଳାଇଥିବା ସୂଚନା ମିଳିଛି । ଅନୁରୂପ ଭାବରେ ଆମେରିକାରେ!-->…
ରାଜଗାଙ୍ଗପୁର: ବିଜୁ ଜନତା ଦଳ ପକ୍ଷରୁ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମରେ ୬୦ ୟୁନିଟ ରକ୍ତ ସଂଗୃହିତ
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : କରୋନା ମହାମାରୀ ସମୟରେ ରକ୍ତର ଅଭାବକୁ ନଜରରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଅଗଷ୍ଟ ୯ କ୍ରାନ୍ତି ଦିବସ ରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି ଜୀବନବିନ୍ଦୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ଆହ୍ୱାନ ଦେଇଛନ୍ତି।!-->…
ରୁଷୀୟ କୋଭିଡ୍-୧୯ ଟିକା ‘ସ୍ପୁଟ୍ନିକ୍-ଭି’ : ଭାରତରେ ଡିସେମ୍ବରରୁ ହୋଇପାରେ ଉପଲବ୍ଧ
ନୂଆଦିଲ୍ଲୀ/ମସ୍କୋ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ପୂର୍ବ ଘୋଷଣା ମୁତାବକ ରୁଷିଆର ସରକାରୀ ପ୍ରତିଷ୍ଠାନ 'ଗମାଲେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏପିଡର୍ମିଓଲୋଜି ଆଣ୍ଡ୍ ମାଇକ୍ରୋବାୟୋଲୋଜି' ଏବଂ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ବାରା ବିକଶିତ ଏକ କୋଭିଡ୍ ଟିକାର ଲୋକାର୍ପଣ!-->…
ଆଜି ପ୍ରକାଶ ପାଇଲା ବିପିୟୁଟି ପରିଚାଳିତ ବି-ଟେକ ଓ ଏମ.ଏସ.ସି. ପରୀକ୍ଷାଫଳ : ପାସହାର ୯୩ ପ୍ରତିଶତ
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଆଜି ବିପିୟୁଟି ଅଧିନରେ ପରିଚାଳିତ ବି-ଟେକ ଓ ଏମ.ଏସ.ସି. ପରୀକ୍ଷାଫଳ ପ୍ରକାଶ ପାଇଛି। ଏନେଇ ବିପିୟୁଟିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବିପିୟୁଟି କର୍ତ୍ତୃପକ୍ଷ କହିଛନ୍ତି ଯେ, ବିଟେକ୍ ଓ ଏମ୍ଏସସିର ଫାଇନାଲ ସେମିଷ୍ଟରରେ ୯୩ ପ୍ରତିଶତ!-->…
