Browsing Category

Sports

ଟୋକିଓ ଅଲିମ୍ପିକ୍ସ ଖେଳିବେ ଓଡ଼ିଆ ଝିଅ ଦୀପଗ୍ରେସ୍ ଏକ୍କା

ଭୁବନେଶ୍ୱର ୧୭/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଜାପାନର ରାଜଧାନୀ ଟୋକିଓରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ-୨୦୨୦ ପାଇଁ ଭାରତୀୟ ମହିଳା ହକି ଟିମ ଘୋଷଣା ହୋଇଛି । ଏହି ଟିମ୍‌ରେ ଜଣେ ଓଡ଼ିଆ ଝିଅଙ୍କୁ ସାମିଲ କରାଯାଇଛି । ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ମହିଳା ଟିମ୍‌ରେ ଓଡ଼ିଶାରୁ…

ସେପ୍ଟେମ୍ବର ୧୯ରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ୍, ଅକ୍ଟୋବର ୧୫ରେ ଚଳିତ ସିଜିନର ଶେଷ ମୁକାବିଲା

ନୂଆଦିଲ୍ଲୀ : କରୋନା ସହ ଲଢେଇ ଭିତରେ କ୍ରୀଡାପ୍ରେମୀଙ୍କ ପାଇଁ ଆସିଛି ଖୁସିର ଖବର । ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ ଆଇପିଏଲ ସିଜିନ-୧୪ର ବଳକା ମ୍ୟାଚ୍ । ସେହିପରି ଅକ୍ଟୋବର ୧୫ ତାରିଖରେ ଖେଳାଯିବ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ୟାଚ୍ । କରୋନା ପାଇଁ ଆଇପିଏଲ ୨୦୨୧କୁ…

ଆଇପିଏଲ-୨୦୨୧ ସ୍ଥଗିତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ଚଳିତବର୍ଷର ଆଇପିଏଲ ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇଛି। ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଟିମଗୁଡ଼ିକର ଅନେକ ଖେଳାଳି ଏବଂ ସଦସ୍ୟ କରୋନାରେ ସଂକ୍ରମିତ ହେବା ପରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ…

ଅହମ୍ମଦାବାଦ ଟେଷ୍ଟ ସହ ଭାରତ ୩-୧ରେ ସିରିଜ ବିଜୟୀ

ଋଷଭ ପନ୍ତ ମ୍ୟାନ ଅଫ୍ ଦ ମ୍ୟାଚ, ରବିଚନ୍ଦ୍ରନ୍‌ ଅଶ୍ବିନ ମ୍ୟାନ ଅଫ୍ ଦ ସିରିଜ ଅହମ୍ମଦାବାଦ : ଚତୁର୍ଥ ଟେଷ୍ଟରେ ଭାରତ ଇନିଂସ୍‌ ବିଜୟୀ ହୋଇଛି। ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ପରାସ୍ତ କରି ଭାରତ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ୩-୧ରେ ବିଜୟୀ। ଅକ୍ଷର ପଟେଲ୍‌ ଓ…

ଦୁଇ ଦିନରେ ଖେଳ ଶେଷ, ୩ୟ ଟେଷ୍ଟ ଜିତିଲା ଭାରତ

ଅହମ୍ମଦାବାଦ: ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବୁଧବାର ଆରମ୍ଭ ହୋଇଥିବା ୩ୟ ଦିବାରାତ୍ର ଟେଷ୍ଟ ମ୍ୟାଚ ଦୁଇ ଦିନରେ ଶେଷ ହୋଇଛି। ଭାରତ ଏହି ମ୍ୟାଚରେ ଭ୍ରମଣକାରୀ ଦଳକୁ ୧୦ ଉଇକେଟରେ ପରାସ୍ତ କରି ୨-୧ ବିଜୟ ସହିତ ସିରିଜରେ ଆଗୁଆ ରହିଛି। ଆଉ ଗୋଟିଏ ମ୍ୟାଚ୍‌ ବାକି…

ମୋଟେରା ନାଁ ବଦଳି ହେଲା ‘ନରେନ୍ଦ୍ର ମୋଦୀ ଷ୍ଟାଡିୟମ’, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦସ୍ଥିତ ଦୁନିଆର ସବୁଠୁ ବଡ଼ କ୍ରିକେଟ୍‌ ଷ୍ଟାଡିୟମ ମୋଟେରା ଷ୍ଟାଡିୟମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଏକ ବଡ଼ ନିଷ୍ପତ୍ତିକ୍ରମେ ଷ୍ଟାଡିୟମର ନାମକୁ ବଦଳାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ନାମିତ…

ସାରା ଦେଶରେ କରୋନା ଟୀକାକରଣ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସବୁ ସଫଳତାର ଶ୍ରେୟ ଦେଲେ ବୈଜ୍ଞାନିକଙ୍କୁ https://twitter.com/narendramodi/status/1350306962676715522 ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ଟିକା ବିକଶିତ କରିବା ପାଇଁ ବହୁ ବର୍ଷ ଲାଗିଥାଏ କିନ୍ତୁ ଆମ ବୈଜ୍ଞାନିକମାନେ ବହୁତ କମ ସମୟରେ ମେଡ଼ ଇନ…

ଦିନିକିଆ କ୍ରିକେଟ୍‌କୁ ୫୦ ବର୍ଷ ପୂରିଲା

ମେଲ୍‌ବୋର୍ଣ୍ଣ: ୧୯୭୧ ଜାନୁଆରୀ ୫; ଠିକ୍ ୫୦ ବର୍ଷ ତଳେ ସର୍ବପ୍ରଥମ ଆନ୍ତର୍ଜାତିକ ଦିନିକିଆ ମ୍ୟାଚ୍‌ ଖେଳା ଯାଇଥିଲା। ଇଂଲଣ୍ଡ ଦଳ ୬ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳିବାକୁ ଅଷ୍ଟ୍ରେଲିଆ ଆସିଥିଲା। ମେଲ୍‌ବୋର୍ଣ୍ଣରେ ୩ୟ ଟେଷ୍ଟମ୍ୟାଚ୍‌ ବର୍ଷା ଯୋଗୁଁ ବାତିଲ ହୋଇ ଯାଇଥିଲା। ଆର୍ଥିକ…

ଦେଶରେ ଆରମ୍ଭ ହେଲା ପ୍ରାକ୍‌-ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାକରଣ ଲାଗି ଟିକାକୁ ମଞ୍ଜୁରୀ ମିଳିସାରିଛି। ତେଣୁ ଖୁବଶୀଘ୍ର ଦେଶବ୍ୟାପୀ ଟିକାକରଣ ଆରମ୍ଭ ହେବ। ତେବେ ଏହା ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତତ୍ତ୍ଵାବଧାନରେ ଦେଶବ୍ୟାପୀ ପ୍ରାକ୍‌-ଟିକାକରଣ ଅଭ୍ୟାସ ଶନିବାରଠାରୁ ଆରମ୍ଭ ହୋଇଛି। ଦେଶର ସମସ୍ତ…

୨୩ରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ

ପୁରୀ: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ…
error: Content is protected !!
Open chat