ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି ।
ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି!-->!-->!-->…