Browsing Tag

ଓଡିଶା

କରୋନା ସଂକ୍ରମିତ ହେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ପାଟନା ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବିହାରରେ କରୋନା ଭାଇରସ୍ ସଂକ୍ରମଣ କମିବାର ନାମ ନେଉନାହିଁ । ଏହି ସଂକ୍ରମଣ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ପହଞ୍ଚିଛି। ସେହିପରି ଓମିକ୍ରନ୍ ମାମଲା ମଧ୍ୟ ବଢ଼ିବାରେ ଲାଗିଛି । ସୋମବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କରୋନା ପଜିଟିଭ୍ ଚିହ୍ନଟ

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ

ଯାହାର ଦମ ଥିବ ସିଏ ମଥୁରାରେ ମନ୍ଦିର ଗଢିବ : ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୀତି ସରଗରମ ହୋଇ ଉଠିଛି । ରାଜନୈତିକ ବୟାନବାଜି ଭିତରେ ଉଠୁଛି ପଡୁଛି ଉତ୍ତରପ୍ରଦେଶ । ଶାସକ-ବିରୋଧୀଙ୍କ ବାକ୍ୟ ବାଣ ସଂକେତ ଦେଉଛି ଯେ, ଏଥର ଆଉ ଏକପାଖିଆ ହେବନି ଉତ୍ତରପ୍ରଦେଶ ନିର୍ବାଚନ ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ

ନୂଆଦିଲ୍ଲୀ ୧୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ସେ ଘରେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ନିକଟରେ କରୋନାର କୌଣସି ବଡ ଲକ୍ଷଣ ନଥିବା

କୋଭିଡ୍‌-୧୯ ମାମଲାଜନିତ ‘ହୋମ୍‌ ଆଇସୋଲେସନ୍’ ପାଇଁ ସଂଶୋଧିତ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ ୦୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଘରେ ଏକାନ୍ତବାସ (ହୋମ୍‌ ଆଇସୋଲେସନ୍‌) କରୁଥିବା କୋଭିଡ୍-୧୯ ଆକ୍ରାନ୍ତଙ୍କ ନିମନ୍ତେ କେନ୍ଦ୍ର ସରକାର ସଂଶୋଧିତ ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ସଂଶୋଧିତ ଗାଇଡ୍‌ଲାଇସନ୍‌ ଅନୁସାରେ, ପଜିଟିଭ୍ ବାହାରିବାର ଅନ୍ୟୂନ ୭ ଦିନ ଧରି ଘରେ ରହିବା ସହ

ଭଗବାନଙ୍କୁ ସମନ କରିପାରିବନି ଅଦାଲତ – ମାଡ୍ରାସ ଉଚ୍ଚ ନ୍ୟାୟାଳୟ

ଚେନ୍ନଇ ୦୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଭଗବାନଙ୍କୁ ଅଦାଲତ ସମନ କରିପାରିବ ନାହିଁ ବୋଲି ନିଜ ରାୟରେ ସ୍ପଷ୍ଟ କରି ଦେଇଛନ୍ତି ମାଡ୍ରାସ ଉଚ୍ଚ ନ୍ୟାୟାଳୟ। କୁମବାକୋନାମସ୍ଥିତ ଏକ ନିମ୍ନ ଅଦାଲତ ନିର୍ଦେଶ ବିରୋଧରେ ଆସିଥିବା ଯାଚିକାର ଶୁଣାଣି କରି ମାଡ୍ରାସ ଉଚ୍ଚ ନ୍ୟାୟାଳୟ ଏହି ରାୟ

କରୋନା କଟକଣା ମଧ୍ୟରେ ୫ ରାଜ୍ୟର ୬୯୦ ଆସନରେ ହେବ ମତଦାନ

ନୂଆଦିଲ୍ଲୀ ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନା କଟକଣା ମଧ୍ୟରେ ଏଥର  ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବିଧାନସଭା ନିର୍ବାଚନ ହେବ । ମୁଖ୍ୟ ନିର୍ବାଚନ ଆୟୋଗ ସୁଶୀଲ ଚନ୍ଦ୍ରା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଏଥର ଅନଲାଇନରେ ନାମାଙ୍କନ ପତ୍ର ଦାଖଲ

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ମୋଟ ୪୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପଞ୍ଚାୟତିରାଜ ବିଭାଗ ତରଫରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ଏହି

ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଲେଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇସାରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ଟିକାକରଣରେ

ଜାନୁଆରୀରେ ଶିଖର ଛୁଇଁବ, ମାର୍ଚ୍ଚରେ ଶେଷ

ନୂଆଦିଲ୍ଲୀ ୦୮/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନାର ତୃତୀୟ ଲହର ଆସିଥିବାବେଳେ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଭୟ ଓ ଆଶଙ୍କା ଭିତରେ ନୂଆ ପ୍ରଜାତି ଭୂତାଣୁ ଓମିକ୍ରନକୁ ନେଇ ଦେଶରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଥିବା ବେଳେ ଜାନୁଆରୀ ଶେଷ ଭାଗରେ ଏହା ଶିଖର ଛୁଇଁବ ବୋଲି ଆଇଆଇଟି
error: Content is protected !!
Open chat