ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୦୮, ୨୦୨୦ରେ ସ୍ୱଚ୍ଛ ଭାରତ ମିଶନର ଇଣ୍ଟରାକ୍ଟିଭ ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ର ଉଦଘାଟନ କରିବେ। ଗାନ୍ଧିଜୀଙ୍କ ଚମ୍ପାରଣ ସତ୍ୟାଗ୍ରହର ଶତବାର୍ଷିକୀ ସମାରୋହ ଅବସରରେ ଏପ୍ରିଲ ୧୦, ୨୦୧୭ରେ!-->…
