Browsing Tag

ଓଡିଶା

୨୫ରେ ପହଞ୍ଚିଲା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଯାଇଛି । ଗୁଜୁରାଟର ଜାମନଗରରେ ଆଉ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ବାହାରିବା ପରେ ମୋଟ ସଂଖ୍ୟା ୨୫ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି

୨୦ ଦିନ ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଶେଷ

ଭୁବନେଶ୍ବର ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୋଟିଏ ଦିନ ବି ଚାଲି ପାରିଲାନି ଗୃହ । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକକୁ ନେଇ ବିରୋଧୀ ବିଜେପି

ପଞ୍ଚଭୂତରେ ଲୀନ ହେଲେ ସିଡିଏସ୍‍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା

ନୂଆଦିଲ୍ଲୀ ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପଞ୍ଚଭୂତରେ ଲୀନ ହେଲେ ସିଡିଏସ୍‍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା। ଦିଲ୍ଲୀର ବ୍ରାର ସ୍କୋୟାରରେ ସିଡିଏସ୍‍ ବିପିନ ରାୱତ ଓ ତାଙ୍କ ପତ୍ନୀଙ୍କ ଶେଷକୃତ୍ୟ କ୍ରିୟା ସମ୍ପନ୍ନ ହୋଇଛି। ଶେଷକୃତ୍ୟ କ୍ରିୟା କାର୍ଯ୍ୟ ୨ ଝିଅ କ୍ରିତିକା ଓ ତାରିଣୀ

ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ସଂପର୍କିତ ମାମଲା ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ ୨୩/୧୧/୨୦୨୧ କଳିଙ୍ଗ ଜ୍ୟୋତି : ଲ୍ୟୁଟେନ୍ସ ଦିଲ୍ଲୀରେ ନିର୍ମାଣ ହେଉଥିବା ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ସଂପର୍କିତ ଏକ ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧିନରେ ଆସୁଥିବା ଏକ ପ୍ଲଟର କିସମ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରି ଏକ ମାମଲା

ପରମବୀର ସିଂଙ୍କୁ ପଳାତକ ଘୋଷଣା କରି ବାସଭବନରେ ଅଦାଲତ ଲଗାଇଲେ ନୋଟିସ

ମୁମ୍ବାଇ ୨୩/୧୧/୨୦୨୧ କଳିଙ୍ଗ ଜ୍ୟୋତି : ବେଆଇନ ଅର୍ଥ ଆଦାୟ ମାମଲାରେ ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂଙ୍କୁ ଏବେ ସ୍ଥାନୀୟ ଅଦାଲତ ପଳାତକ ଘୋଷଣା କରିଛନ୍ତି । ଅଦାଲତର ଆଦେଶ ପରେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି । ଅନ୍ୟପଟେ ସୋମବାରଦିନ

ଜାମିନ ପାଇଁ ହାଇକୋର୍ଟରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

କଟକ ୧୨/୧୦/୨୦୨୧ କଳିଙ୍ଗ ଜ୍ୟୋତି: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଅକ୍ଟୋବର ୮ରେ ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଏହି ନିର୍ଦ୍ଦେଶ ବିରୋଧରେ ଶ୍ରୀ ଜଗଦ୍ଦେବ ହାଇକୋର୍ଟରେ ଆବେଦନ କରିଛନ୍ତି। ଏଠାରେ

୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ କୋଭାକ୍ସିନକୁ ଅନୁମତି

ନୂଆଦିଲ୍ଲୀ ୧୨/୧୦/୨୦୨୧ କଳିଙ୍ଗ ଜ୍ୟୋତି : ଦୀର୍ଘ ଦିନ ଧରି ନିଜ ପିଲାମାନଙ୍କ ପାଇଁ କରୋନା ଟିକାକୁ ଅପେକ୍ଷା କରିଥିବା ଅଭିଭାବକଙ୍କ ପାଇଁ ଆଶ୍ବସ୍ତିକର ଖବର। ଡ୍ରଗ୍ସ କ​ଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ ପିଲାଙ୍କ ପାଇଁ ଟିକାକରଣକୁ ମଞ୍ଜୁରୀ ଦେଇଛନ୍ତି। ଭାରତ ସରକାର ୨ରୁ ୧୮ ବର୍ଷ ବୟସ୍କ

ଡିଏମ୍‌କେ ନେତା ଏ. ରାଜାଙ୍କର ହୃଦଘାତରେ ନିଧନ

ଚେନ୍ନାଇ ୦୨/୧୦/୨୦୨୧ କଳିଙ୍ଗ ଜ୍ୟୋତି : ଡିଏମ୍‌କେର ନେତା ତଥା ତାମିଲନାଡୁର ପୂର୍ବତନ ବିଧାୟକ ବୀରପଣ୍ଡି ଏ ରାଜାଙ୍କର ୫୮ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି । ସେ ଡିଏମ୍‌କେର ଲୋକପ୍ରିୟ ତଥା ଟାଣୁଆ ନେତା ଭି ଅରୁମୁଗମ୍‌ଙ୍କ ପୁଅ । ତାମିଲନାଡୁ ସଲିମ୍‌ ଜିଲ୍ଲାରେ ସେ ବେଶ୍‌

ୟୁଜିସି ପାଠ୍ୟକ୍ରମରେ ସ୍ଥାନ ପାଇବ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ରେଢାଖୋଲ ୦୨/୧୦/୨୦୨୧ କଳିଙ୍ଗ ଜ୍ୟୋତି : ୟୁଜିସି ପାଠ୍ୟକ୍ରମରେ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି। ରେଢାଖୋଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, ଭୀମ ଭୋଇଙ୍କ ଉପରେ

ଡିଏନଏ ପରୀକ୍ଷା ପାଇଁ ଜଣେ ବ୍ୟକ୍ତିଙ୍କୁ ବାଧ୍ୟ କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ ୦୨/୧୦/୨୦୨୧ କଳିଙ୍ଗ ଜ୍ୟୋତି : ଡିଏନଏ ପରୀକ୍ଷା ପାଇଁ କାହାରିକୁ ବାଧ୍ୟ କରାଯାଇପାରିବ ନାହିଁ । ଜଣେ ବ୍ୟକ୍ତିଙ୍କୁ ଡିଏନଏ ପରୀକ୍ଷା ପାଇଁ ବାଧ୍ୟ କରାଇବା ଅର୍ଥ ହେଉଛି ଯେ ଆମେ ତାଙ୍କର ବ୍ୟକ୍ତିଗତ ଅଧିକାର ଉପରେ ହସ୍ତକ୍ଷେପ କରିବା । ସୁପ୍ରିମକୋର୍ଟ କହିଛନ୍ତି ଯେ ଆମେ କାହାକୁ
error: Content is protected !!
Open chat