ରାତି ପାହିଲେ ଘୋଷଯାତ୍ରା, ରଥ ଓ ପଥ ପ୍ରସ୍ତୁତ
ପୁରୀ ୧୧/୦୭/୨୦୨୧ କଳିଙ୍ଗ ଜ୍ଯୋତି :ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ କରିବେ ମହାବାହୁ। ସାଙ୍ଗରେ ଭଉଣୀ ସୁଭଦ୍ରା ଓ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ!-->…