Browsing Category

Sports

ପୁଣି ବିସିସିଆଇ ଉପାଧ୍ୟକ୍ଷ ହେବେ ରାଜୀବ ଶୁକ୍ଳା; ୨୪ରେ ଆନୁଷ୍ଠାନିକ ଘୋଷଣା

ନୂଆଦିଲ୍ଲୀ: ପୂର୍ବତନ ସାଂସଦ ରାଜୀବ ଶୁକ୍ଳା ପୁଣି ଥରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ)ର ଉପାଧ୍ୟକ୍ଷ ପଦ ସମ୍ଭାଳିବେ। ବିସିସିଆଇ ସଦସ୍ୟମାନେ ଏହି ପଦ ପାଇଁ ସର୍ବସମ୍ମତି କ୍ରମେ ରାଜୀବ ଶୁକ୍ଳାଙ୍କୁ ଚୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ଳା ଏହା ପୂର୍ବରୁ ଏନ.…

୨୦୨୩ ହକି ବିଶ୍ବକପ୍‌ ପ୍ରସ୍ତୁତି, ବଢ଼ିବ ବିଜୁ ପଟ୍ଟନାୟକ ଷ୍ଟାଡିୟମ କ୍ଷମତା

ବନେଶ୍ୱର/ରାଉରକେଲା, ୯/ ୧୨: ଏଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌-୨୦୨୩ ଉଭୟ ଭୁବନେଶ୍ୱର ଓ ରାଉରକେଲା ଦୁଇଟି ଭେନ୍ୟୁରେ ଆୟୋଜିତ ହେବ । ପୂର୍ବରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌-୨୦୧୮ ବେଶ୍‌ ସଫଳତାର ସହ ଆୟୋଜିତ ହୋଇଥିଲା । ତେଣୁ ଭୁବନେଶ୍ୱରରେ ଅନ୍ତର୍ଜାତୀୟ…

ଆଜି ଶେଷ ଟି-୨୦ : ସିରିଜ୍‌ ପୋଛିବା ଲକ୍ଷ୍ୟରେ ଭାରତ

ସିଡ୍‌ନୀ : ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ମଙ୍ଗଳବାର ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ମଧ୍ୟରେ ଟ୍ବେଣ୍ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ ଖେଳାଯିବ। ଭାରତ ନିକଟରୁ ପ୍ରଥମ ଦୁଇ ଟ୍ବେଣ୍ଟି୨୦ ମ୍ୟାଚରେ ପରାଜିତ ହେବା ପରେ ଘରୋଇ ଅଷ୍ଟ୍ରେଲିଆ ତୃତୀୟ ମ୍ୟାଚ ଜିତି ହ୍ବାଇଟ୍‌ୱାଶ ଏଡାଇବାକୁ…

ଦ୍ୱିତୀୟ ଟି-୨୦: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ କଲା କମାଲ , ୨-୦ରେ ଶୃଙ୍ଖଳା ଜିତିଲା ଭାରତ

ସିଡନି: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସିଡନି କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ପକ୍ଷରୁ ମିଳିଥିବା ୧୯୫ ରନ୍‌ର ବିଜୟ ଲକ୍ଷ୍ୟକୁ ଭାରତ ୪ଟି  ଉଇକେଟ୍‌ ହରାଇ ୧୯.୪ ଓଭରରେ ପୂରା କରିଛି। ଏହି…

ପ୍ରଥମ ଟି-୨୦ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ଭାରତ

କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୧୧ ରନରେ ବିଜୟ ହାସଲ କରିଛି । ୧୬୨ ରନର ପିଛା କରିବାକୁ ଯାଇ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୫୦ ରନ କରିପାରିଥିଲା । ଦଳ ପକ୍ଷରୁ ଆର୍ସି…

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟ୍ବେଣ୍ଟି୨୦ ଆଜି

କାନ୍‌ବେରା: ଭ୍ରମଣକାରୀ ଭାରତ ବିପକ୍ଷରେ ଘରୋଇ ଦିନିକିଆ ସିରିଜ୍‌ର ପ୍ରଥମ ୨ଟି ମ୍ୟାଚ୍‌କୁ ସହଜ​‌େ​‌ର ଜିତିବା ପରେ ୩ୟ ଦିନିକିଆରେ ପରାସ୍ତ ହୋଇଛି ଅଷ୍ଟ୍ରେଲିଆ। ଦଳର କିଛି ପ୍ରମୁଖ ଖେଳାଳି ଆହତହେବା ଅଷ୍ଟ୍ରେଲିଆ ପରାଜୟର କାରଣ ହୋଇଥିଲା। ସମାନ ଆହତଗତ ସମସ୍ୟା ସହ ଭାରତ ବିପକ୍ଷରେ…

ଆଇସିସି କ୍ରିକେଟ୍‌ ବିଶ୍ବକପ୍‌ ସୁପର ଲିଗ୍‌ ; ଅଷ୍ଟ୍ରେଲିଆ ଶୀର୍ଷରେ, ଭାରତ ୬ଷ୍ଠ

କାନ୍‌ବେରା: ଭାରତ ବିପକ୍ଷରେ ଘରୋଇ ଦିନିକିଆ ସିରିଜ୍‌କୁ ୨-୧ରେ ଜିତିବା ସହ ଆଇସିସି କ୍ରିକେଟ୍‌ ବିଶ୍ବକପ୍‌ ସୁପର ଲିଗ୍‌ରେ ୪୦ ପଏଣ୍ଟ ହାସଲ କରିଛି ଅଷ୍ଟ୍ରେଲିଆ। ଏହି ୪୦ ପଏଣ୍ଟ ସହ ଅଷ୍ଟ୍ରେଲିଆ ଟେବୁଲର ଶୀର୍ଷରେ ରହିଛି। ତେବେ ୩ୟ ଦିନିକିଆକୁ ୧୩ ରନ୍‌ରେ ଜିତିବା ଯୋଗୁଁ ସୁପର…

ଶେଷ ଦିନିକିଆ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କଲା ଭାରତ

କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଚଳିତ ସିରିଜର ଶେଷ ଦିନିକିଆ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି । ତେବେ ପୂର୍ବରୁ ୨ଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ଏହି ତିନିଟିକିଆ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିନେଇଛି । …

ପ୍ରକାଶ ପାଇଲା ଆଇପିଏଲ୍-୨୦୨୦ କ୍ରୀଡ଼ା ସୂଚୀ: ଉଦ୍ଘାଟନୀ ମ୍ୟାଚରେ ଧୋନୀ-ରୋହିତ ମୁକାବିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୬/୦୯ : ବହୁ ପ୍ରତୀକ୍ଷିତ ଆଇପିଏଲ୍ ଲାଗି ଜାରି ହୋଇଛି କ୍ରୀଡ଼ା ସୂଚୀ । ଆସନ୍ତା ୧୯ ତାରିଖରେ ଏହାର ଉଦ୍‌ଘାଟନୀ ମ୍ୟାଚ । ଧୋନୀଙ୍କ ଚେନ୍ନଇ ସୁପରକିଙ୍ଗସ ସହ ରୋହିତଙ୍କ ମୁମ୍ବାଇ ଇଣ୍ଡିଆ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ ଖେଳାଯିବ । ଆବୁଧାବୀରେ ଏହି ମ୍ୟାଚ୍…

ରବିବାର ଦିନ ପ୍ରକାଶ ପାଇବ ଆଇପିଏଲ୍ ୨୦୨୦ ସମୟ ସୂଚୀ: ଅଧ୍ୟକ୍ଷ ବ୍ରଜେଶ ପଟେଲ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦୁବାଇ ୦୫/୦୯ : ରବିବାର ଦିନ ‘ଇଣ୍ଡିଆନ୍ ପ୍ରିମିୟର୍‌ ଲିଗ୍’ର ୧୩ଶ ସଂସ୍କରଣ ପ୍ରକାଶ ପାଇବ ବୋଲି ଅଧ୍ୟକ୍ଷ ବ୍ରଜେଶ ପଟେଲ୍ ସୁନିଶ୍ଚିତ କରି କହିଛନ୍ତି। ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ୍ ଆରବ ଏମିରେଟ୍‌ସ୍ ଏହି ଅର୍ଥ-ସମୃଦ୍ଧ ଲିଗ୍ ଆରମ୍ଭ ହେବାକୁ ଧାର୍ଯ୍ୟ…
error: Content is protected !!
Open chat