Browsing Tag

ଓଡିଶା ରିପୋର୍ଟର

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

-ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଦେଶର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି-ଆଇଏନ୍‍-ସ୍ପେଶର ପ୍ରତିଷ୍ଠା ମହାକାଶ ଅଭିଯାନରେ ଭାରତକୁ ଆତ୍ମନିର୍ଭର କରିବ-‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ ମହାକାଶ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ-ଭାରତ’ର

ପେଟ୍ରୋଲିୟମ ମନ୍ତ୍ରଣାଳୟର ୨୫ଟି ବୃହତ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା ଅର୍ଥନୀତିର ପୁନଃଉଦ୍ଧାର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଦେଶରେ ତୈଳ ଓ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ କ୍ରିୟାନ୍ୱିତ ହେଉଥିବା ବିଭିନ୍ନ ୨୫ଟି ବୃହତ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ତୈଳ ଏବଂ ଗ୍ୟାସ ଶିଳ୍ପ ଦେଶର

ମାସ୍କ ପିନ୍ଧୁନଥିବା କିଛି ଦାୟିତ୍ୱହୀନ ବ୍ୟକ୍ତିଙ୍କ ଯୋଗୁଁ କରୋନା ବ୍ୟାପୁଛି : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮: ମୁହଁରେ ମାସ୍କ ପିନ୍ଧୁନଥିବା କିଛି ଦାୟିତ୍ୱହୀନ ବ୍ୟକ୍ତିଙ୍କ ଯୋଗୁଁ ଦେଶରେ କରୋନା ସଂକ୍ରମଣ ବଢିଚାଲିଛି ବୋଲି କହିଛନ୍ତି ଭାରତୀୟ ଭେଷଜ ଗବେଷଣା ପରିଷଦ(ଆଇସିଏମଆର)ର ମହାନିର୍ଦ୍ଦେଶକ ଡ.ବଲରାମ ଭାର୍ଗବ । ସେ କହିଛନ୍ତି ଯେ ଦେଶରେ ଏବେ

ଆଇସିଏମଆର ଦେଲା ଭଲ ଖବର : ଶେଷ ପର୍ଯ୍ୟାୟରେ ଭାରତର ୩ଟି କରୋନା ଟିକାର ମାନବ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮ : ସାରା ବିଶ୍ୱ ମହାମାରୀ କରୋନା ଭାଇରସକୁ ମାତ ଦେଇପାରୁ ଥିବା ଟିକା ବାହାର କରିବାରେ ଲାଗିଛି। ଏହି ଟିକା ବାହାର କରିବା ରେସରେ ଭାରତ ମଧ୍ୟ ପଛରେ ପଡ଼ିନାହିଁ। ଭାରତରେ ୩ଟି କରୋନା ଟିକାର ମାନବ ପରୀକ୍ଷଣ ଭିନ୍ନଭିନ୍ନ ଷ୍ଟେଜରେ ରହିଥିବା ଆଜି

ସ୍କୁଲ ପିଲାଙ୍କ ପାଇଁ ବଡ ଖବର : ସ୍କୁଲ ଖୋଲିବା ନେଇ NCERT ପ୍ରସ୍ତୁତ କରିଥିବା ନିର୍ଦେଶାବଳୀ ମାନିବାକୁ ପଡିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮ : ମହାମାରୀ କୋରୋନା ସଂକ୍ରମଣ ହେତୁ ମାର୍ଚରୁ ବନ୍ଦ ଥିବା ସ୍କୁଲ ଗୁଡିକ ଖୋଲିବା ପାଇଁ ମାମଲାକୁ ତୀବ୍ର କରାଯାଇଛି । ସେପ୍ଟେମ୍ବରରୁ ସ୍କୁଲ ଗୁଡିକ ଖୋଲିବା ପାଇଁ ଆଶା ପୋଷଣ କରାଯାଇଛି । ଆଲୋଚନା ଅନୁଯାଇ ପ୍ରଥମେ ଦଶମ ଓ ଦ୍ଵାଦଶର ପିଲାମାନଙ୍କୁ 

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ୱେବସାଇଟ୍ ହ୍ୟାକ୍ : ପାକିସ୍ଥାନୀ ହ୍ୟାକର ଦେଲେ ଭାରତକୁ ଚେତାବନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ହାଇଦ୍ରାବାଦ ୨୬/୦୮ : କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଜି. କିସନ ରେଡ଼୍ଡ଼ୀଙ୍କ ବ୍ୟକ୍ତିଗତ ୱେବସାଇଟ୍ http://kishanreddy.com/କୁ ପାକିସ୍ଥାନୀ ହ୍ୟାକର ହ୍ୟାକ୍ କରିଦେଇଛନ୍ତି । ୱେବସାଇଟ ହ୍ୟାକ ପରେ ଏଥିରେ ଆଜାଦ କାଶ୍ମୀର ପରି କିଛି ପୋଷ୍ଟ ମଧ୍ୟ କରାଯାଇଛି ।

ରାଜ୍ୟରେ ଶସ୍ତା ହେଲା କୋଭିଡ୍‌ ଟେଷ୍ଟ : ଘରୋଇ ଲାବରେ ଆରଟି-ପିସିଆର ପରୀକ୍ଷା ଦର ୧୨ ଶହ ଟଙ୍କାକୁ କମାଇଲେ ରାଜ୍ୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ଶସ୍ତା ହେବ । 12ଶହ ଟଙ୍କାରେ ହେବ ଆର୍‌ଟି ପିସିଆର ଟେଷ୍ଟ । 2200 ଟଙ୍କାରୁ କମି 12 ଶହ ଟଙ୍କା ହେବ କୋଭିହ୍‌ ଟେଷ୍ଟ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ

ପିଏମ୍‌ ଆବାସ ନିର୍ମାଣରେ କେବଳ କାଗଜ ପତ୍ରରେ ଓଡିଶା ସରକାର ଏକ ନମ୍ବର :ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭଷ୍ଟ୍ରାଚାର ମାଧ୍ୟମରେ ଭଣ୍ଡୁର କରିବା ପାଇଁ ସମସ୍ତ ପ୍ରକାର ଷଡଯନ୍ତ୍ର କରୁଛନ୍ତି ରାଜ୍ୟସରକାର । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପିଠାଗୋଲା ପଂଚାୟତ ଖରବା ଗାଁ ରେ୧୩ଟି ନିର୍ଦ୍ଦିଷ୍ଟ ଦୁର୍ବଳ ଜନଜାତି

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ ସମୀର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷା ଫଳ ଆସନ୍ତା ସେପ୍ଟେମ୍ବର ମାସ‌ରେ ପ୍ରକାଶ ପାଇବ। ଏଥି ସହ ଧନ୍ଦାମୂଳକ ପରୀକ୍ଷା ଫଳ ବି ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ

ଭାରତୀୟ ବାୟୁସେନା ପକ୍ଷରୁ “ମାଇ ଆଇଏଏଫ” ମୋବାଇଲ ଆପ୍‌ର ଶୁଭାରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୮: ଭାରତୀୟ ବାୟୁସେନା ପକ୍ଷରୁ ଏକ ମୋବାଇଲ୍ ଆପ୍ଲିକେସନ୍ ଲଞ୍ଚ କରାଯାଇଛି। ଯାହାର ନାମ “ମାଇ ଆଇଏଫ୍” ରଖାଯାଇଛି। ଏହି ମୋବାଇଲ୍ ଆପରେ, ଆପଣ ବାୟୁସେନାରେ କ୍ୟାରିୟର ସମ୍ବନ୍ଧୀୟ ସୂଚନା ଏବଂ ଚାକିରିର ସମ୍ପୂର୍ଣ୍ଣ ବିବରଣୀ ପାଇପାରିବେ। ଏହି ଆପରେ
error: Content is protected !!
Open chat