ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ!-->…
