Browsing Category
Regional
କମିଶନରେଟ ପୋଲିସ ଟ୍ୱିଟ କରି ଦେଲେ ସୂଚନା : ଚଳିତ ବର୍ଷ ଭୁବନେଶ୍ୱର – କଟକ ମହାନଗରରେ ହେବ ନାହିଁ ଗଣେଶ ପୂଜା !…
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଟ୍ୱିନ ସିଟିରେ ଗଣେଶ ପୂଜା ମନା। ପୋଲିସ କମିଶନରେଟ ଟ୍ୱିଟ କରି ସୂଚନା ଦେଇଛନ୍ତି ଯେ ଚଳିତ ବର୍ଷ ଭୁବନେଶ୍ୱର-କଟକ ମହାନଗରରେ ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖି ଏପରି ନିଷ୍ପତ୍ତି ନିଆଯାଇଛି!-->…
+୨ ବିଜ୍ଞାନରେ ଶୂନ୍ୟ ପରୀକ୍ଷାଫଳ : ୧୫ଟି ହାୟର-ସେକେଣ୍ଡାରୀ ସ୍କୁଲକୁ କାରଣ ଦର୍ଶାଅ ନୋଟିସ – ଉଚ୍ଚ ମାଧ୍ୟମିକ…
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ଗତକାଲି ପ୍ରକାଶ ପାଇଥିଲା। ଏହି ପରୀକ୍ଷାରେ ରାଜ୍ୟର ୧୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶୂନ ରେଜଲ୍ଟ କରିଛି। ଶୂନ ରେଜଲ୍ଟ ୧୫ଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ନୋଟିସ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା!-->…
‘ଟ୍ରାନ୍ସପାରେଣ୍ଟ ଟାକ୍ସେସନ – ଅନରିଂ ଦ ଅନେଷ୍ଟ’ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କଲେ ନୂତନ ଟିକସ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ଟିକସ ପ୍ଲାଟଫର୍ମ ଆରମ୍ଭ କରିଛନ୍ତି। ସଚ୍ଚୋଟ ଟିକସଦାତାଙ୍କୁ ଉତ୍ସାହିତ କରିବା ଏବଂ ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ଏକ ନୂତନ ସ୍ୱତନ୍ତ୍ର ପ୍ଲାଟଫର୍ମ!-->…
ରାଜସ୍ଥାନ ରାଜନୈତିକ ସଙ୍କଟର ପରିସମାପ୍ତି : ସଚିନ ରାଜସ୍ଥାନ କଂଗ୍ରେସକୁ ଫେରିଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଜୟପୁର ୧୩/୦୮ : ଦୀର୍ଘ ଗୋଟିଏ ମାସ ଧରି ଲାଗି ରହିଥିବା ରାଜସ୍ଥାନ ରାଜନୈତିକ ସଙ୍କଟର ପରିସମାପ୍ତି ହୋଇଛି। ପାଇଲଟ୍ ବିଦ୍ରୋହରୁ ଓହରି ଜୟପୁର ଫେରିବା ସହ ସବୁକିଛି ସ୍ବାଭାବିକ ହୋଇଯାଇଛି। କିନ୍ତୁ ଏବେ ପ୍ରଶ୍ନ ଉଠିଛି କଂଗ୍ରେସ ପାଇଲଟ୍ଙ୍କୁ ଫେରାଇବାର କାରଣ!-->…
ରାଜ୍ୟରେ ସ୍ୱାଧୀନତା ଦିବସ ପାଇଁ କୋହଳ ହେଲା ସପ୍ତାହାନ୍ତ ସଟ୍ଡାଉନ : ଦିନ ୧୧ଟା ପର୍ଯ୍ୟନ୍ତ ଜନସାଧାରଣ ଜାତୀୟ ପତାକା…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : କରୋନା ପାଇଁ ରାଜ୍ୟ ସରକାର ଖୋର୍ଧା, ଗଞ୍ଜାମ, କଟକ ଓ ଗଜପତି ଜିଲ୍ଲା ଏବଂ ରାଉରକେଲା ସହରରେ ଶନିବାର ଓ ରବିବାରକୁ ସଟ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଶନିବାର ସ୍ବାଧୀନତା ଦିବସ ପାଇଁ ସରକାର ଏଥିରେ କିଛିଟା କୋହଳ କରିଛନ୍ତି। ଦିନ!-->…
ଏମସିଆଇ ଜାରି କଲା ନୋଟିସ : ପାକିସ୍ତାନର କାଶ୍ମୀର ପଲିସିକୁ ଶକ୍ତ ଝଟକା , ପିଓକେରେ ଡାକ୍ତରୀ ପଢିଥିବା…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୩/୦୮: ପାଠ ବାହାନାରେ ମନରେ ବିଷ ଗୋଳୁଥିବା ପାକିସ୍ତାନର ଷଡଯନ୍ତ୍ରକୁ ପଣ୍ଡ କରିଦେଇଛି ଭାରତ । ପାକିସ୍ତାନ ଅଧିକୃତ କାଶ୍ମୀରରେ ଡାକ୍ତରୀ ପଢିଥିବା ଛାତ୍ରଛାତ୍ରୀ ଭାରତରେ ଅଭ୍ୟାସ କରିପାରିବେ ନାହିଁ । ଏନେଇ ମେଡିକାଲ କାଉନସିଲ ଅଫ ଇଣ୍ଡିଆ!-->…
ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ପ୍ରେସ୍କ୍ରିପ୍ସନ୍ରେ ସ୍ପଷ୍ଟ ଓ କ୍ୟାପିଟାଲ୍ ଅକ୍ଷରରେ ଔଷଧର ନାଁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୩/୦୮: ଅନେକ ସମୟରେ ଡାକ୍ତରଙ୍କ ପ୍ରେସକ୍ରିପସନ୍ ପଢି କ’ଣ ଲେଖା ହୋଇଛି ବୁଝିବା ଜଣଙ୍କ ପକ୍ଷରେ ସମ୍ଭବପର ହେଉନାହିଁ। ଯେଉଁ ଡାକ୍ତରମାନଙ୍କ ହସ୍ତାକ୍ଷର ଭଲ ନଥିବ ସେମାନେ ପ୍ରେସକ୍ରିପସନରେ ଔଷଧର ନାଁ ବଡ ଅକ୍ଷର (କ୍ୟାପିଟାଲ ଲେଟର)ରେ ସ୍ପଷ୍ଟ ଭାବେ ଲେଖିବେ।!-->…
ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାରଙ୍କ “ନିର୍ମଳ” ଯୋଜନା : ୫ ବର୍ଷରେ ଖର୍ଚ ହେବ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୩/୦୮ : ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାର ‘ନିର୍ମଳ’ ଯୋଜନାକୁ ସଂଶୋଧନ କରିଛନ୍ତି ଏବଂ ଏହି ଯୋଜନାରେ ଆଗାମୀ ୫ ବର୍ଷରେ ୧୯୯୮.୧୫ କୋଟି ଟଙ୍କା ବ୍ୟୟ କରିବାକୁ ଯୋଜନା କରିଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଗତ ଏ !-->…
ଭାରତରେ ବନ୍ଦ ହେବାକୁ ଯାଉଛି ଫେସବୁକ ଲାଇଟ : ଏହି ଲୋକପ୍ରିୟ ଆପର ଅଛନ୍ତି ଲକ୍ଷାଧିକ ବ୍ୟବହାରକାରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୩/୦୮ : ଫେସବୁକର କିଛି ଆପ୍ ଅଛି ଯାହାକୁ କମ୍ପାନୀ କମ୍ ଇଣ୍ଟରନେଟ୍ ବେଗରେ ମଧ୍ୟ ବ୍ୟବହାର କରିବାକୁ ଲଞ୍ଚ କରିଛି | କମ ଇଣ୍ଟରନେଟ ଥିବା ଅଂଚଳରେ ଫେସବୁକକୁ ବ୍ୟବହାର କରିବାକୁ କମ୍ପାନୀ ଫେସବୁକ ଲାଇଟକୁ ଲଞ୍ଚ କରିଥିଲା | ଭାରତରେ ମଧ୍ୟ ଲକ୍ଷାଧିକ!-->…
ଅକ୍ଷୟ କୁମାର : ବିଶ୍ୱର ଷଷ୍ଠ ସର୍ବାଧିକ ଆୟକାରୀ ପୁରୁଷ ଅଭିନେତା – ଫୋର୍ବସ ପତ୍ରିକା ପ୍ରକାଶ କଲା ବିଶ୍ୱର…
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଲୋକପ୍ରିୟ ଅଭିନେତା ଅକ୍ଷୟ କୁମାର ଅନ୍ତର୍ଜାତୀୟ ପତ୍ରିକା ଫୋର୍ବସ୍ ପକ୍ଷରୁ ପ୍ରକାଶିତ ୨୦୨୦ର ବିଶ୍ୱର ୧୦ ଜଣ ସର୍ବାଧିକ ରୋଜଗାର କରୁଥିବା ପୁରୁଷ ଅଭିନେତାଙ୍କ ତାଲିକାରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି । ପତ୍ରିକାରେ ପ୍ରଦତ୍ତ!-->…
