Browsing Category

Sports

‘ବିରାଟ’ ପ୍ରସଙ୍ଗରେ ମୁହଁ ଖୋଲିଲେ ଗାଙ୍ଗୁଲି : ‘ମୁଁ ନୁହେଁ ବିସିସିଆଇ ବୁଝିବ’

ମୁମ୍ବାଇ ୧୬/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତୀୟ ଟେଷ୍ଟ ଦଳର ଅଧିନାୟକ ତଥା ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ବିସିସିଆଇ ମଧ୍ୟରେ ବିବାଦ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି । ସେ କହିଛନ୍ତି ଯେ ଏ ନେଇ ସବୁକଥା ବିସିସିଆଇ ବୁଝିବ । କୋହଲିଙ୍କ…

ଓଡ଼ିଶାକୁ ପ୍ରଂଶସା କଲେ ଭାରତୀୟ ମହିଳା ହକି ଦଳର ଅଧିନାୟିକା

ଭୁବନେଶ୍ୱର ୧୭/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶାର ହୃଦୟରେ ହକି ରହିଛି । ଓଡ଼ିଶା ସରକାର ହକିକୁ ଅଗ୍ରାଧିକାର ଦେଇଛନ୍ତି । ଖାସକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକିର ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି । ହକି ପାଇଁ ବିଶ୍ୱସ୍ତରର ଭିତ୍ତିଭୂମି ପ୍ରସ୍ତୁତ କରିବା ସହ ଟିମର…

ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସରେ ସଫଳତା…

ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବାକୁ ଆଇସିସିର ଯୋଜନା

ନୂଆଦିଲ୍ଲୀ ୧୦/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଟୋକିଓ ଅଲିମ୍ପିକ୍ସ-୨୦୨୦ ଶେଷ ହୋଇଯାଇଛି। ଟୋକିଓ ଅଲମ୍ପିକ୍ସ ପଦକ ତାଲିକାରେ ଭାରତ ୪୮ତମ ସ୍ଥାନରେ ରହିଛି। ଯାହାକି ଗତ ୪୦ ବର୍ଷ ମଧ୍ୟରେ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ ରହିଛି। ମୋଟାମୋଟି ପଦକ ବିଜୟ ଦୃଷ୍ଟିରୁ ଭାରତ ୩୩ତମ ସ୍ଥାନରେ…

ଆଉ ରାଜୀବ ଗାନ୍ଧୀ ଖେଳ ରତ୍ନ ଆୱାର୍ଡ଼ ନୁହେଁ, ଏଣିକି ମେଜର ଧ୍ୟାନ ଚାନ୍ଦ୍‌ ଖେଳ ରତ୍ନ ଆୱାର୍ଡ଼

ନୂଆଦିଲ୍ଲୀ ୦୬/୦୮/୨୦୨୧ କଳିଙ୍ଗ ଜ୍ଯୋତି : ରାଜୀବ ଗାନ୍ଧୀ ଖେଳ ରତ୍ନ ଆୱାର୍ଡ଼କୁ ଏଣିକି ମେଜର୍‌ ଧ୍ୟାନ ଚାନ୍ଦ୍‌ ଖେଳ ରତ୍ନ ଆୱାର୍ଡ଼ କୁହାଯିବ। ମେଜର୍‌ ଧ୍ୟାନ ଚାନ୍ଦ୍‌ଙ୍କ ନାମରେ ଖେଳ ରତ୍ନ ପୁରସ୍କାର ନାମିତ ହେବା ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି।…

ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୦୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିବା ପରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ଟିମରେ ଏହା ଜବରଦସ୍ତ ବିଜୟ ବୋଲି ସେ କହିଛନ୍ତି। ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ…

ଟୋକିଓ ଅଲିମ୍ପିକ୍ସ୍‌ ୨୦୨୦ରେ ପ୍ରଥମ ଭାରତୀୟ ଭାବେ ରୌପ୍ୟ ପଦକ ହାସଲ କଲେ ମୀରାବାଈ ଚାନୁ

ନୂଆଦିଲ୍ଲୀ ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଟୋକିଓ ଅଲିମ୍ପିକ୍ସ୍ ୨୦୨୦ର ପ୍ରଥମ ଦିବସରେ ମହିଳା ୪୯ କିଲୋ ଭାରତ୍ତୋଳନ ପ୍ରତିଯୋଗିତାରେ ଶନିବାର ଦିନ ରୌପ୍ୟ ପଦକ ହାସଲ କରି ମୀରାବାଈ ଚାନୁ ପ୍ରଥମ ଭାରତୀୟ ଭାବେ ସ୍ମରଣୀୟ ଗୌରବ ଅର୍ଜନ କରିଛନ୍ତି। ଏହା ମଧ୍ୟ ହେଉଛି ଟୋକିଓ କ୍ରୀଡ଼ାରେ ଭାରତର…

ୱାସିମ୍ ଜାଫର ହେଲେ ଓଡ଼ିଶା କ୍ରିକେଟ ଦଳର କୋଚ୍‌

ଭୁବନେଶ୍ୱର ୧୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ୱାସିମ୍ ଜାଫର ଓଡ଼ିଶା କ୍ରିକେଟ ଦଳର କୋଚ୍ ଭାବେ ନିଯୁକ୍ତ ହୋଇଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପୂର୍ବରୁ ୱାସିମ୍ ଜାଫର ଉତ୍ତରାଖଣ୍ଡର କୋଚ ଭାବେ ଦାୟିତ୍ୱ ତୁଲାଇଥିଲେ । ଉଭୟ ପ୍ରଥମ ଶ୍ରେଣୀ ଓ…

ୟୁଏଇ, ଓମାନରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ଖେଳାଯିବ ଟି-୨୦ ବିଶ୍ବକପ : ଆଇସିସି

ମୁମ୍ବାଇ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୟୁଏଇ ଓ ଓମାନରେ ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ଟି୨୦ ବିଶ୍ବକପ କ୍ରିକେଟ ଖେଳାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଘୋଷଣା କରିଛି । ଏଥିପାଇଁ ପୂର୍ବରୁ ବିସିସିଆଇ ଦେଇଥିବା ପ୍ରସ୍ତାବରେ ଆଇସିସି ମୋହର ମାରିଛି । …

ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଅଲିମ୍ପିକ୍ ଦିବସରେ ବିଭିନ୍ନ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, କ୍ରୀଡ଼ା କ୍ଷେତ୍ରରେ ସେମାନଙ୍କର ଅବଦାନ ପାଇଁ ଦେଶ ଗର୍ବିତ।…
error: Content is protected !!
Open chat