Browsing Tag

ଓଡିଶା ରିପୋର୍ଟର

ନଡ୍ଡାଙ୍କ ଉପରେ ଆକ୍ରମଣ ମାମଲା : ପଶ୍ଚିମବଙ୍ଗର ୩ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଡକାଇଲା ଗୃହ…

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ଆହୁରି ଜଟିଳ ସ୍ତରକୁ ଚାଲିଯାଇଛି । ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ସମନ କରିଥିଲେ ମଧ୍ୟ ସେମାନେ ଦିଲ୍ଲୀ ଯିବାକୁ ମନା କରିବା ପରେ କେନ୍ଦ୍ର ନିଜର ପରବର୍ତ୍ତୀ

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ! ୬୫ ବର୍ଷରୁ ଅଧିକ ବୟସ୍କ ଏବଂ ପିଲାଙ୍କୁ ନଆସିବାକୁ କରାଯିବ ଅନୁରୋଧ

ଜାନୁଆରି ୧ ଓ ୨ ତାରିଖ ଦୁଇ ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ପୁରୀ ୧୨।୧୨ : ଖୋଲିବ ଶ୍ରୀମନ୍ଦିର । ଶ୍ରୀ ମନ୍ଦିର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ସୁପାରିସ୍‌ କରାଯିବ। ୨ ଦିନ ଭିତରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ସରକାରଙ୍କଠାରୁ ଅନୁମତି ମିଳିବା ପରେ ଶ୍ରୀମନ୍ଦିର ଖୋଲାଯିବ।

କୃଷକ ଆନ୍ଦୋଳନରେ ସାମିଲ ହେବାକୁ ଆସୁଛି ୧୫୦୦ ଟ୍ରାକ୍ଟର, ସାଙ୍ଗରେ ଅଛନ୍ତି ୩୦ ହଜାର କୃଷକ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ ତିନୋଟି କୃଷି ଆଇନ ବିରୋଧରେ ଆନ୍ଦୋଳନକାରୀ କୃଷକ ଏବେ ସଂଗ୍ରାମ ଜାରି ରଖିଛନ୍ତି। ଆଗକୁ ମଧ୍ୟ ଏହାକୁ ଆହୁରି ବଡ ଧରଣ କରିବାର ଯୋଜନାରେ ଅଛନ୍ତି। ଭାରତୀୟ କୃଷକ ୟୁନିୟନର ଅଧ୍ୟକ୍ଷ ବଲବୀର. ଏସ୍. ରାଜେଓ୍ବାଲ କହିଛନ୍ତି, ଆମେ ୧୨ ଡିସେମ୍ବରରୁ

ସାଧାରଣତନ୍ତ୍ର ଦିବସରେ ଉତ୍ତର ପ୍ରଦେଶ ପ୍ରଜ୍ଞାପନ ମେଢ଼ରେ ପ୍ରଦର୍ଶନ ହେବ ଅଯୋଧ୍ୟାର ରାମ ମନ୍ଦିର

ଲକ୍ଷ୍ନୌ: ନୂଆଦିଲ୍ଲୀର ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଉତ୍ତର ପ୍ରଦେଶର ପ୍ରଜ୍ଞାପନ ମେଢ଼ରେ ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ସମେତ ସେଠାକାର ସଂସ୍କୃତି, ପ୍ରଥା ଏବଂ କଳାକୃତି ପ୍ରଦର୍ଶନ କରାଯିବ। ରାଜ୍ୟ ସରକାରଙ୍କ ବିବୃତି ଅନୁସାରେ, ୨୦୨୧ ପ୍ରଜ୍ଞାପନ ମେଢ଼ର ଶୀର୍ଷକ

କଂଗ୍ରେସର ଗୁମର ଖୋଲୁଛି ପ୍ରଣବଙ୍କ ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ ; ୨୦୧୪ ନିର୍ବାଚନରେ ପରାଜୟ ପାଇଁ ସୋନିଆ ଓ…

ନୂଆଦିଲ୍ଲୀ: ୨୦୧୪ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧୀ ଏବଂ ମନମୋହନ ସିଂହ ଦାୟୀ। ଏପରି ଚାଞ୍ଚଲ୍ୟକର ତଥ୍ୟ ଲେଖିଯାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ସେ ତାଙ୍କ ଅନୁଭୂତିର ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ର ଅନ୍ତିମ ସଂସ୍କରଣରେ ଏହା ଲେଖିଛନ୍ତି।

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହିଁ ବିଜେଡି, ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି: ଡି.…

ଭୁବନେଶ୍ବର : ଓଡ଼ିଶା ବିଜେପି ପ୍ରଭାରୀ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ରାଜ୍ୟ ସରକାର ଓ ବିଜେଡି ଉପରେ ବର୍ଷିଛନ୍ତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ଆଜି ଗସ୍ତର ଶେଷ ଦିନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ

୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍‌ ଟର୍ମିନାଲ : ମୁଖ୍ୟମନ୍ତ୍ରୀ

ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି । ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ

ଦେଶରେ ପ୍ରତିଦିନ ୧ମିଲିୟନ ଟିକାକରଣ କରିବା ପାଇଁ ପ୍ରସ୍ତୁତ ଆପୋଲୋ ହସ୍ପିଟାଲ

ନୂଆଦିଲ୍ଲୀ: ଦିନକୁ ଏକ ମିଲିୟନ୍ କରୋନାଭାଇରସ୍ ଟିକା ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି ଆପୋଲୋ। କିନ୍ତୁ ଟିକା କିପରି ବଣ୍ଟନ କରାଯିବ ଏବଂ ଘରୋଇ ସ୍ୱାସ୍ଥ୍ୟ ସେବା ନେଟୱାର୍କ ଏଥିରେ ଜଡିତ ହେବ କି ନାହିଁ ତାହା ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାଁନ୍ତି। ଆପୋଲୋର ପରିଚାଳନା

‘ଆତ୍ମନିର୍ଭର ଭାରତ’ର ସାକ୍ଷୀ ହେବ ନୂଆ ସଂସଦ ଭବନ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହି ନୂଆ ସଂସଦ ଭବନ ‘ଆତ୍ମନିର୍ଭରଶୀଳ ଭାରତ’ର ସାକ୍ଷୀ ହେବ ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ସଂସଦ ଭବନରେ ଆମ ଦେଶ ଏବଂ ସମ୍ବିଧାନର ନିର୍ମାଣ ହୋଇଛି। ଆମ ସଂସଦ

ସାଇବର ନିରାପତ୍ତା ଦେଶ ପାଇଁ ବଡ ଆହ୍ୱାନ – ରାଜନାଥ ସିଂହ

ସାଇବର ନିରାପତ୍ତା ଓ ସାମରିକ ଚିକିତ୍ସା ଆଜି ଆମ ପାଇଁ ବଡ ଆହ୍ୱାନ ହୋଇଛି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି। ଦଶମ ଆସିଆନ ପ୍ରତିରକ୍ଷାମନ୍ତ୍ରୀମାନଙ୍କ ବୈଠକରେ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରି ଶ୍ରୀ ସିଂହ କହିଛନ୍ତି ଯେ ଆସିଆନର ସଦସ୍ୟ ଦେଶଗୁଡ଼ିକ
error: Content is protected !!
Open chat